-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   (08-Sep-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||     

HOME   ଜିଲ୍ଲା

ତୁମୁରିପାଣି ଗ୍ରାମରେ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

04-Mar-2022



ପଦ୍ମପୁର:-ଆଜି ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ତୁମୁରିପାଣି ଗ୍ରାମର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହି କାର୍ଯ୍ୟକ୍ରମରେ ସମଗ୍ର ଗ୍ରାମବାସୀ ଅଂଶଗ୍ରହଣ କରିଛନ୍ତି ।ପ୍ରଥମେ ଗାଁ ମୁଣ୍ଡରୁ ପୁଟୁକି ଡୁଙ୍ଗୁରୀରୁ ଗରୁଡ଼ ସ୍ତମ୍ଭ ସ୍ଥାପନ ପାଇଁ ରେଙ୍ଗାଲ ଗଛ ଅଣାଯାଇଥିଲା । ଗ୍ରାମର ସମସ୍ତେ ଗିନୀ,ମୃଦଙ୍ଗ ଧରି ଏହାକୁ ଆଣିବାକୁ ଯାଇଥିଲେ ।ଏହାପରେ ପଣ୍ଡିତ ଶ୍ରୀ ଶ୍ରୀ ଝଷକେତନ ନନ୍ଦଙ୍କ ଦ୍ୱାରା ବେଦ ଉଚ୍ଚାରଣ କରାଯାଇଥିଲା ଏବଂ ଏଥିରେ ଗ୍ରାମର ମହିଳା ମାନେ ବିଭିନ୍ନ ପୂଜାସମଗ୍ରୀ ଆଣି ପୂଜାରେ ଉପସ୍ଥିତ ଥିଲେ ।ଏହି ଭୂମିପୂଜନ କାର୍ଯ୍ୟକ୍ରମର କର୍ତ୍ତା ହିସାବରେ ଇନ୍ଦ୍ରମଣି କରୁଆଲ,ଡାକ୍ତର ଲମ୍ବୋଦର ପଣ୍ଡା ,ଶିବ ମାଝୀ, ମକରଧ୍ଵଜ ମାଝୀ, ଚୁଡାମଣି ଧିଣ୍ଡା ,ରବୀନ୍ଦ୍ର ପଟେଲ କାର୍ଯ୍ୟ

ତୁଲାଇଥିଲେ ।ଏହି କାର୍ଯ୍ୟକ୍ରମର ସଭାପତି ଭାବରେ ହେମାନନ୍ଦ ଚୌଧୁରୀ,ସମ୍ପାଦକ ଲକ୍ଷ୍ମଣ କୁମ୍ଭାର, ୱାର୍ଡ ସଭ୍ୟ ଶିବପ୍ରସାଦ ଛତର ,ସାହାଣୀରାମ ଚୌଧୁରୀ ଏବଂ ଚୁଡାମଣି ଧିଣ୍ଡା ଭାର ଗ୍ରହଣ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ରବୀନ୍ଦ୍ର ପଟେଲ, ସହଦେବ ହଂସ, ପିତାମ୍ବର ପଟେଲ ,ରାମ ଚନ୍ଦନ, ପାହାରୁ ପୁଞ୍ଜି,ମହେନ୍ଦ୍ର ରଣା,ଅନିରୁଦ୍ଧ ରଣା, ତ୍ରିଲୋଚନ ମିର୍ଧା,ଇନ୍ଦ୍ରଜିତ ତାଣ୍ଡି ଆଦି ଉପସ୍ଥିତ ଥିଲେ ।କାର୍ଯ୍ୟକ୍ରମ ପରେ ସମସ୍ତ ଭକ୍ତବୃନ୍ଦଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନପଲ୍ଲୀ ଗ୍ରାମପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୩ଟି ଅଭିଯୋଗ ପଞ୍ଜୀକୃତ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ   08-Sep-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026

You Might Also Like