-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   (08-Sep-2026)       ||      ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||     

HOME   ଜିଲ୍ଲା

ରାଣୀପୁର ଝରିଆଲ ମହା ଶିବରାତ୍ରୀ ଉଦଯାପିତ, ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ/ ଦୁଇବର୍ଷ ପରେ ଯୋଗିନୀ ପୀଠରେ ଭକ୍ତ ଓ ଭଗବାନଙ୍କ ହେଲା ମିଳନ

04-Mar-2022



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) : ବଲାଙ୍ଗୀର ଜିଲ୍ଲାର ସର୍ବପୁରାତନ ଐତିହ୍ଯ ସମ୍ପନ୍ନ ରାଣୀପୁର ଝରିଆଲ ଯୋଗିନୀ ପୀଠରେ ସୋ ମେଶ୍ବର ମହାଦେବ ଙ୍କ ମହା ଶିବରାତ୍ରି ମେଳାରେ ବହୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ୨୮ ତାରିଖ ସୋମବାର ରାଣୀପୁର ଓ ଝରିଆଲ ର ୧୦୧ କୁଆଁରୀ କନ୍ୟା ମାନଙ୍କ 

 ଦ୍ବାରା କଳସ ଯାତ୍ରା ଅନୁଷ୍ଠିତ ହୋଇ ମନ୍ଦିର କୁ ଆସି କଳସ ସ୍ଥାପନ କରା ଯାଇଥିଲା । ମଙ୍ଗଳବାର ସକାଳୁ ମହାଦେବଙ୍କ ନୀତିକାନ୍ତି ପରେ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଥିଲା। ଆଗରୁ ମନ୍ଦିର ପୁଜା କମିଟି ତରଫରୁ ସରକାରଙ୍କ କୋଭିଡ ନିୟମାନୁଯାଇ କେବଳ ବିଧିରକ୍ଷା ପାଇଁ ନୀତିକାନ୍ତି କରାଯିବା ସହ ଘୃତ ଯଜ୍ଞ ଆୟୋଜନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ କୋଭିଡ ଯୋଗୁଁ ଦୁଇବର୍ଷ ହେଲା ଲୋକେ ମହାପ୍ରଭୁ ଦେବାଧିଦେବ ମହାଦେବଙ୍କୁ ଶିବରାତ୍ରି ଦିନ ଦର୍ଶନ କରିବା ସୁଯୋଗ ଠିକ ଭାବରେ ପାଉନଥିଲେ। ତେଣୁ ମଙ୍ଗଳବାର ସକାଳୁ ମହାଦେବଙ୍କ ଦର୍ଶନ କରିବା ପାଇଁ ବହୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିଲା। ମହାପ୍ରଭୁଙ୍କୁ ପାଖରେ ପାଇ ଲୋକେ ଆତ୍ମବିଭୋର ହୋଇ ଯାଉଥିବା ଦେଖା ଯାଇଥିଲା। ଆହୁତି ଯଜ୍ଞ ରେ ମଧ୍ଯ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ଆହୁତି ପ୍ରଦାନ କରି ପରିବାରର ସୁଃଖ ସମୃଦ୍ଧି ପାଇଁ ପ୍ରଭୁଙ୍କ ଆଶର୍ବାଦ ଭିକ୍ଷା କରୁଥିବା ଦେଖା ଯାଇଥିଲା। ଜାଗର ପାଇଁ ଶହଶହ ମହିଲା ଶ୍ରଦ୍ଧାଳୁ ରାତିଭର ଉଜାଗର ରହିଥିବା ଦେଖା ଯାଇଥିଲା। ଚଳିତବର୍ଷ ସୋମେଶ୍ବର ମହାଦେବଙ୍କ ବହୁ ପ୍ରତୀକ୍ଷିତ ମହାଦୀପ ମନ୍ଦିର ଉପରକୁ ଉଠାଇବାର ସୌଭାଗ୍ଯ ସିନ୍ଧେକେଲା ଥାନାଧିକାରୀ ଆଲୋକ ବେହେରା ଙ୍କୁ ମିଲିଥିଲା। ତାଙ୍କୁ ମହାଦୀପ ଉଠାଇବାକୁ ଅନିଲ କୁମାର ତ୍ରିପାଠୀ ଓ ଲିକୁ ପାଢୀ ସହଯୋଗ କରିଥିଲେ। ମନ୍ଦିର କମିଟିକୁ ଅଞ୍ଚଳ ବାସି ଆଉ ଗୋଟିଏ ଦିନ ମେଳା ବଢାଇବା ପାଇଁ ନିବେଦନ କରୁଥିବା ଦେଖା ଯାଇଥିଲା। ଏହାକୁଦେଖି ମନ୍ଦିର ପୁଜା କମିଟି ବୁଧବାର ଗୋଟିଏ ଦିନ ପାଇଁ ଶିବରାତ୍ରୀ ମେଳା କୁ ବଢାଇ ଗୁରୁବାର ପୂର୍ଣ୍ଣାହୁତି କରିଥିଲେ। ଶିବରାତ୍ରି ପାଇଁ ପ୍ରଶାସନ ତରଫରୁ କୌଣସିପ୍ରକାର ଆର୍ଥିକ ସହଯୋଗ ନ ଥିବା ବେଳେ ପୋଲିସ ପ୍ରଶାସନ ତରଫରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ  ପୋଲିସ ଷ୍ଟାଫ

ମୁତୟନ ହୋଇଥିଲେ। ମନ୍ଦିର ପୁଜା କମିଟିର ସଭାପତି ମାଣିକ ଚନ୍ଦ ଜୈନ, ଆବାହକ ଅନିଲ କୁମାର ତ୍ରିପାଠୀ , କ୍ଷୀରସିନ୍ଧୁ ଭୋଇ, କୃଷ୍ଣ ଚନ୍ଦ୍ର ସାହୁ , ଗୋପୀନାଥ ସାହୁ , ଇନ୍ଦ୍ରମଣୀ ଭୋଇ,  ମଞ୍ଜେସ  ମେହେର, କିଶୋର ସାହୁ, ନିତ୍ୟାନନ୍ଦ ପୃଷେଠ ଙ୍କ ସହ ଅଞ୍ଚଳ ବାସି ସହଯୋଗ କରିଥିଲେ। ସୋମେଶ୍ବର ମନ୍ଦିର ପୁଜକ ଜଗମୋହନ ତ୍ରିପାଠୀ ପୁଜାକାର୍ଯ୍ଯ କରିଥିଲେ । ମେଘନାଦ ତ୍ରିପାଠୀ , ରବି ତ୍ରିପାଠୀ ପ୍ରମୁଖ ସହଯୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରବାସୀ ସମ୍ମାନ ୨୦୨୬ ଘୋଷିତ ଚାରି ବର୍ଗରେ ୪ ପ୍ରତିଭାଙ୍କୁ ସମ୍ମାନିତ କରିବ ‘ପରବାସୀ କୁଟୁମ୍’   08-Sep-2026
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026

You Might Also Like