-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

କୋଦଳା ଏନଏସି ରେ ନାମାଙ୍କନପତ୍ର ଦାଖଲ ର ଚତ୍ରୁଥ ଦିବସରେ ଶୂନ

05-Mar-2022



କୋଦଳା(ଉମା ମହାରଣା) : ଚଳିତ ମାସ ୨ ତାରିଖଠାରୁ ନାମାଙ୍କନ ପତ୍ର ଦାଖଲ ପାଇଁ ଧାର୍ଯ୍ୟ ହୋଇଥିବା ବେଳେ କୋଦଳା ଏନଏସି ରେ ପ୍ରଥମ ଓ ଦ୍ବିତୀୟ ଦିନରେ କୌଣସି ପ୍ରାର୍ଥୀପତ୍ର ଦାଖଲ ହୋଇନଥିଲା। ତେବେ ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିବସରେ କୋଦଳା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦବୀ ପାଇଁ ୨ ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କୋଦଳା ଏନଏସି ର ଓ୍ବାର୍ଡ ନମ୍ବର ୧୧ ରୁ ମହିଳା ପ୍ରାର୍ଥୀନୀ ରଶ୍ମିରାଣୀ ପାଢୀ ଅଧ୍ଯକ୍ଷ ପଦ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ୭ ନମ୍ବର ଓ୍ବାର୍ଡରୁ କବି ସାହୁ ସ୍ବାଧୀନ ପ୍ରାର୍ଥୀ ଭାବେ

ଅଧ୍ଯକ୍ଷ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଚତ୍ରୁଥ ଦିବସରେ କେହି ନାମାଙ୍କନ ପତ୍ର ପ୍ରଦାନ କରି ନାହାନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଦଳ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରାଯାଇନାହିଁ । ସେପଟେ ବିଜେଡ଼ି ପକ୍ଷରୁ ଆଶାୟୀଙ୍କ ତାଲିକା ଅଧିକ ରହୁଥିବା ଜଣାପଡିଛି ।  ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ପାଇଁ ଧାର୍ଯ୍ୟ ହୋଇଥିବା ବେଳେ ୬ ତାରିଖରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ବିଜେପିରେ ମଧ୍ୟ ଆଶାୟୀ ପ୍ରାର୍ଥୀଙ୍କ ସଂଖ୍ୟା ଅଧିକ ରହିଥିବା ସୂଚନା ମିଳିଛି। ୨ ଦିନ ମଧ୍ୟରେ ବିଜେପି ପକ୍ଷରୁ ପ୍ରାର୍ଥୀ ଦିଆଯିବ ବୋଲି ସୂଚନା ମିଳିଛି। କଂଗ୍ରେସ ପକ୍ଷରୁ ଯୁବ ପ୍ରାର୍ଥୀ ଚୟନ ହୋଇଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like