-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   (08-Sep-2026)       ||      ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ, ସମ୍ବେଦନଶୀଳ ଓ ଗତିଶୀଳ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (08-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||     

HOME   ଜିଲ୍ଲା

ମାର୍ଚ୍ଚ ୨୫ ରୁ ଅଲ ଓଡ଼ିଶା ଚେସ୍ ପ୍ରତିଯୋଗିତା / ମାରୱାଡ଼ି ଯୁବା ମଞ୍ଚ ବିକାଶ ଶାଖା ସାମ୍ବାଦିକ ସମ୍ମିଳନୀ

02-Mar-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ସହରର ଅଗ୍ରଣୀ ଜନସେବୀ ସଂଗଠନ ମାରୱାଡ଼ି ଯୁବା ମଞ୍ଚ ବିକାଶ ଶାଖା କଣ୍ଟାବାଞ୍ଜି ଏବଂ ଅଲ ଓଡିଶା ଚେସ ଆସୋସିଏସନ , ବଲାଙ୍ଗୀର ଜିଲ୍ଲା ଚେସ ଆସୋସିଏସନ ସହଯୋଗରେ ମାର୍ଚ୍ଚ ୨୫, ୨୬, ୨୭ ତାରିଖ   ପ୍ରଥମ ଥର ପାଇଁ କଣ୍ଟାବାଞ୍ଜିରେ ଅଲ ଓଡ଼ିଶା ଚେସ ଟୁର୍ନାମେଣ୍ଟ ଆୟୋଜନ କରାଯିବ ।  ଓଡିଶାର ୩୦ ଟି ଜିଲ୍ଲାରୁ ୨୦୦ ରୁ ଅଧିକ ଖେଳାଳି ଅଂଶଗ୍ରହଣ କରିବେ।  କଣ୍ଟାବାଜିର ୪୦ ରୁ ଅଧିକ ପ୍ରତିଯୋଗୀଙ୍କ ଅଂଶଗ୍ରହଣ କରିବେ । ଏ ନେଇ ଅଗ୍ରସେନ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।  ଏ ପ୍ରତିଯୋଗିତା  ମାନସ ଭବନ କମ୍ପ୍ଲେକ୍ସରେ  ଅନୁଷ୍ଠିତ ହେବ । ହରିଭବନ ଏବଂ ଅଗ୍ରସେନ ଭବନ ରେ ପ୍ରତିଯୋଗୀମାନଙ୍କ ଖଖାଇବା  ଏବଂ ରହିବା ପାଇଁ ବ୍ୟବସ୍ଥା କରାଯିବ । ଏହି ପ୍ରତିଯୋଗିତାରେ ମୋଟ  ୧ ଲକ୍ଷ ଟଙ୍କା ପୁରସ୍କାର ସମସ୍ତ ବର୍ଗରେ ରଖାଯାଇଛି । ଏଥିପାଇଁ ଅଧିକରୁ ଅଧିକ ପ୍ରତିଯୋଗୀ ଏହି ଅଲ ଓଡିଶା ଚେସ ଆସୋସିଏସନ ଦ୍ବାରା ଆୟୋଜିତ ପ୍ରତିଯୋଗିତାରେ ଅଂଶଗ୍ରହଣ ଗ୍ରହଣ କରିବାକୁ କହିଥିବା ବେଳେ  ଏହି ପ୍ରତିଯୋଗିତା  ଵଲାଙ୍ଗୀର ଜିଲ୍ଲା ଚେସ ଆସୋସିଏସନ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଥିବା ସୂଚନା ହେଇଛନ୍ତି ।  ଆଜିର ସାମ୍ବାଦିକ ସମ୍ମିଳନୀରେ ବିକାଶ ଶାଖାର ନୂତନ ନିର୍ବାଚିତ ସଭାପତି ଅନୁପ ଜୈନ, ପୂର୍ବତନ ସଭାପତି  ମୟଙ୍କ ଜୈନ, ମିଡ଼ିଆ ପ୍ରଭାରୀ ଆଶିଷ ଖେତାନ, କାର୍ଯ୍ୟକ୍ରମ ସଂଯୋଜକ ମନୀଷ ଜୈନ, ଅରିହନ୍ତ ଜୈନ, କେଶବ ଅଗ୍ରୱାଲ, ଅମନ ଅଗ୍ରୱାଲ, କମଲ ଅଗ୍ରୱାଲ, ଅଙ୍କିତ ଜୈନ ପ୍ରମୁଖ ଉପସ୍ଥିତ ଥିଲେ। ଏହାକୁ ସଫଳ କରିବା ପାଇଁ ଶାଖାର ସଭାପତି ଅର୍ପଣ ଜୈନ, ସମସ୍ତଙ୍କ ସହଯୋଗ ପାଇଁ ନିବେଦନ କରିଛନ୍ତି। ନାମ ପଞ୍ଜିକରଣ ବା ସର୍ବଶିଷ ବିବରଣୀ ପାଇଁ ସଭାପତି ଅର୍ପଣ ଜୈନ ମୋବାଇଲ ନମ୍ବର ୯୭୭୭୨୦୮୩୫୬, ମିଡ଼ିଆ ପ୍ରଭାରୀ ଆଶିଷ ଖଇତlନଙ୍କ ସହ ଯୋଗାଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗ ଡିଗ୍ରୀ କଲେଜରେ ସାଇବର କ୍ରାଇମ ସଚେତନତା ଶିବିର   08-Sep-2026
  ଜିଲ୍ଲା  
ରାଜସ୍ୱ ପ୍ରଶାସନକୁ ଅଧିକ ଲୋକାଭିମୁଖୀ, ସମ୍ବେଦନଶୀଳ ଓ ଗତିଶୀଳ କରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026

You Might Also Like