-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   (08-Sep-2026)       ||      ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||     

HOME   ଜିଲ୍ଲା

ନୂଆଁପଡା ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପୁନଃ ଭୋଟ ଗଣତି ପାଇଁ ଗୁଡଭେଲା ବ୍ଳକ ସମ୍ମୁଖରେ ଧାରଣା

03-Mar-2022



ଗୁଡ଼ଭେଲା,(ପଞ୍ଚାନନ ନାଏକ) -ନୂଆଁପଡା ଗ୍ରାମ ପଞ୍ଚାୟତର ସରପଞ୍ଚ ନିର୍ବାଚନର ଭୋଟ ଗଣତି ପୁନଃ କରାଯିବା ଦାବୀରେ ୧୦ଟି ଭୋଟରେ ହାରିଥିବା ପ୍ରାର୍ଥୀ ସନାତନ ମେହେର ଓ ତାଙ୍କ ସମର୍ଥକ ମାନେ ଗୁରୁବାର ଗୁଡଭେଲା ବ୍ଳକ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି । ସକାଳ ୧୧ଟାରୁ ୪ଟାପର୍ଯ୍ୟନ୍ତ ଧାରଣାରେ ବସିଥିବା ବେଳେ ପୁନଃ ଭୋଟ ଗଣତି ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ମଧ୍ୟ ଜଣାଇଛନ୍ତି । ଏନେଇ ବ୍ଳକ ବିଡିଓ ତଥା ବ୍ଳକ ନିର୍ବାଚନ ଅଧିକାରୀ ବିନୋଦ କୁମାର ନାୟକଙ୍କୁ ପଚାରିବାରୁ କହନ୍ତି ଯେ,ଭୋଟ ଗଣନାର ୧୫ ମିନିଟରେ ପରେ ପ୍ରାର୍ଥୀ ଭୋଟ ଗଣନାରେ ଅସନ୍ତୋଷ ପ୍ରକାଶ କରି ପୁନଃ ଭୋଟ ଗଣନା ପାଇଁ କହିଲେ ,ପୁନଃ ଗଣନା କରାଯିବାର ନିୟମ ରହିଛି । କିନ୍ତୁ ସେମାନେ ଏକ ଦିନ ପରେ କହିବାରୁ ଭୋଟ ପୁନଃ ଗଣତି କରିବାର ମୋର କ୍ଷମତା ନାହିଁ ବୋଳି କହିବାରୁ ସେମାନେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇଛନ୍ତି, ସେଠୁ ଯାହା ନିର୍ଦ୍ଦେଶ ଆସିବ ସେ ନେଇ ପଦକ୍ଷେପ ଗ୍ରହଣ କରା୍‌ିବ ବୋଳି କହିଥିଲେ । ଏଠାରେ ସୂଚନାଯୋଗ୍ୟ ଯେ, ନୂଆଁପଡା ଗ୍ରାମପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ କୁଞ୍ଜବିହାରୀ ସାହୁ-୧୩୩୫ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି ସନାତନ ମେହେର-୧୩୨୫ ପାଇଥିଲେ । ୬୫ଟି ଭୋଟ ନାକଚ ହୋଇଥିଲା ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ସେମିନାର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026

You Might Also Like