-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅବହେଳିତ ଯୋଖିପାଲି ୫ଟି ହାଇସ୍କୁଲ/ ୧୮ ବର୍ଷ ହେଲା ନାହାନ୍ତି ବିଜ୍ଞାନ ଶିକ୍ଷକ

01-Mar-2022



ପଦ୍ମପୁର: ରାଜ୍ୟ ସରକାର ସରକାରୀସ୍ତରରେ ଉଚ୍ଚ ବିଦ୍ୟାଳୟ ମାନଙ୍କ ଭିତ୍ତିଭୂମିର ବିକାଶ ନିମନ୍ତେ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମ କରିଆସୁଛନ୍ତି । ଏହିକ୍ରମରେ ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ରୂପାନ୍ତରଣ କାର୍ଯ୍ୟକ୍ରମ ରେ ଆର୍ଥିକ ଅନୁଦାନ ପ୍ରଦାନ କରି ଭିତ୍ତିଭୂମିର ବିକାଶ କରାଯାଇଛି । ଉକ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଲକ୍ଷାଧିକ ଟଙ୍କାରେ ବିଜ୍ଞାନାଗାର ମଧ୍ୟ ତିଆରି କରାଯାଇଛି ହେଲେ ଦୁଃଖଦ ବିଷୟ ଏହିକି ଯେ ଛାତ୍ରଛାତ୍ରୀ ମାନେ ତାହାର ଉପଯୋଗ କରିପାରୁନାହାନ୍ତି କାରଣ ଗତ ୧୮ ବର୍ଷ ହେଲା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଯୋଖିପାଲିରେ ବିଜ୍ଞାନ ଶିକ୍ଷକ ନାହାନ୍ତି । ଏନେଇ ବର୍ଷ ବର୍ଷ ଧରି ଅଭିଭାବକ ମାନେ ଦାବୀ କରିଆସୁଥିଲେ ସୁଦ୍ଧା ଗଣଶିକ୍ଷା ବିଭାଗ ତରଫରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ । ଏହା ଏକ ବ୍ଲକ ଗ୍ରାଣ୍ଟ ସ୍କୁଲ ହୋଇଥିବାରୁ ଏଠାରେ ଚୁକ୍ତିଭିତ୍ତିକ ଶିକ୍ଷକ ମଧ୍ୟ ନିଯୁକ୍ତି ହୋଇପାରୁନାହିଁ । ଏନେଇ ଉକ୍ତ ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଥିବା ଯୁବକ ଦିବସ କୁମାର ସାହୁ ବିଜେପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ଯୋଗାଯୋଗ କରିବା ପରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ପଦକ୍ଷେପ ଗ୍ରହଣ କରାଯାଇପାରିବ ବୋଲି କହିଛନ୍ତି । ଅପରପକ୍ଷରେ ସ୍ଥାନୀୟ ଅଭିଭାବକ ତୁରନ୍ତ ଉକ୍ତ ବିଦ୍ୟାଳୟକୁ ପାଖ କୌଣସି ବିଦ୍ୟାଳୟରୁ ଡେପୁଟେସନ ଜରିଆରେ ଅନ୍ୟୁନ ତିନିଦିନ ଶିକ୍ଷାଦାନ କରିବା ବ୍ୟବସ୍ଥା କରିବାକୁ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like