-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ଗୋଟିଏ ଜୁଇ ରେ ଜଳିଲା ସ୍ୱାମୀ ସ୍ତ୍ରୀ ଙ୍କ ଶବ

04-Mar-2022



ଖୋର୍ଦ୍ଧା, (ପ୍ରେରଣା ଖବର) ଗତ ୨ତାରିଖ ବୁଧବାର ଦିନ ପ୍ରାୟ ସନ୍ଧ୍ୟା 6 ଘଣ୍ଟା ସମୟରେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଓରମୀ ଗ୍ରାମର ଅବସରପ୍ରାପ୍ତ ଅର୍ଦ୍ଧ ସାମରିକ ବାହିନୀ ର କର୍ମଚାରୀ ବିକାଶ ଚନ୍ଦ୍ର ଶ୍ରୀଚନ୍ଦନ ଓ ତାଙ୍କ ଧର୍ମ ପତ୍ନୀ ନଳିନୀ ସାହୁ ମୋଟର ସାଇକେଲ ଯୋଗେ ଖୋର୍ଦ୍ଧା ରୁ ନିଜ ଗ୍ରାମ କୁ ଫେରୁଥିବା ସମୟରେ ଜଙ୍କିଆ ଥାନା ଅନ୍ତର୍ଗତ ଓ ସି ସି ଛକ ଠାରେ  ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ( ନମ୍ବର MH43BX3237)ତାଙ୍କୁ ଧକ୍କା ଦେବା ଫଳରେ ଉଭୟ ସ୍ୱାମୀ ଓ ସ୍ତ୍ରୀ ଙ୍କ ର ମୃତ୍ୟୁ ହୋଇଛି l ଜାତୀୟ ରାଜପଥ  ୧୬ ରେ ଓଭର ବ୍ରିଜ ନିର୍ମାଣ କାମ ଯୋଗୁଁ ରାସ୍ତାର ଦୁରାବସ୍ଥା ପାଇଁ ଏବଂ ଟ୍ରକ ଡ୍ରାଇଭର ମାନଙ୍କର ବେପରୁଆ ଗାଡି ଚାଳନା ଯୋଗୁଁ ଏଭଳି ଦୁର୍ଘଟଣା ମାନ ଘଟୁଅଛି ବୋଲି ସାଧାରଣ ରେ ଆଲୋଚନା ହେଉଛି l ଉକ୍ତ ଦମ୍ପତି ଙ୍କର ଦୁଇଟି ସନ୍ତାନ ଥିବା ବେଳେ ସେମାନଙ୍କର ଭରଣ ପୋଷଣ ପାଇଁ ସରକାର ସାହାର୍ଯ୍ୟ ଯୋଗାଇ ଦେବାପାଇଁ ଜନସାଧାରଣ ରେ ଦାବୀ ହେଉଛି l ଉକ୍ତ ଦମ୍ପତିଙ୍କ  ଶବକୁ ଆଜି ପୋଷ୍ଟ ମଟମ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା l ପରେ ଏକ ଶୋକାକୁଳ ପରିବେଶ ରେ ନିକଟସ୍ଥ ଶ୍ମଶାନ ରେ ଆତ୍ମୀୟ ସ୍ୱଜନ ଏବଂ ଜନସାଧାରଣ ଙ୍କ ଉପସ୍ଥିତି ରେ ଉଭୟ ସ୍ୱାମୀ ସ୍ତ୍ରୀ ଙ୍କୁ ଗୋଟିଏ ଯୁଇ ରେ ଦାହ ସତ୍କାର କରାଯାଇଥିଲା l ତାଙ୍କର ମା ହେମଲତା ପୁଅ ଓ ବୋହୁ ଙ୍କୁ ହରାଇ ଥିବା ବେଳେ ପୁଅ ଝିଅ ମାଁ ବାପାଙ୍କୁ ହରାଇ ପିତାମାତା ଛେଉଣ୍ଡ ହୋଇପଡିଛନ୍ତି l ଏମାନଙ୍କ ଅକାଳ ମୃତ୍ୟୁ ରେ ( ଦୁର୍ଘଟଣା ଜନିତ ) ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହେବା ସହ ଏହି ଦୃଶ୍ୟ ବେଶ ହୃଦୟ ବିଦାରକ ଥିଲା l ଶବ ସତ୍କାର ପାଇଁ ଗଲାବେଳେ ଗ୍ରାମର ଅବାଳ ବୃଦ୍ଧ ବନିତା ସମସ୍ତଙ୍କ ନୟନ ଛଳ ଛଳ ହୋଇଯାଇଥିଲା l  ରାଜ୍ୟ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ଯୋଗାଇ ଦେବାପାଇଁ ସାଧାରଣରେ ଦାବୀ ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like