-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ହରଭଙ୍ଗା ବ୍ଲକରେ ରାଣୀଲକ୍ଷ୍ମୀବାଈ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ  ଉଦଘାଟନ

02-Mar-2022



ବୌଦ୍ଧ (ପ୍ରେରଣା ଖବର) :ହରଭଙ୍ଗା ଗୋଷ୍ଠୀ ଶିକ୍ଷାଅଧିକାରୀ ଅଧିନସ୍ଥ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ,ବଡବନ୍ଧ ଠାରେ ରାଣୀଲକ୍ଷ୍ମୀବାଈ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ୧୦୦ଜଣ ଛାତ୍ରୀଙ୍କୁ ନେଇ ଉଦ୍ଘାଟିତ ହୋଇଯାଇଛି । ଉକ୍ତ ଉଦ୍ଘାଟନୀ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ଉଦୟନାଥ ମାଝି ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିବା ସହ ବକ୍ତବ୍ୟରେ ଛାତ୍ରୀମାନଙ୍କୁ ରାଣୀଲକ୍ଷ୍ମୀବାଈଙ୍କ ପରି ସାହସୀ,ରଣକୁଶଳୀ ହୋଇ ନିର୍ଭୀକ ଭାବରେ ଶତ୍ରୁକୁ ପରାଜୟ କରି ନିଜର ଆତ୍ମରକ୍ଷା କରି ପାରିଲେ ଆଜିକାଲି ସମାଜରେ ଘଟୁଥିବା ନାରୀ ନିର୍ଯାତନା ଓ ଦୁଷ୍କର୍ମପରି ନିନ୍ଦନୀୟ ଘଟଣାକୁ

ଏଡାଇ ଦେଇପାରିବା । ଏଥିସହ ବିପଦରେ ପଡିଥିବା ଅନ୍ୟ ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ପାଇଁ ପ୍ରବର୍ତ୍ତାଇ ଥିଲେ ।  ଅନ୍ୟତମ ସମ୍ମାନିତ ଅତିଥି ରୂପେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀ ବିନୋଦ ଚନ୍ଦ୍ର ନାୟକ ଓ ସଭାପତି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଦେବରାଜ ପ୍ରଧାନ,ଯୋଗଦାନ କରି ବକ୍ତବ୍ୟ ମାଧ୍ୟମରେ ଛାତ୍ରୀ ମାନଙ୍କର ଆତ୍ମବଳ ବୃଦ୍ଧି କରାଇବା ସହ ଏଦିଗରେ ଦକ୍ଷ ହେବା ନିମନ୍ତେ ଉତ୍ସାହିତ କରିଥିଲେ । ସମଗ୍ର ଶିକ୍ଷା ତରଫରୁ ଜିଲ୍ଲା ବାଳିକା ଶିକ୍ଷା ସଂଯୋଜିକା ଶ୍ରୀମତୀ ରାଜଲକ୍ଷ୍ମୀ ପଣ୍ଡା ଓ ମୋନାଲୀନ ଦାସ ପ୍ରମୁଖ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ । ଲୁଣିବାହାଲ ସି॰ଆର॰ସି॰ସି       ଶ୍ରୀ ସତ୍ୟ ନାରାୟଣ ନାୟକ  ଅତିଥିମାନଙ୍କ ପରିଚୟ ପ୍ରଦାନ

କରିଥିବାବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ସଭାର ଆବାହକ        ଶ୍ରୀ ବିରଞ୍ଚି ମହାରଣା କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।  ପ୍ରଶିକ୍ଷିକା ଭାବରେ ଶିକ୍ଷୟିତ୍ରୀ ଜସ୍ମିନ କୌଶର,ଶୁଭଶ୍ରୀ ବରାଳ ଓ ପୂର୍ଣ୍ଣମାସି ବେହେରା ଯୋଗଦାନ କରି ଆଜି ଆତ୍ମରକ୍ଷା କୌଶଳ ପ୍ରଦର୍ଶନ ସହ ଛାତ୍ରୀ ମାନଙ୍କୁ ଆକୃଷ୍ଟକରି ଏହାର ଶୁଭାରମ୍ଭ କରିଥିଲେ । ଏହି ପ୍ରଶିକ୍ଷଣ ୭ଦିନ ଧରି  ନିୟମିତ ଚାଲୁ ରହିବ ଏବଂ ପରବର୍ତ୍ତୀ ସମୟରେ ୧୦ ଟି ଉଚ୍ଚ ବିଦ୍ୟାଳୟରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like