-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

16-Nov-2020



୧-ଓଡ଼ିଶା ଷ୍ଟାର୍ଟଅପ୍‌ ଲିଡର୍‌ : ରାଜ୍ୟରେ ଷ୍ଟାର୍ଟଅପ୍‌ ସଂଖ୍ୟା ୭୭୪କୁ ବୃଦ୍ଧି ।

 

୨-ସୀମାନ୍ତରେ ପୁଣି ଆନ୍ଧ୍ର ଦାଦାଗିରି : ଓଡ଼ିଶା ସରକାରଙ୍କ ବିରୋଧରେ ଗର୍ଜିଲେ ।

 

୩-ପୂର୍ବତଟ ରେଳପଥ ପାଇବ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ପୁରସ୍କାର ।

 

୪-ବ୍ରାଜିଲର ଗୋମାଂସ, ଆରବ ଚିଙ୍ଗୁଡ଼ିରୁ କରୋନା ଭୂତାଣୁ ଚିହ୍ନଟ ।

 

୫-ବିଧାନସଭା ଶୀତ ଅଧୂବେଶନ ପୂର୍ବରୁ ଆସନ୍ତା ୧୮ରେ ବସିବ ସର୍ବଦଳୀୟ ବୈଠକ ।

 

୬-କରୋନା ଉପରେ ଆଧାରିତ ଓଡ଼ିଶାର କ୍ଷୁଦ୍ର ଚଳଚ୍ଚିତ୍ର ‘ୱାରିଅର୍‌ସ ୱାର୍‌ ୱିଦିନ୍‌’କୁ ୩ଟି ଆନ୍ତର୍ଜାତିକ ପୁରସ୍କାର ମିଳିଛି। 

 

୭-ରେଢ଼ାଖୋଲ ବନଖଣ୍ଡରେ ଅଭାବନୀୟ ଦୃଶ୍ୟ: ହାତୀ ମଣିଷ ଗୋଡ଼ାଗୋଡ଼ି, ଭୟରେ ଆସିଲେନି ବନ କର୍ମଚାରୀ ।

 

୮-ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ମିଳିଥିବା ପରାଜୟ ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ତତଃ ଶେଷରେ ତାଙ୍କର ପରାଜୟ ହୋଇଥିବା ସ୍ଵୀକାର କରିଛନ୍ତି। 

 

୯-ସପ୍ତମ ଫର୍ମୁଲା-ୱାନ୍ world ଟାଇଟଲ ଜିତିଲେ ଲୁଇସ୍ ହାମିଲ୍ଟନ୍, ନିକଟରେ ଜିତିଥିଲେ ଟର୍କି ଗ୍ରାଣ୍ଡ ପ୍ରିକ୍ସ।

 

୧୦-ଦୀପାବଳିରେ ଭାରତ ମାଲାମାଲ୍: ହେଲା ୭୨ ହଜାର କୋଟି ଟଙ୍କାର କାରବାର, ୪୦ ହଜାର କୋଟି ଟଙ୍କାର ଘାଟାରେ ପଡିଲା ଚୀନ ।

 

୧୧-ଦିଲ୍ଲୀରେ କରୋନା ନିୟନ୍ତ୍ରଣ ପାଇଁ ଶାହାଙ୍କ ସମୀକ୍ଷା ବୈଠକ : ଦ୍ବିଗୁଣିତ ହେବ ଆର୍‌ଟି-ପିସିଆର ପରୀକ୍ଷା, ବଢିବ ଆଇସିୟୁ ଶଯ୍ୟା ।

 

୧୨-୨୦୨୧ ମସିହାରେ ବିଶ୍ବରେ ଅନାହାର ଭୟଙ୍କର ରୂପ ନେବ : ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ ମୁଖ୍ୟ ।

 

୧୩-ଏନଡିଏ ନେତା ଭାବେ ନିତୀଶ କୁମାର ନିର୍ବାଚିତ: ହେବେ ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026

You Might Also Like