-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଦେଶ ବିଦେଶ

ପାର୍ବଣ ୠତୁରେ ୩ ଲକ୍ଷ ଲୋକଙ୍କୁ ଚାକିରୀ ଦେବ ଇ-କମର୍ସ କମ୍ପାନୀ ଫ୍ଲିପ୍‌କାର୍ଟ ଏବଂ ଆମାଜନ୍

30-Sep-2020



ନୂଆଦିଲ୍ଲୀ ୩୦/୦୯ : ଇ-କମର୍ସ କମ୍ପାନୀ ଚଳିତ ପାର୍ବଣ ୠତୁରେ ନିଜର ସେଲ୍ସ ବଢାଇବା ପାଇଁ ବମ୍ପର୍ ଭର୍ତ୍ତି କରିବାକୁ ଯାଉଛି । ଫ୍ଲିପକାର୍ଟ ଏବଂ ଆମାଜନ୍ ଭଳି ଅନେକ ଇ-କମର୍ସ କମ୍ପାନୀ ଦେଶର ପାଖାପାଖି ୩ ଲକ୍ଷ ଲୋକଙ୍କୁ ଚାକିରୀ ଦେବ । RedSeer ଅନୁଯାୟୀ, ପାର୍ବଣ ୠତୁକୁ ଦେଖି ଇ-କମର୍ସ ପ୍ଲାଟଫର୍ମ ଦ୍ୱାରା ଅସ୍ଥାୟୀ ନିଯୁକ୍ତି କରିବ । କେବଳ ସେତିକି ନୁହେଁ, ଇ-କମର୍ସ କମ୍ପାନୀର ମାଲ୍ ଲୋକଙ୍କ ଯାଏଁ ପହଞ୍ଚାଉଥିବା ଲଜିଷ୍ଟିକ୍ କମ୍ପାନୀ ଇକମ୍ ଏକ୍ସପ୍ରେସ ୩୦ ହଜାର ନୂଆ ଚାକିରୀ ଘୋଷଣା କରିଛି । ଅକ୍ଟୋବର ପ୍ରଥମ ସପ୍ତାହ ସୁଦ୍ଧା ଏହି କମ୍ପାନୀର ନିଯୁକ୍ତି ହେବାର ଆଶଙ୍କା ରହିଛି 
RedSeer କହିଛି ଯେ, ପାଖାପାଖି ୨୦ ପ୍ରତିଶତ ଅସ୍ଥାୟୀ କର୍ମଚାରୀଙ୍କୁ ପାର୍ବଣ ୠତୁ ପରେ ମଧ୍ୟ ବାହାର କରାଯିବ ନାହିଁ । ବର୍ତ୍ତମାନ କରୋନା ମହାମାରୀ ଯୋଗୁଁ ଅଧିକାଂଶ ଲୋକ ଅନଲାଇନ ସପିଙ୍ଗ୍ କରିବାକୁ ପସନ୍ଦ କରୁଛନ୍ତି । ଲୋକଙ୍କ ଚାହିଦା ପୁରା କରିବାକୁ ଦୁନିଆର ସବୁଠାରୁ ବଡ ଇ-କମର୍ସ କମ୍ପାନୀ ଆମାଜନ୍ ଭାରତରେ ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବେ । ନୂଆ କର୍ମଚାରୀ ସାମଗ୍ରୀ ପ୍ୟାକ୍ କରିବା, ସାମଗ୍ରୀ ପଠାଇବା ଓ ଅର୍ଡର୍ ପହଞ୍ଚାଇବା କାମ କରିବାରେ ସାହାଯ୍ୟ କରିବେ । ଏହି ନିଯୁକ୍ତି ଉଭୟ ପାର୍ଟ ଟାଇମ୍ ଓ ଫୁଲ୍ ଟାଇମ୍ ହିସାବରେ ହେବ ।*

*ରିପୋର୍ଟରେ କୁହାଯାଇଛି ଯେ, ୩ ଲକ୍ଷ ଚାକିରୀ ମଧ୍ୟରୁ ୭୦ ପ୍ରତିଶତ ଫ୍ଲିପକାର୍ଟ ଏବଂ ଆମାଜନ୍ ଭଳି ଅନଲାଇନ୍ ପ୍ଲାଟଫର୍ମ ଦ୍ୱାରା ଚାକିରୀ ଦିଆଯିବାର ସମ୍ଭାବନା ରହିଛି । ବାକି ନିଯୁକ୍ତି Ecom Express ଭଳି ଲଜିଷ୍ଟିକ କମ୍ପାନୀ ଦ୍ୱାରା କରାଯିବ । ଏହି ଚାକିରୀ ମଧ୍ୟରୁ ୬୦ ପ୍ରତିଶତ ରୋଲ୍ ଲଜିଷ୍ଟିକ୍ ଫଙ୍କସନରେ ରହିବା ନେଇ ଅନୁମାନ କରାଯାଉଛି । ବାକି ୨୦ ପ୍ରତିଶତ ରୋଲ ୱେୟାରହାଉସିଂରେ ଓ ୨୦ ପ୍ରତିଶତ କଷ୍ଟମର୍ ସର୍ଭିସ୍ ଫଙ୍କସନରେ ରହିପାରନ୍ତି ।*

*ଚଳିତ ମାସ ଆରମ୍ଭରେ ଫ୍ଲିପକାର୍ଟ କହିଥିଲା ଯେ ପାର୍ବଣ ୠତୁରେ ୭୦ ହଜାର ଲୋକଙ୍କୁ ଡାଇରେକ୍ଟ ହେଉ କିମ୍ବା ଇନଡାଇରେକ୍ଟ ହେଉ ଚାକିରୀ ଦେବାରେ ସାହାଯ୍ୟ କରିବ ।*

 

 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like