-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଚଙ୍ଗରିଆ ରେ ଧନ୍ମନ୍ତରି ଦିବସ ଓ ବୈଦ୍ୟ ସମ୍ମିଳନୀ

16-Nov-2020



ଖପ୍ରାଖୋଲ ( ଗୋରେଖନାଥ ବରିହା) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ପାଞ୍ଚଛକ ସ୍ଥିତ ମାଁ ପାଟଣେଶ୍ଵରୀ ମହାବିଦ୍ୟାଳୟ ପରିସରରେ କୋଶଳ ଗନ୍ଧମାର୍ଦ୍ଦନ ବୈଦ୍ୟ ମହାସଂଘ ହରିଶଙ୍କର ସ୍ବେଚ୍ଛାସେବୀ ସଂଗଠନ ଜୀବନ୍ୟାସ ଲକ୍ଷ୍ମୀମୁଣ୍ଡା ,ଜନମଞ୍ଚ ପାଟଣାଗଡ଼ , କଲ୍ୟାଣ, ରେଙ୍ଗାଲଜୁରୀ ଙ୍କ ମିଳିତ ଆନୁକୂଲ୍ୟରେ ଧନ୍ମନ୍ତରି ଦିବସ ଉପଲକ୍ଷେ ବୈଦ୍ୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲ୍ଲାପରିଷଦ ସୁଶୀଲ କୁମାର ଗୁରୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଦ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥି ଜିଲ୍ଲା ବନଖଣ୍ଡ  ଅଧିକାରୀ ସମିରରଞନ ଶତପଥୀ ,  ମାଁପାଟଣେଶ୍ଵରୀ ମହାବିଦ୍ୟାଳୟ ର ଅଧକ୍ଷ କ୍ଷୀରୋଦ୍ର କୁମାର ଷଡଙ୍ଗୀ ମୁଖ୍ୟା ବକ୍ତା, ପାଟଣାଗଡ଼ ଉପଖଣ୍ଡ ବନାଧିକାରୀ ବିଜୟ ଖୁଣ୍ଟିଆ ,ଜନମଞ୍ଚ ସଭାପତି ଡିଙ୍ଗର କୁମ୍ଭାର , ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ ମୂଖ୍ୟ ପୁରୋଧା ସଂବେଶ ଜୀ , କୋଶଳ ଗନ୍ଧମାର୍ଦ୍ଦନ ବୈଦ୍ୟ ମହାସଂଘ ସଭାପତି ଝସକେତନ ଗୁରୁ ,ଅମିଲ ପୁଟେଲ  , କଲ୍ୟାଣ ସଂପାଦକ ସୁନାରାମ ପୁଟେଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପାରମ୍ପାରିକ ଚେରି ମୁଲି ରୁ କିପରି ଚିକିତ୍ସା କରାଯାଇ ପାରିବ ଆଲୋଚନା କରିଥିଲେ ।ଅଭିଜ୍ଞ ବୈଦ୍ୟ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ମୁଖ୍ୟ ଅତିଥି ଶ୍ରୀ ଶତପଥୀ ବୈଦ୍ୟ ମାନଙ୍କର ପାରମ୍ପରିକ ଔଷଧ ର ପ୍ରଚାର ପ୍ରସାର ପାଇଁ ଜିଲ୍ଲା ସ୍ତରରେ ଏକ  ବିକ୍ରୟ କେନ୍ଦ୍ର ଅଳ୍ପ ଦିନ ମଧ୍ୟରେ କରିବାକୁ ଘୋଷଣା କରିବାସହ ବୈଦ୍ୟ ମାନଙ୍କ  ଦ୍ଵାରା ବିଭିନ୍ନ ରୋଗ ପାଇଁ ପ୍ରସ୍ତୁତ କରାଯାଇଥିବା ଔଷଧ କୁ କୋଶଳ ଗନ୍ଧମାର୍ଦ୍ଦନ ବୈଦ୍ୟ ମହାସଂଘ ହରିଶଙ୍କର ବଲାଙ୍ଗୀର ବୋଲି ଔଷଧ ଉପରେ ଲେଖା ରହିବାକୁ ପରାମର୍ଶ ଦେଇଥିଲେ ।ବୈଦ୍ୟ ମାନଙ୍କର ଆର୍ଥିକ ବିକାଶ ପାଇଁ ଔଷଧ ବଗିଚା ପାଇଁ ବିଭିନ୍ନ ପ୍ରକାରର ଔଷଧ ଚାରା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ମୂଖ୍ୟ ବକ୍ତା ଶ୍ରୀ ଷଡ଼ଙ୍ଗୀ ବୈଦ୍ୟ ଶ୍ରୀ ଧନ୍ମନ୍ତରି ଗୁରୁ ଙ୍କ ଜନ୍ମ ଓ ତାଙ୍କର ରୋଗି ସେବା ସହ ପାରମ୍ପାରିକ ଚେରି ମୁଲି ରୁକିପରି ଔଷଧ ପ୍ରସ୍ତୁତ କରୁଥିଲେ ତାହାରି ଉପରେ   ଆଲୋଚନା କରିଥିଲେ  ପାଞ୍ଚଛକ କଲେଜ ପରିସର ମଧ୍ୟରେ ପ୍ରାୟ ଦୁଇ ଏକର ଜମି ରେ ଔଷଧ ବୃକ୍ଷ ରୋପଣ କରି ବାକୁ ନିଷ୍ପତ୍ତି ନିଆଯାଇଥିଲା । ଏଥିରେ ବଲାଙ୍ଗର , ନୂଆପଡ଼ା , ବରଗଡ଼ ଜିଲ୍ଲା ରୁ ଶହେ ଜଣ ପାରମ୍ପରିକ ବୈଦ୍ୟ ଯୋଗଦେଇ। ହରିଶ୍ଚନ୍ଦ୍ର ସେଠ, ଦୁର୍ଯୋଧନ ଦୀପ , ଦେବାନନ୍ଦ ସାହୁ , ଶାନ୍ତନୁ ବୁଦ୍ଧିଆ , ପୂର୍ଣଚନ୍ଦ୍ର ପ୍ରଧାନ , ଦୁର୍ଯୋଧନ ସଗଡିଆ , ସନ୍ତୋଷ ଶବର ,ରଙ୍କବର୍ଗେ , ଭକ୍ତ ବନ୍ଧୁ ବିଶ୍ଵାଳ ,କଲଙ୍କି ବରିହା , ଜୟସିଂ ବଢିଆ , ବଲ୍ଲଭ ପୁଟେଲ , ନୀଳମଣି ପୁଟେଲ , ସଂପୁର୍ଣ୍ଣ ବିଶ୍ଵାଳ ,ଡିଲେଶ୍ଵର ମେହେର , ଯୁଧିଷ୍ଠିର ଭୋଇ , ଜଗଦୀଶ ସିଂ ଭୋଇ ,ସଂକିର୍ତନ ମାଝୀ , ଦ୍ରୋଣ ବରିହା , ଲୋଚନ ଭୋଇ , ଗଙ୍ଗାଧର ବେହେରା , କୃଷ୍ଣ ଚନ୍ଦ୍ର ରୋହିତ ଦାସ , ଶେଷ ଦେବ ମାଝୀ ,ଚନ୍ଦ୍ର ମଣି ବନଛୋର , ପୁରନ୍ଦର ପୁଟେଲ , କୋଶଳ ମେହେର , ମିନକେତନ ସାହୁ , ସୂର୍ଯ୍ୟ ମଣି ଦାସ , ନୀଳମଣି ପୁଟେଲ ପ୍ରମୁଖ ବୈଦ୍ୟ ମାନେ ଯୋଗଦେଇ ଥିଲେ ।। ଜୀବନ୍ୟାସ ସଂପାଦକ ମିନକେତନ ପ୍ରଧାନ ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like