-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (08-Sep-2026)       ||      ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||     

HOME   ଜିଲ୍ଲା

ଶୁଭମୁକ୍ତି ହେଲା ବହୁପ୍ରତୀକ୍ଷିତ ଓଡିଆ ଚଳଚ୍ଚିତ୍ର "ମନ ମୋର କାଗଜ ଗୁଡ଼ି"

05-Mar-2022



ସୁମିତ୍ରା ଏଣ୍ଟରଟେନ୍‌ମେଣ୍ଟ ବ୍ୟାନରର ନିର୍ମିତ ନୂଆ ଚଳଚ୍ଚିତ୍ର ‘ମନ ମୋର କାଗଜ ଗୁଡ଼ି’ ଆଜି ସାରା ଭାରତରେ ମୁକ୍ତିଲାଭ କରିଛି। 
କଟକ ର ବୃନ୍ଦାବନ ପ୍ରେକ୍ଷାଳୟରେ ବେଶ୍ ଧୁମ୍ ଧାମରେ ଚଳଚ୍ଚିତ୍ର ର ପ୍ରିମିୟମ ସହ ଅନୁଷ୍ଠିତ ହୋଇଥିଲା।
ପ୍ରିମିୟମ ସୋ ରେ ଚଳଚ୍ଚିତ୍ର ର ଅଭିନେତା ରାକେଶ, ଅଭିନେତ୍ରୀ ଭୂମିକା ସହ ମମତା ଦାଶ , କଣ୍ଠଶିଳ୍ପୀ ଋତୁରାଜ, କୁମାର ବାପି ପ୍ରମୁଖ ଉପସ୍ଥିତ ଥିଲେ।ପ୍ରଯୋଜକ  ଶିବିର କୁମାର ପରିଡ଼ା ଓ ବିବେକାନନ୍ଦ ବାରିକଙ୍କ ପ୍ରଯୋଜିତ ଏଇ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ଦେବଜ୍ୟୋତି ପାତ୍ର। ଉକ୍ତ ଚଳଚ୍ଚିତ୍ରର  ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଜାପାନୀ ଭାଇ। କାହାଣୀ ପରିକଳ୍ପନା ଦିବ୍ୟସିଂହ ରାୟ କରିଥିବା ବେଳେ ସଂଳାପ ରଚନା କରିଛନ୍ତି ମାନସ ପଡିହାରୀ। ଏଇ ଚଳଚ୍ଚିତ୍ର

ପାଇଁ ଗୀତ ଲେଖିଛନ୍ତି ବସନ୍ତରାଜ ସାମଲ  ଓ ସୁବ୍ରତ ସ୍ବାଇଁ। ମୁଖ୍ୟ ଭୂମିକାରେ ଅଛନ୍ତି ରାକେଶ, ଭୂମିକା ଏବଂ ପ୍ରୀତିରାଜ, କୁମାର ଐଶ୍ବର୍ଯ୍ୟା, ଜିତୁ, ଦେବୀ ବାରିକ, ସୀମା, ଲିପୁନ, ସଞ୍ଜୟ, ଜ୍ଞାନ, ଭକ୍ତ, ସୁହାନା,ମମତା ଦାସ, ଦିବ୍ୟାଂଶ। ଏଥିରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ଅତିଥି କଳକାକାର ଭାବରେ ଅବତୀର୍ଣ୍ଣ ହୋଇଛନ୍ତି । ‘ମନ ମୋର କାଗଜ ଗୁଡ଼ି’ଏକ ରୋମାଣ୍ଟିକ ପ୍ରେମ କାହାଣୀ ହୋଇଥିବା ବେଳେ, ଦର୍ଶକମାନେ ଏହାକୁ ଖୁବ୍ ପସନ୍ଦ କରୁଛନ୍ତି।
ଓଡ଼ିଶାର କଟକ, ଭୁବନେଶ୍ୱର, ଜଗତସିଂହପୁର, ଯାଜପୁର, ପାରାଦୀପ, ରାୟଗଡ଼ା,ଫୁଲବାଣୀ, ବେଗୁନିଆପଡା, କେନ୍ଦ୍ରାପଡ଼ା,ଆଠଗଡ , କୋଟପାଡ଼ ସହ ବାଙ୍ଗାଲୋର, କୋଲକାତା,ଓ ସୁରତ ଠାରେ ମୁକ୍ତିଲାଭ କରିଥିବା ସଂସ୍ଥା ର ପ୍ରଚାର ପ୍ରସାର ମୁଖ୍ୟ ଭରତ ପ୍ରଧାନ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   08-Sep-2026
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026

You Might Also Like