-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଉତ୍ସବ ପାଳିତ

03-Mar-2022



 ସୁବର୍ଣ୍ଣପୁର:ଶୂନ୍ୟବ୍ରହ୍ମ ଉପାସନାର ପ୍ରମୁଖ ଉପାସକ ତଥା ସନ୍ଥକବି ଭୀମଭୋଇଙ୍କ ୧୨୭ତମ ଶ୍ରାଦ୍ଧ ଦିବସ ସୁବର୍ଣ୍ଣପୁରଠାରେ ପାଳିତ ହୋଇଯାଇଛି । ଜିଲ୍ଲାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସଭାଗୃହଠାରେ ଆୟୋଜିତ ଶ୍ରାଦ୍ଧ ଉତ୍ସବରେ କବିଙ୍କ କାଳଜୟୀ ସାହିତ୍ୟ ଓ ମହିମା ଧର୍ମର ଦର୍ଶନ ଉପରେ ଆଲୋଚକମାନେ ଆଲୋକପାତ କରି କବିଙ୍କୁ ଶ୍ରଦ୍ଧାଞଳି ଦେଇଛନ୍ତି । ଓଡିଶା ସାହିତ୍ୟ ଏକାଡେମୀର ସଭ୍ୟ ଡ.ଦେବାଶିଷ ପାଣ୍ଡିଆଙ୍କ ପୌରହିତ୍ୟରେ ଅନୁଷ୍ଠିତ ସାରସ୍ବତ ଶ୍ରାଦ୍ଧ ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ସୂ୍ର୍ଯ୍ୟ ନାରାୟଣ ଦାଶ,ବରିଷ୍ଠ ଲେଖକ ତଥା ମହିମା ଧର୍ମର ଗବେଷକ ଗୋରେଖନାଥ ସାହୁ,କବି ଡ.ପୁରୁଷୋତ୍ତମ ମିଶ୍ର ପ୍ରମୁଖ ଅତିଥିଭାବେ ଯୋଗଦେଇ ଶୂନ୍ୟବ୍ରହ୍ମ ଉପାସନା ସହ ମହିମା ଧର୍ମର ସନ୍ତୁଳିତ ଧର୍ମଧାରା ଏବଂ କବିଙ୍କ ସାହିତ୍ୟରେ ଅଦ୍ବୈତବାଦୀ ଚିନ୍ତା ଚିନ୍ତନ ଉପରେ ବକ୍ତବ୍ୟ ରଖିଥିଲେ । ସଂସଦର ସଂପାଦକ ଡ.ସୌରଭ ରଂଜନ ଖମାରୀ ସ୍ବାଗତ ସମ୍ଭାଷଣ କରିଥିବାବେଳେ କବି ଲକ୍ଷ୍ମୀ ନାରାୟଣ ସାହୁ ସଭାଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଜନ୍ମପୀଠ ଜଟେସିଂହା ସହ ଖଲିଆପାଲି ସମାଧିପୀଠ ଏବଂ ଜିଲ୍ଲାର ମହିମା ଆଶ୍ରମଗୁଡିକରେ ମହିମା ଧର୍ମୀ ବାବା ମାତା ଓ ଶ୍ରଦ୍ଧାଳୁଙ୍କ ଦ୍ବାରା ଶ୍ରାଦ୍ଧ ଉତ୍ସବ ପାଳିତ ହୋଇଛି । ମହିମା ଧର୍ମର ପ୍ରମୁଖ ଉଦ୍ଗାତା ଅମର କବି ଭୀମଭୋଇଙ୍କ ଉଦ୍ଦେଶ୍ୟରେ ସବୁଠି ଶ୍ରଦ୍ଧାଞଳି ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like