-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମନୋହରପୁର ପୋଲିସ ସ୍କୁଲ ରେ ପ୍ରବେଶ ଉତ୍ସବ ପାଳିତ

01-Mar-2022



ବଲାଙ୍ଗିର (ପ୍ରେରଣା ଖବର) :-ରାଜ୍ୟସରକାରଙ୍କ ନିର୍ଦ୍ଦେଶାନୁସାରେ ମନୋହରପୁର ପୋଲିସ ସ୍କୁଲ ଠାରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ର ସଭ୍ୟ/ସଭ୍ୟା, ମାନ୍ୟଗଣ୍ୟ ବ୍ୟକ୍ତି, ସିଆରସିସି ପ୍ରମୁଖ ଙ୍କ ଉପସ୍ଥିତିରେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି lସରକାରୀ କୋଭିଡ କଟକଣା ଯୋଗୁଁ ପ୍ରାୟ ଅଢେ଼ଇ ବର୍ଷ ପରେ ପ୍ରଥମ ଶ୍ରେଣୀ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିଥିବାରୁ ଛାତ୍ରଛାତ୍ରୀ, ଅଭିଭାବକ ମାନଙ୍କ ମନରେ ଆଗ୍ରହ ​​​​​​

ତଥା ସଚେତନତା ସୃଷ୍ଟି କରିବା ପାଇଁ ଗ୍ରାମରେ ଥିବା କିର୍ତ୍ତ୍ୟନ୍ୟ ଦଳ ଆଗ୍ରହ ରେ ଆସିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ପାଛୋଟି ଆଣିଥିଲେ । ବିଦ୍ୟାଳୟର ମୁଖ୍ୟ ଦ୍ୱାର କୁ ରଙ୍ଗବେରଙ୍ଗ ର ବେଲୁନ,ଫୁଲମାଳ ରେ ସୁସଜ୍ଜିତ କରାଯାଇଥିଲା । ବିଦ୍ୟାଳୟ ର ମୁଖ୍ୟ ଦ୍ୱାର ସମ୍ବୁଖରେ ଛାତ୍ରଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା ।ସ୍କୁଲ ତରଫରୁ ପ୍ରତ୍ୟେକ ପିଲାଙ୍କୁ ମାଗଣାରେ ମାକ୍ସ ବଣ୍ଟନ, ସମେତ ଚକଲେଟ ବଣ୍ଟନ କରାଯାଇଥିଲା ।ପରେ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ କୋଠରୀ ମାନଙ୍କୁ ପ୍ରବେଶ କରିଥିଲେ । ସରକାରଙ୍କ ନିର୍ଦେଶାନୁସାରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପ୍ରକାରର ଖେଳ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା ବୋଲି ସ୍କୁଲ ର ପ୍ରଧାନ ଶିକ୍ଷୟତ୍ରୀ ବିଜୟଲଷ୍ମୀ ମିଶ୍ର ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି ।

  ସୂଚନାଯୋଗ୍ୟ ଯେ, ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିଶ୍ରଙ୍କ ଉଦ୍ୟମରେ ସ୍କୁଲ ପରିସରରେ ନଳକୂପ, ୱାଟର କୁଲର୍  ସ୍ଥାପନ ସହ ପରିଷ୍କାର ପରିଚ୍ଛନ୍ନତା ଉପରେ ଏକାଧିକ ଗଠନମୂଳକ କାମ କରାଯାଇଛି l ସ୍କୁଲରେ ଯୋଗ ଶିକ୍ଷା ଠାରୁ ଆରମ୍ଭ କରି ଛାତ୍ରଛାତ୍ରୀ ଙ୍କ ପାଇଁ ଗୁଣାତ୍ମକ ଶିକ୍ଷା ପାଇଁ ଏକ ଅନୁକୂଳ ପରିବେଶ ସୃଷ୍ଟି କରିପାରିଛନ୍ତି ଶ୍ରିମତୀ ମିଶ୍ର l
ମନୋହରପୁର ପୋଲିସ ସ୍କୁଲର ପାରିପାର୍ଶ୍ୱିକ ଉନ୍ନତି ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ପ୍ରଧାନ ଶିକ୍ଷୟତ୍ରୀ  ଶ୍ରୀମତୀ ମିଶ୍ର ନିବେଦନ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like