-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଦେଶ ବିଦେଶ

ଋଷ ତରଫରୁ ଆଶ୍ୱସ୍ତି: ପ୍ରଭାବିତ ହେବନି ଭାରତ ସହ ହୋଇଥିବା ପୁରୁଣା ଡିଫେନ୍ସ ଡିଲ, ପହଞ୍ଚିବ ମିସାଇଲ

02-Mar-2022



ନୂଆଦିଲ୍ଲୀ: ୟୁକ୍ରେନ ଯୁଦ୍ଧ ବିପକ୍ଷରେ ଯୁଦ୍ଧ କାରଣରୁ ଋଷ ସହ ଏବେ ଅନେକ ଦେଶ ବିଭିନ୍ନ ପ୍ରତିବନ୍ଧକ ଲଗାଇଛନ୍ତି । ବ୍ୟାଙ୍କରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ଆମେରିକା ସମେତ ଅନେକ ରାଷ୍ଟ୍ର ଦ୍ୱାରା ଋଷ ଉପରେ କଟକଣା ଜାରି କରାଯାଇଛି । କିନ୍ତୁ ଏହି ସମୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଦେଇଛନ୍ତି ଋଷ ରାଜଦୂତ ଡେନିସ ଅଲିପୋ । ଭାରତ-ଚୀନ ମଧ୍ୟରେ ହୋଇଥିବା ଡିଫେନ୍ସ ଡିଲ ଉପରେ ପ୍ରତିବନ୍ଧକର କୌଣସି ପ୍ରଭାବ ପଡିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି

ନିକଟରେ ଭାରତକୁ ଚୀନ ଏସ-୪୦୦ ନାମକ ମିସାଇଲ ସିଷ୍ଟମ ଯୋଗାଇବାର ଡିଲ ହୋଇଥିଲା । ତେବେ ଏହାର ଡେଲିଭରି ଉପରେ ମଧ୍ୟ ପ୍ରତିବନ୍ଧକର ପ୍ରଭାବ ପଡିବ ବୋଲି ଅନୁମାନ କରାଯାଉଥିଲା । କିନ୍ତୁ ଏହି ପ୍ରଶ୍ନ ଉପରୁ ପରଦା ଉଠାଇଛନ୍ତି ରାଜଦୂତ ଡେନିସ ଅଲିପୋ । ଏସ-୪୦୦ ମିସାଇଲ ଡେଲିଭରିରେ କୌଣସି ପ୍ରକାରର ବାଧା ଉପୁଜିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି । ଏହି ସୌଦାକୁ ଜାରି ରଖିବା ପାଇଁ ଅନେକ ରାସ୍ତା ରହିଛି ବୋଲି କହିଛନ୍ତି ଋଷର ରାଜଦୂତ ।

ଏହା ସହିତ ଖାରକିଭରେ ଜଣେ ଭାରତୀୟ ନାଗରିକଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରିବା ସହିତ ମାମଲାର ତଦନ୍ତ କରିବାକୁ ପ୍ରତିଶୃତି ଦେଇଛନ୍ତି ଅଲିପୋ । ସେପଟେ ଆମେରିକା ରଫରୁ ଋଷ ଉପରେ ଲଗାଯାଇଥିବା ଅନ୍ୟାନ୍ୟ କଟକଣା ସେ ଉପରେ ଆଲୋଚନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like