-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

“ବିଜ୍ଞାନ ଯୁଗର ଅଜ୍ଞାନ ମୁନୁଷ୍‌” ନାଟକ ମଞ୍ଚସ୍ଥ 

02-Mar-2022



ବଲାଙ୍ଗିର,(ପ୍ରେରଣା ଖବର) ବିଜ୍ଞାନ ସହାୟତାରେ ଆମେ ଅନେକ ବାଟ ଆଗେଇଛୁ । ବିଜ୍ଞାନ ଆମକୁ ଦିଗଦର୍ଶନ ଦେଇଛି କିନ୍ତୁ ଏହାକୁ ମଣିଷ ସମାଜ ଠିକଣା ଭାବେ ବ୍ୟବହାର ଭାବେ କରି ପାରୁନି ଯାହା ଫଳରେ ଯେତିକି ସୁବିଧା ହେଉଛି ସେତିିକି ଅସୁବିଧା ମଧ୍ୟ ହେଉଛି । ଉଦାହରଣ ଭାବେ କୋଭିଡ ସମୟକୁ ନିଆଯାଇପାରେ ।  ଏହି ବିଷୟ ବସ୍ତୁକୁ ନେଇ ସ୍ଥାନୀୟ ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଡ. ସୁଧାଂଶୁବାଳା ତ୍ରିପାଠୀଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠାନର ଛାତ୍ର ଛାତ୍ରୀମାନଙ୍କୁ ନେଇ  ନାଟକ ବିଜ୍ଞାନ ଯୁଗର ଅଜ୍ଞାନ ମୁନୁଷ୍ ମାଧ୍ୟମରେ ଛାତ୍ର ଛାତ୍ରୀମାନେ ଦର୍ଶାଇଥିଲେ ।  ନାଟକର ବିଭିନ୍ନ ଚରିତ୍ରରେ ପ୍ରେମାନନ୍ଦ ନାଥ ବେଦବର ତାଣ୍ଡି, ରମେଶ ଷାଣ୍ଢ, ଅଶୋକ ନାଏକ, ତପନ ସାହୁ, ପ୍ରଦୀପ ବାଗ, ସଞ୍ଜୟ ଦେହେରୀ, ବବିତା ବାଗ, ଟିକିରାଣୀ ବେହେରା, ସୁନିମା ନାଏକ, ରଞ୍ଜିତା ବରିହା, ପ୍ରତିମା ବେହେରା, ଅର୍ପିତା ବେହେରା, ଅରବିନ୍ଦ ମେହେର, ବିଶ୍ୱପତି ବିଶି ପ୍ରମୁଖ ଅଭିନୟ କରିଥିଲେ । ଅନୁଷ୍ଠାନର ଡ. ସୁଧୀର ସାହୁ, ସରୋଜ ବେହେରା, ଗୋପାଳ ପଧାନ, ଅନୀତା ହୋତା ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ବିଜ୍ଞାନ ଦିବସ ପାଳନ ପୂର୍ବରୁ ପିଲାମାନଙ୍କ ମଧ୍ୟରେ ବିଜ୍ଞାନ ସମ୍ବନ୍ଧୀୟ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ସମସ୍ତ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like