-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ “ବିଜ୍ଞାନ ହେଉଛି ଆଜିର ସମାଜର ପ୍ରଗତିଶୀଳ ପଥ”

02-Mar-2022



ବଲାଙ୍ଗିର,(ପ୍ରେରଣା ଖବର)-ଜିଲ୍ଲା ସ୍ତରୀୟ ବିଜ୍ଞାନ ଦିବସ ପଞ୍ଚାୟତ ହାଇସ୍କୁଲ ନଅଗାଁ (ଖ) ଠାରେ ପାଳିତ ହୋଇଯାଇଛି । ବିଦ୍ୟାୟଳୟର ପ୍ରଧାନ ଶିକ୍ଷକ ଭଗବତିଆ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା,  ମୁଖ୍ୟ ବକ୍ତା ଭାବେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ରସାୟନ ବିଜ୍ଞାନ ବିଭାଗର ରିଡର ରାମ ନରେଶ ମହାଲିଙ୍ଗ ଓ ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ଆଗଲପୁର ବ୍ଲକ ଶିକ୍ଷା ଅଧିକାରୀ ରିନା ରାଣୀ ବେହେରା, ବିଜ୍ଞାନ ସାହିତ୍ୟ ପରିଷଦର ଡ. ଅଭିମନ୍ୟୁ ମିଶ୍ର, ଡ. ବି.ଏନ.ଶ୍ରୀକାନ୍ତ, ସନାତନ ଠାକୁର ପ୍ରମୁଖ ଯୋଗ ଦେଇଥିଲେ । ବିଜ୍ଞାନ

ତତ୍ତ୍ୱାବଧାରକ ସରୋଜ ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୮ଗୋଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ବିଶ୍ୱର ପ୍ରତିଟି କ୍ଷେତ୍ରରେ ବିଜ୍ଞାନର ଉପଯୋଗ ନିତାନ୍ତ ଆବଶ୍ୟକ ଓ ବିଜ୍ଞାନ ହେଉଛି ଆଜିର ସମାଜର ପ୍ରଗତିଶୀଳ ପଥ ବୋଲି  ମୁଖ୍ୟ ଅତିଥି ଶ୍ରୀଯୁକ୍ତ ବେହେରା ନିଜ ଅଭିଭାଷଣରେ କହିଥିଲେ । ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ମହାଲିଙ୍ଗ ନିଜ ବକ୍ତବ୍ୟରେ ବିଜ୍ଞାନ ମାଧ୍ୟମରେ ମଣିଷ ପ୍ରକୃତିକୁ ଜୟ କରିଚାଲିଛି ଓ ବିଜ୍ଞାନ

ଜଗତ ବିଶ୍ୱକୁ ନୂତନ ଭାବରେ ଦେଖିବାକୁ ଦୃଷ୍ଟି ଶକ୍ତି ପ୍ରଦାନ କରିଛି ବୋଲି କହିବା ସହ ମଣିଷର ପ୍ରୟୋଗ ଉପରେ ଉପକାର ଓ ଅପକାର ନିର୍ଭର କରେ ବୋଲି କହିଥିଲେ । ଏହି ଅବସରରେ ଜିଲ୍ଲା ସ୍ତରୀୟ  ବରିଷ୍ଠ ଓ କନିଷ୍ଠ ବିଭାଗର ବିଜ୍ଞାନ କୁଇଜ୍ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ପଦ୍ମନାଭ ମନହିରା, ସୌମ୍ୟ ସୁଦୀପ କୁଅଁର, ନିକିତା ସ୍ୱାଇଁ, ବନାଗ୍ନୀ ମିଶ୍ର, ଗୋପବନ୍ଧୁ ସାହୁ ଓ ସୁବ୍ରତ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଗ୍ରାମବାସୀ, ବିଦ୍ୟାଳୟର ଆଲୁମିନୀ କମିଟୀ, ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like