-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଦ୍ଵିତୀୟ ପ୍ରସ୍ତୁତି ବୈଠକ

04-Mar-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ  ମାର୍ଚ୍ଚ ୭ରୁ ୧୬ ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି l ଏହାକୁ ସଫଳ କରିବା ନିମନ୍ତେ ଆଜି ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱେଣେଙ୍କ ଅଧ୍ୟକ୍ଷତାରେ ସମନ୍ଵୟ କମିଟି ର ଦ୍ଵିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ଵାଇଁ କାର୍ଯ୍ୟକ୍ରମର ସୂଚନା ଦେବାସହ ଏହାର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ଏହି ଔଷଧ ୨ ବର୍ଷ ରୁ କମ ବୟସର ଶିଶୁ, ଗର୍ଭବତୀ ମହିଳା, କିମ୍ବା ଗୁରୁତର ରୋଗରେ ପୀଡିତ ଙ୍କ ବ୍ୟତୀତ ଅନ୍ୟ ସମସ୍ତେ  ସେବନ କରିବେ l  ଗତ ବର୍ଷ ଫାଇଲେରିଆ ସର୍ବେକ୍ଷଣ  ରେ ଜିଲ୍ଲାର ପ୍ରାୟ ଶତକଡା ୩ ପ୍ରତିଶତ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ମାତ୍ର ଗତବର୍ଷ ସାମୁହିକ ଔଷଧ ସେବନ ପରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ କମ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଥିଲାI l କ୍ୟୁଲେକ୍ସ ମଶା ଏହି ରୋଗର ବାହକ ଥିବା ବେଳେ  ସମସ୍ୟା ଏହା ଯେ ରୋଗ ସଂକ୍ରମଣ ହେବାର ଅନେକ ବର୍ଷ ପରେ ଯାଇ  ରୋଗୀଙ୍କ ହାଇଡ୍ରୋସିଲ ଓ ଗୋଦର ଗୋଡ଼ ଆଦି ଲକ୍ଷଣ  ପ୍ରକାଶ ପାଇଥାଏ l ଏହାର ନିରାକରଣ ପାଇଁ 

ଆଶା ଓ ଅଙ୍ଗନବାଡି କର୍ମୀ ମାନେ ଏହି ଦିନ ମାନଙ୍କରେ ଘରକୁ ଘର ଯାଇ ଫାଇଲେରିଆ ରୋଗ ଉପରେ ସଚେତନତା ସୃଷ୍ଟି କରିବା ସହ ବୟସ ଅନୁସାରେ ଫାଇଲେରିଆ  ନିରାକରଣ ନିମନ୍ତେ ଉଦ୍ଧିଷ୍ଟ  ଔଷଧ ଆଲବେଣ୍ଡାଜଲ ଓ ଡି.ଇ.ସି ଟ୍ୟାବଲେଟ ଖୁଆଇବେl ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ଥିବା ଏବଂ ପେଟପୁରା ଖାଦ୍ୟ ଖାଇବା ପରେ ଔଷଧ ସେବନ କରିବା ନିମନ୍ତେ ବୈଠକରେ ଜଣାଇ ଦିଆଯାଇଥିଲା I ଏହି ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କୁ ସଫଳ ଓ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେବାସହ କୌଣସି ଯୋଗ୍ୟ ବ୍ୟକ୍ତି ଯେପରି ବାଦ ନ ପଡ଼ନ୍ତି ସେଥିପ୍ରତି ବିଶେଷ ଯତ୍ନବାନ ହେବା ଏବଂ ସାମୁହିକ ଔଷଧ ସେବନର ନିର୍ଦ୍ଧାରିତ ୫ ବର୍ଷ ଅବଧି ମଧ୍ୟରେ ଜିଲ୍ଳାରୁ ଏହି ରୋଗର ମୁଳୋତ୍ପାଟନ ଉପରେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି l ଏହାକୁ ଏକ  ମିଶନ  ରୂପେ  ଗ୍ରହଣ କରି ଯେପରି ଭାବରେ ଜିଲ୍ଲାର ପ୍ରତ୍ୟେକ ହିତାଧିକାରୀ ଏହି  ଔଷଧ ନିଶ୍ଚିତ ଭାବେ ସେବନ କରିବେ ତାହା ଅଧିକାରୀମାନେ ତଦାରଖ କରିବେ I 
ଜିଲ୍ଲାର ସମସ୍ତ  ଗ୍ରାମ  ମାନଙ୍କରେ ବ୍ଲକ ସ୍ତରରେ ବିଡିଓ ମାନେ ଓ ସହରାଞ୍ଚଳରେ କାର୍ଯ୍ୟନିର୍ବାହୀ ଅଧିକାରୀ  ମାନେ 
ମାଇକିଂ  ଜରିଆରେ  ଏହାର ବ୍ୟାପକ ପ୍ରଚାର ପ୍ରସାର କରାଇବେ l କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଘରକୁ ଘର ଯାଇ ଔଷଧ ସେବନ କରିବା ନିମନ୍ତେ ୧୯୬୮ ଜଣ  ଔଷଧ ସେବନ କର୍ମୀ ନିୟୋଜିତ କରାଯାଇଛି  ଏବଂ କାର୍ଯ୍ୟକୁ ସୁନିଶ୍ଚିତ ଓ ତଦାରଖ କରିବା ନିମନ୍ତେ ୧୯୬ ଜଣ ସୁପରଭାଇଜରଙ୍କୁ ନିୟୋଜିତ କରାଯାଇଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l ଏଥି ନିମନ୍ତେ ସରକାରଙ୍କ ତରଫରୁ  ଆବଶ୍ୟକ ଡି ଇ ସି ଟ୍ୟାବଲେଟ ଓ ଆଲବେଣ୍ଡlଜଳ ଟ୍ୟାବଲେଟ ଜିଲ୍ଲା ରେ ପହଞ୍ଚି ସାରିଛି  l  କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ ଏବଂ ବ୍ୟବସ୍ଥିତ ସହ ସୁ ପରିଚାଳନା କରିବା ନିମନ୍ତେ ସେକ୍ଟର ଲେବେଲ, ବ୍ଲକ ଲେବେଲ, ଓ ମୁନିସିପାଲିଟି ଲେବେଲରେ  ରେପିଡ ରେସପନ୍ସ ଟିମ ଗଠନ କରାଯାଇ ଦାଇତ୍ଵ ବଣ୍ଟନ କରାଯାଇଛି I କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ କରିବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସଦସ୍ୟ ଡ଼ଃ ନିଶିଥ୍ ଦାସ ସଂଗଠନ ସମସ୍ତ ପ୍ରକାର ସହଯୋଗର ହାତ ବଢ଼ାଇ ଥିବା ସୂଚନା ପ୍ରଦାନ କରି ଜିଲ୍ଲାରେ ଫେଲେରିଆର ସ୍ଥିତି, ଅବସ୍ଥିତି ଓ ତାର ନିରାକରଣ ନିମନ୍ତେ ନିଆଯିବାକୁ ଥିବା ବ୍ୟବସ୍ଥା ସମ୍ପର୍କରେ ପାୱାର ପଏଣ୍ଟ ପ୍ରେଜେଣ୍ଟେସନ ଦ୍ୱାରା ତଥ୍ୟଭିତ୍ତିକ ଆଲୋଚନା କରିଥିଲେ l 
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ  ରେ ଅନୁଷ୍ଠିତ  ଏହି ବୈଠକରେ ଅନ୍ୟ ମାନଙ୍କ  ମଧ୍ୟରେ ଜିଲ୍ଲା ପ୍ରକଳ୍ପ ଅଧିକାରୀ  ଡ଼ୋଲାମଣୀ ପଟେଲ, ସୋନପୁର ଉପଜିଲ୍ଲାପାଳ ନିହାର ରଞ୍ଜନ କହଁର, ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ଅତିରିକ୍ତ ଜିଲ୍ଳା ଜନସ୍ୱାସ୍ଥ୍ୟ ଅଧିକାରୀ,ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଡିପିଏମ  ଡଃ  ବିଶ୍ଵମ୍ବର ବେହେରା,ଜିଲ୍ଲା  ସମାଜ କଲ୍ୟାଣ ଅଧିକାରୀ ଗୌର ମଣି  ହାଁସଦା, ଜିଲ୍ଲା  କଲ୍ଯାଣ  ଅଧିକାରୀ ପାଲାକା ରବିନ୍ଦ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like