-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ମାଟି ମାଆର ଋଣ ସୁଝିବା ପାଇଁ ସମାଜ ସେବା କ୍ଷେତ୍ରରେ ମହେନ୍ଦ୍ର ବଢ଼େଇ ଙ୍କ ଅବଦାନ ଅତୁଳନୀୟ

04-Mar-2022



ପଦ୍ମପୁର:-ଏମିତି ବି ଲୋକ ବର୍ତ୍ତମାନ ଅଛନ୍ତି ବେଳେବେଳେ ଅସହାୟ ବ୍ୟକ୍ତି,ଦିବ୍ୟାଙ୍ଗ ବ୍ୟକ୍ତି ଙ୍କ ଚଳିବା ଅବସ୍ଥା ଶୁଣିଲେ ତାଙ୍କ ହୃଦୟ ତରଳି ଯାଏ । ମହାମାରୀ କରୋନା ରେ ସବୁ ଲକଡାଉନ ଥିବା ବେଳେ ଲୋକେ ପଦାକୁ ମଧ୍ୟ ବାହାରିବା କଷ୍ଟକର ହୋଇପଡିଥିଲା । ସେଇ ସମୟରେ ମଧ୍ୟ କେତେକ ସମାଜସେବୀ ଙ୍କ ବାର୍ତ୍ତା ପାଇ ନିଜ ମାଟିର ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ,ଅକସିଜେନ ସିଲିଣ୍ଡର ଠାରୁ ଆରମ୍ଭ କରି ମାକ୍ହ ବଣ୍ଟନ ଦିଗରେ ଦୂରରୁ ଥାଇ ଜଣେ ପ୍ରଶାସନିକ ଅଧିକାରୀ ଙ୍କ ସାହାଯ୍ୟ ସହାନୁଭୂତି ଏ ଅଞ୍ଚଳ ଆଜି ପର୍ଯ୍ୟନ୍ତ ଭୁଲି ନାହାଁନ୍ତି । ବିଗତ ଦିନରେ ପଦ୍ମପୁର ଅଞ୍ଚଳ ରେ କେତେଯେ,ଦିବ୍ୟାଙ୍ଗ ଲୋକଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଛି ତାହା ଅଞ୍ଚଳ ର ଆବାଳବୃଦ୍ଧବନିତା ଊଣାଅଧିକେ ଜାଣି ସାରିଛନ୍ତି ।ଏ ପରିପ୍ରେକ୍ଷୀରେ ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଳକ ଅନ୍ତର୍ଗତ ଲଖମରା ଗ୍ରାମର ନିଃସହାୟ ଗରିବ ଶ୍ରେଣୀୟ ବ୍ୟକ୍ତି ସୁନାଧର ସୁନାନୀ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା କାରଣ ରୁ ଚାଲି ନ ପାରିବା ଦ୍ୱାରା ସେ ବିବ୍ୟାଙ୍ଗ ହୋଇ  ଘରେ ପଡିରହିଥିଲେ ।ଏଖବର ପାଇ ଭୂବନେଶ୍ୱର ବିଏମସି ର ଡେପୁଟି କମିଶନର ଭାବେ କାର୍ଯ୍ୟ ତୁଲାଉଥିବା ପ୍ରଶାସନିକ ଅଧିକାରୀ ଶ୍ରୀମାନ ମହେନ୍ଦ୍ର ବଢ଼େଇ ପାଇକମାଲ ଅଞ୍ଚଳ ର ସମାଜସେବୀ ଙ୍କ ସହ ଯୋଗାଯୋଗ କଲାପରେ ଆଜି ରକ୍ଷାପାଳ ସାହୁ ଙ୍କ ମାଧ୍ୟମରେ ଗ୍ରାମ ର କେତେକ ଯୁବକମାନଙ୍କ ଉପସ୍ଥିତ ରେ ଶ୍ରୀମାନ ବଢ଼େଇ ପଠାଇଥିବା ହୁଇଲ ଚେୟାର କୁ ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like