-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||     

HOME   ଜିଲ୍ଲା

*ପୋଛିନେଲା ବିଜେଡି;୬୧୦ରୁ ୫୪୨ଟି ଆସନରେ ଜିତି ସାରିଲାଣି ବିଜେଡି, ୨୦୦ରୁ ଅଧିକରେ ଆଗୁଆ

01-Mar-2022



ଭୁବନେଶ୍ୱର(ସୁଭାସିସ ନାୟକ) : ପଞ୍ଚାୟତ ନିର୍ବାଚନର ତୃତୀୟ ଦିନର ଭୋଟ୍ ଗଣତି ଜାରି ରହିଛି । ଦ୍ୱିତୀୟ ଦିନ ଗଣତିର ବି ସଂପୂର୍ଣ୍ଣ ଫଳାଫଳ ଆସିନି । ଏବେ  ସୁଦ୍ଧା ୮୫୧ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ୬୧୦ଟିର ଫଳାଫଳ ଘୋଷଣା କରାଯାଇଛି । ସେଥିରୁ କେବଳ ବିଜେଡି ୫୪୨ଟିରେ ବିଜୟୀ ହୋଇଛି । ବିଜେପି ଓ କଂଗ୍ରେସକୁ ଯଥାକ୍ରମେ ୩୧ ଓ ୩୦ଟି ଆସନ ମିଳିଛି । ସେହିପରି ସ୍ୱାଧୀନ ଓ ଅନ୍ୟାନ୍ୟ ଦଳ ପ୍ରାର୍ଥୀ ୭ଟି ଆସନ ହାତେଇଛନ୍ତି । ଭୋଟ ଗଣତିର ତୃତୀୟ ଦିନରେ ଆଜି ୨୩୧ଟି ଜିଲ୍ଲା ପରିଷଦ ଜୋନ୍ରେ ଗଣତି ଚାଲିଛି । ସେଥିରୁ ୨୧୦ଟିରେ ବିଜେଡି ଆଗୁଆ ରହିଥିବା ବେଳେ  ବିଜେପି ୧୫ ଓ କଂଗ୍ରେସ ୬ଟି ଆସନରେ ଆଗୁଆ ରହିଛନ୍ତି ।
ରବିବାର ଦ୍ୱିତୀୟ ଦିନରେ ୩୦୫ଟି ଜିଲ୍ଲା ପରିଷଦ ଜୋନ୍ର ଭୋଟ୍ ଗଣତି ଆରମ୍ଭ ହୋଇଥିବା ବେଳେ ୨୯୫ଟି ଆସନର ଫଳାଫଳ ଆସିଛି ।  ସେଥିରୁ ବିଜେଡି ୨୬୦ଟିରେ ବିଜୟୀ ହୋଇଛି । ବିଜେପି ଓ କଂଗ୍ରେସ ୧୬ଟି ଲେଖାଏଁ ଆସନ ଜିତିଛନ୍ତି । ସେହିପରି ଜଣେ ସ୍ୱାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବା ବେଳେ ଅନ୍ୟାନ୍ୟ ଦଳ ହାତକୁ ଯାଇଛି ୨ଟି ଆସନ । ଫଳାଫଳ ଆସିନଥିବା ଅଧିକାଂଶ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ଶନିବାର ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍ର ଭୋଟ୍ ଗଣତି କରାଯାଇଥିବା ବେଳେ ବିଜେଡି ୨୮୨ଟିରେ ବିଜୟୀ ହୋଇଥିଲା । ବିଜେପି ଓ କଂଗ୍ରେସକୁ ଏହି ପର୍ଯ୍ୟାୟରେ ଯଥାକ୍ରମେ ୧୫ ଓ ୧୪ଟି ଆସନ ମିଳିଥିଲା । ସେହିପରି ଅନ୍ୟାନ୍ୟ ପ୍ରାର୍ଥୀଙ୍କୁ ୪ଟି ଆସନ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026

You Might Also Like