-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ସହିଦ ଦିଆଲ ସିଂ ସର୍ଦ୍ଦାର ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

03-Mar-2022



ବରଗଡ(ନିରଞ୍ଜନ ତ୍ରିପାଠୀ) :-ବରଗଡ଼ ଜିଲ୍ଲା ଭଟଲି ବ୍ଳକ ଅନ୍ତର୍ଗତ ଖର୍ସଲ ଗ୍ରାମରେ ସହିଦ ଦିଆଲ ସିଂ ସର୍ଦ୍ଦାର ଙ୍କ ପ୍ରତିମୂର୍ତ୍ତି ମାନ୍ୟବର ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ  ହସ୍ତରେ ଉନ୍ମୋଚିତ ହୋଇଯାଇଛି।ଏ ପରିପ୍ରେକ୍ଷୀରେ ଗଣ୍ଡ ସମାଜ ପକ୍ଷରୁ ଆୟୋଜିତ ସଭାରେ ସମ୍ମାନିତ ଅତିଥି ଭାବେ କେନ୍ଦୁଝର ର ପୂର୍ବତନ ବିଧାୟକ ଶ୍ରୀମାନ ପ୍ରାଣବଲ୍ଲବ ନାଏକ,ଗଣ୍ଡ ସମାଜ ର ବରଗଡ ଜିଲ୍ଲା ସଭାପତି ଶ୍ରୀମାନ ଲକ୍ଷ୍ମୀନାରାୟଣ ସିଂ, ସମାଜର ଜଡ଼ିତ ସମସ୍ତ ସଦସ୍ୟ ତଥା ଅଞ୍ଚଳ ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା ।୧୮୫୭ ମସିହାରେ ମୁକ୍ତି ବିପ୍ଳବ ରେ ସମ୍ବଲପୁର ଉଲଗୁନା ର ଅନ୍ୟତମ ମହାରଥୀ ହେଉଛନ୍ତି ଖର୍ସଲ ଗ୍ରାମର ଜନ୍ମିତ ଜମିଦାର ଶହିଦ ଦିଆଲ ସିଂ ସର୍ଦ୍ଦାର । ବିଭିନ୍ନ ପ୍ରକାରର ଇଂରେଜ ମାନଙ୍କ ଅବରୋଧ ସତ୍ୱେ ସେ ସମୟର ପ୍ରଶାସନ କୁ ପଙ୍କୁ କରିବା ସହ ଏ ଅଞ୍ଚଳରୁ ବିତାଡିତ କରିବାପାଇଁ ବୀର ସୁରେନ୍ଦ୍ର ସାଏ ଏବଂ ମାଧୋ ସିଂ ଙ୍କ ଭଳି ବିପ୍ଳବୀ ମାନେ ପ୍ରସ୍ତୁତ କରିଥିବା ରଣନୀତି କୁ ଆପଣାଇ ଜଣେ ପ୍ରମୁଖ ଅଂଶୀଦାର ଥିଲେ ।ଦ୍ୱାରୀଘାଟି ଏବଂ ଦିଆଲ୍ ଖୋଲ୍ ପ୍ରଭୃତି ସ୍ଥାନ ମାନଙ୍କରେ ଇଂରେଜ ସୈନ୍ୟ ମାନଙ୍କ ସହିତ ତାଙ୍କର ମୁହାଁମୁହିଁ ସଂଘର୍ଷ ଘଟିଥିଲା ଯାହା ଇତିହାସ ସାକ୍ଷୀ ରହିଛି । ସମ୍ବଲପୁର ର ଡେପୁଟି କମିଶନର କର୍ଣ୍ଣେଲ ଫଷ୍ଟର୍ ଙ୍କ କଠୋର ଦମନଲିଳା ର ଶିକାର ହୋଇଥିଲେ ସହିଦ ଦିଆଲ୍ ସିଂ । କୁହାଯାଏ ସୁକୁଡା-କେଶେଇପାଲି ରାସ୍ତାରେ ଥିବା ଏକ ଅଶ୍ୱତ୍ଥ ବୃକ୍ଷ ରେ ତାଙ୍କୁ ଇଂରେଜ ମାନେ ହତ୍ୟା କରି ଟାଙ୍ଗି ହେଇଥିଲେ । ତ୍ୟାଗ ଓ ବଳିଦାନର ପବିତ୍ର ଅଞ୍ଚଳରେ ଶ୍ରମମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ପାଦ ପକାଇ ସଂଗ୍ରାମୀ ଦିଆଲ୍ ସିଂ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଥିବାରୁ ମୁଁ ଗର୍ବିତ ଅନୁଭବ କରୁଛି ବୋଲି ମତବ୍ୟକ୍ତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like