-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ରାଜ୍ୟ

ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ‘ଘରୋଇ ଟ୍ୟୁସନ କରୁଥିବା ସରକାରୀ ଶିକ୍ଷକଙ୍କୁ ଚିହ୍ନଟ କର, ଦଣ୍ଡ ଦିଅ

03-Mar-2022



ଏବେ ମଧ୍ୟ ଅନେକ ରାଜ୍ୟରେ ସରକାରୀ ସ୍କୁଲ ଏବଂ କଲେଜର ଶିକ୍ଷକ ଘରୋଇ ଟିଉସନ `ଏବଂ କୋଚିଂ ସେଣ୍ଟର ଚଲାଉଛନ୍ତି। ଯାହା ଫଳରେ ସେମାନେ ସ୍କୁଲ ପ୍ରତି ଅବହେଳା କରୁଛନ୍ତି। ଏହାକୁ ବର୍ତ୍ତମାନ ଗୁରୁତର ସହ ନେଇଛନ୍ତି ମାଦ୍ରାସ ହାଇକୋର୍ଟ। ହାଇକୋର୍ଟର ମଦୁରାଇ  ବେଞ୍ଚ ମଙ୍ଗଳବାର ଘରୋଇ ଟ୍ୟୁସନ କିମ୍ବା କୋଚିଂ ସେଣ୍ଟର ଚଳାଉଥିବା ଶିକ୍ଷକଙ୍କ ଚିହ୍ନଟ କରିବା ପାଇଁ ସ୍ଵତନ୍ତ୍ର ଟିମ୍ ଗଠନ କରିବାକୁ ତାମିଲନାଡୁ ଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ସ୍କୁଲର ଶିକ୍ଷକଙ୍କୁ ଅନ୍ୟ ଜିଲ୍ଲାକୁ ବଦଳି କରାଯିବା ସରକାରଙ୍କ ନିଷ୍ପତ୍ତି ବିରୋଧରେ ହାଇକୋର୍ଟରେ ଦାଖଲ ଆବେଦନ ଉପରେ ଶୁଣାଣି ସମୟରେ ପୀଠ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସରକାରୀ ଶିକ୍ଷକଙ୍କ ଆବେଦନକୁ ଖାରଜ କରିଛନ୍ତି।
 ଶୁଣାଣି ସମୟରେ ବିଚାରପତି ଏସ ଏମ ସୁବ୍ରମଣ୍ୟମ ସ୍ଵତନ୍ତ୍ର ଟିମ୍ ଗଠନ କରି ରାଜ୍ୟର ସମସ୍ତ ଜିଲ୍ଲାରେ ଘରୋଇ କୋଚିଂ ସେଣ୍ଟର ଚଲାଉଥିବା ସରକାରୀ ସ୍କୁଲର ଶିକ୍ଷକଙ୍କ ଚିହ୍ନଟ କରିବା ସହ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ବିଚାରପତି ସୁବ୍ରମଣ୍ୟମ ସରକାରୀ ସ୍କୁଲରେ ଶିକ୍ଷାର ଗୁଣବତ୍ତା ଏବଂ ଶିକ୍ଷକଙ୍କ କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇଛନ୍ତି।
 ବିଚାରପତି ନିରୀକ୍ଷଣ କରିଛନ୍ତି ଯେ, ସରକାରୀ ସ୍କୁଲର ଶିକ୍ଷକମାନେ ସେମାନଙ୍କର ଦାବିକୁ ନେଇ ଅଧିକ ସଚେତନ ଅଛନ୍ତି। ଶିକ୍ଷକ ସଂଘ ଶିକ୍ଷା ବିଭାଗର ନିଷ୍ପତ୍ତିରେ ମଧ୍ୟ ହସ୍ତକ୍ଷେପ କରୁଛନ୍ତି। କେବଳ ଏତିକି ନୁହେଁ ହାଇକୋର୍ଟ ତାମିଲାନଡୁ ଶିକ୍ଷା ବିଭାଗକୁ ଏହା ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯୈ, ଛାତ୍ର-ଛାତ୍ରୀ ଏବଂ ଅଭିଭାବକ ମାନଙ୍କୁ ଏମିତି ଏକ ସାର୍ବଜନୀନ ନମ୍ବର ଦିଆଯାଉ, ଯେଉଁଥିରେ ସେମାନେ ଫୋନ କରି ବିଦ୍ୟାଳୟ ଭିତରେ ଏବଂ ବାହାରେ ଶିକ୍ଷକଙ୍କ ଅବହେଳା ଏବଂ ଅନିୟମିତତା ବିଷୟରେ ଅଭିଯୋଗ କରି ପାରିବେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like