-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଶେଷ ଦିବସରେ ପଲସପୋଲିଓ ଅଭିଯାନ ରେ ସଫଳତା

01-Mar-2022



ପଦ୍ମପୁର: ସାରା ଭାରତବର୍ଷ ରୁ ସମୁଳେ ପୋଲିଓ ବିନାଶ କରିବା ଲକ୍ଷ୍ୟରେ ତା ୨୭.୦୨.୨୦୨୨ରିଖ ଠାରୁ ଆରମ୍ଭ କରି ତା ୦୧.୦୨.୨୦୨୨ରିଖ ପର୍ଯ୍ୟନ୍ତ ଆମରାଜ୍ୟରେ ପଲସ ପୋଲିଓ ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଆଜି ଶେଷ ଦିବସ ରେ ପଦାର୍ପଣ କରିଛି ‌।ଏ କ୍ରମରେ ବରଗଡ ଜିଲ୍ଲା ଅଧିନସ୍ଥ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ସମସ୍ତ ଉପକେନ୍ଦ୍ର ର କାର୍ଯ୍ୟରତ ମହିଳା ସ୍ବାସ୍ଥ୍ୟକର୍ମୀ, ଗ୍ରାମମାନଙ୍କରେ କାର୍ଯ୍ୟରତ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ ଙ୍କ ବେଶ ତତ୍ପରତା ଦେଖାଯାଇଥିଲା ।ଘର କୁ ଘର ବୁଲି ପଲସ ପୋଲିଓ ଦୁଇବୁନ୍ଦା ଲେଖାଏଁ ଶିଶୁ ମାନଙ୍କୁ ଖୁଆଇବା ସାଙ୍ଗକୁ ଘର ସାମ୍ନାରେ ଥିବା କାନ୍ଥମାନଙ୍କରେ ଟିମ୍ ନଂ ସହ P,X ଓ ହାଉସ ନଂ ଦେବାର ପରିଲକ୍ଷିତ ହୋଇଛି ।ଠିକ ସେ ଭଳି ପାଇକମାଲ ସ୍ଥିତ ଏକ ସର୍ବପୁରାତନ ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ଆ ଜ କା' ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଙ୍କ ନିର୍ଦ୍ଦେଶକ୍ରମେ ନିୟୋଜିତ ହୋଇ ପାଇକମାଲ ମୁଖ୍ୟଛକ ରେ ରାସ୍ତାରେ ଗମନାଗମନ କରୁଥିବା ପଥଚାରୀ ମାନଙ୍କୁ ଅଟକାଇ ସାଙ୍ଗ ରେ ଥିବା ଶିଶୁ ମାନଙ୍କୁ ପୋଲିଓ ଦୁଇବୁନ୍ଦା ଦେବାସହ ଗାଡ଼ି ମାନଙ୍କୁ ଅଟକାଇ ଶିଶୁ ମାନଙ୍କୁ ପଲସ୍ ପୋଲିଓ ପ୍ରଦାନ କରୁଥିବାବେଳେ,ଆଜି ପବିତ୍ର ଶିବଚତୁର୍ଦଶୀ ପାଇଁ  ଶ୍ରୀଶ୍ରୀ ନୃସିଂହନାଥ ପୀଠ ବେଶ ଚଳଚଞ୍ଚଳ ସାଙ୍ଗକୁ  ପ୍ରବଳ ଭିଡ଼ କୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ମାନେ ସେଠାରେ ମଧ୍ୟ ଶିଶୁ ମାନଙ୍କୁ ପୋଲିଓ ବୁନ୍ଦା ଖୁଆଉଥିବାର ଦେଖାଯାଇଥିଲା । ବୁକୁରାମୁଣ୍ଡା ରେ କାର୍ଯ୍ୟରତ ପି.ଏଚ.ଇ.ଓ ଶ୍ରୀମାନ ତୁଷ କୁମାର ଚନ୍ଦ୍ରକାର ପରିଦର୍ଶନ ସମୟରେ ତାଙ୍କୁ ଆମ ପ୍ରତିନିଧି ଭେଟି ତାଙ୍କ ପ୍ରତିକ୍ରିୟା ନେଇଥିଲେ ।ସେ ପଲସ ପୋଲିଓ ସମ୍ପର୍କରେ ଆଜି ଯଦିଓ ବ୍ୟାପକ ସଫଳତା ପାଇକମାଲ ବ୍ଳକ ରେ ଏଇ ଅଭିଯାନ ପହଞ୍ଚି ପାରିଛି ତେବେ ତାର ଶ୍ରେୟ ଆମ ଗହଣ ରେ କାର୍ଯ୍ୟରତ ମହିଳା ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ 'ଆ ଜ କା' ଅନୁଷ୍ଠାନର ସନ୍ତୋଷିନୀ ମହାପାତ୍ର, ନିତ୍ୟାନନ୍ଦ ଜେନା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ନିୟୋଜିତ ଆଜକା କର୍ମଚାରୀ  ତଥା ସୁପରଭିଜନ ରେ ନିୟୋଜିତ ଥିବା ସମସ୍ତ ସୁପରଭାଇଜର ମାନଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ମତବ୍ୟକ୍ତ କରିଥିଲେ । ସମୁଦାୟ ବ୍ଳକ ରେ ୯୬୫୬ ଜଣ ଶିଶୁଙ୍କୁ ପଲସପୋଲିଓ ବୁନ୍ଦା ଦେବାର ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ,୯୫୦୫ ଜଣ ଶିଶୁ ଏହି କାର୍ଯ୍ୟକ୍ରମ ରେ ପଲସପୋଲିଓ ବୁନ୍ଦା ପାଇପାରିଛନ୍ତି । ପଲସପୋଲିଓ ଅଭିଯାନ ଏହି ବ୍ଳକ ରେ ୯୮.୩୩% ସଫଳତା ର ସହ ହୋଇଥିବାର ଜଣାଯାଏ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like