-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

03-Mar-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)/ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ଅଧିନସ୍ଥ କୁମ୍ଭାରପଡ଼ା ଗ୍ରାମ ପଞ୍ଚାୟତ ରେ କୁମ୍ଭାରପଡ଼ା ଉଚ୍ଚ ବିଦ୍ୟାଳୟ ଦୀର୍ଘ ପଚାଶ ବର୍ଷ ହେଲା କାର୍ଯ୍ୟକାରୀ ହୋଇଆସୁଅଛି | ଦୁଃଖ ଏବଂ ପରିତାପର ବିଷୟ ଯେ ଉକ୍ତ ବିଦ୍ୟାଳୟ ପ୍ରତି ସ୍ଥାନୀୟ ତଥା ଜିଲ୍ଲା ପ୍ରଶାସନ ର ଅବହେଳା ହେତୁ ଏଯାବତ ବିଦ୍ୟାଳୟ ଟି ଜରାଜିନ୍ନ ଅବସ୍ଥାରେ ପଡ଼ିରହିଛି | ପଡୋଶୀ ଗ୍ରାମ ର ବିଦ୍ୟାଳୟ ଗୁଡିକ ର ଉନ୍ନତିକରଣ ରେ ସରକାରୀଅର୍ଥ ରାଶି ବ୍ୟବହୃତ ହୋଇ ପାରୁଥିବା ବେଳେ ଉକ୍ତ କୁମ୍ଭାରପଡ଼ା ଶୈକ୍ଷିକ ବାତାବରଣ ଉପରେ ସମସ୍ତ ନେତା ମାନଙ୍କ ଦୃଷ୍ଟି ବହିର୍ଭୁତ ହେଉଥିବା ନେଇ ସାଧାରଣରେ ହେଉଛି ଚର୍ଚ୍ଚା | ଅନ୍ୟପଟେ ଉକ୍ତ ବିଦ୍ୟାଳୟ ର ସୁବର୍ଣ୍ଣଜୟନ୍ତୀ ଆସନ୍ତା ଜୁଲାଇ ବାର ତାରିଖ ରେ ହେବାକୁ ଥିବା ହେତୁ ପୂର୍ବତନ ଛାତ୍ରଛାତ୍ରୀ ମାନେ ଅଂଟାଭିଡ଼ି ଥିବା ଦୃଷ୍ଟି ଗୋଚର ହୋଇଛି | ଏହି ପରିପ୍ରେକ୍ଷୀରେ ଯୁବ ଶିକ୍ଷାବିତ ତଥା ସମାଜସେବୀ ଅଜୟ କୁମାର ସେଠୀ ଙ୍କ ଅବାହକତ୍ୱ ରେ ସୁବର୍ଣ୍ଣଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ କୁମ୍ଭାରପଡ଼ା ଉଚ୍ଚ ବିଦ୍ୟାଳୟ ଅତିରିକ୍ତ ଶ୍ରେଣୀ ଗୃହ ରେ  ଅନୁଷ୍ଠିତ ହୋଇ ଯାଇଛି | ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସସ୍ମିତା ଦଳେଇ ଙ୍କ ଅଧ୍ୟକ୍ଷତା ରେ ଉକ୍ତ ବୈଠକ ରେ ସିଆରସିସି ରମାକାନ୍ତ ପଣ୍ଡା, ମୋ ସ୍କୁଲ କମିଟି ର ସଭାପତି ଅଖିଳ କୁମାର ପଣ୍ଡା, ନବ ନିର୍ବାଚିତ ସରପଞ୍ଚ ଚିନ୍ମୟ କୁମାର ପଣ୍ଡା, ବରିଷ୍ଠ ଶିକ୍ଷାବିତ ନଟବର ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ | ଉକ୍ତ ବୈଠକରେ ଏକ ୧୧ ଜଣିଆ କମିଟି ଗଠନ କରାଯାଇ ଅଖିଳ କୁମାର ପଣ୍ଡା ଙ୍କୁ ସଭାପତି ଏବଂ ପ୍ରଧାନଶିକ୍ଷୟତ୍ରୀ ସସ୍ମିତା ଦଳେଇ ଙ୍କୁ ସମ୍ପାଦକ ଭାବେ ଚୟନ

କରାଯାଇଛି | ତେବେ ସୁବର୍ଣ୍ଣଜୟନ୍ତୀ ପାଳନ ର ପ୍ରାକ ପ୍ରସ୍ତୁତି କ୍ରମେ ୩ ଦିନିଆଁ କାର୍ଯ୍ୟକ୍ରମ ରେ ଉଦ୍ଘାଟକ ଭାବେ ଶିକ୍ଷାମନ୍ତ୍ରୀ ଏବଂ ମୁଖ୍ୟ ଅତିଥି ଭାବେ ବିଭିନ୍ନ ବିଭାଗୀୟ ମନ୍ତ୍ରୀଙ୍କ ସହିତ ଅନେକ ବରିଷ୍ଠ ଶିକ୍ଷାବିତ, ସିନେ ଅଭିନେତା, ବିଭିନ୍ନ ବିଭାଗୀୟ ସରକାରୀ ଅଧିକାରୀ ମାନଙ୍କୁ ନିମନ୍ତ୍ରଣ କରାଯିବା ପାଇଁ ଆଲୋଚନା କରାଯାଇଛି | ଏଥିସହିତ ପୁରାତନ ତଥା ବର୍ତ୍ତମାନ ର ଛାତ୍ରଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ପାଇଁ ସ୍ଥିର କରାଯାଇଛି | ଉକ୍ତ ପ୍ରଥମ ଅଧିବେଶନ ରେ ପ୍ରାୟ ପଚାଶ ରୁ ଉର୍ଦ୍ଧ ପୂର୍ବତନ ଛାତ୍ର ଯୋଗଦେଇ ଥିବା ବେଳେ ଭରଚୁଆଲ ରେ ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like