-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||     

HOME   ଜିଲ୍ଲା

ଅତାବିରା ପୋଲିସ ଦ୍ୱାରା ବିପୁଳ ପରିମାଣରେ ଗଂଜେଇ ଜବତ

05-Mar-2022



ବରଗଡ:-ବରଗଡ ଜିଲ୍ଲାରେ ଦିନକୁ ଦିନ ନିଶା ମାଫିଆଙ୍କ ଆତଙ୍କ ଚାଲିଥିବା ବେଳେ ନିଶା କାରବାର ତଥା ସଟ୍ଟା, ଜୁଆ, ମଦ, କୋରେସ୍କ, ଗଂଜେଇ ଆଦି ବେପାର ଦିନକୁ ଦିନ ବୃଦ୍ଧି ପାଉଛି ହେଲେ ପୋଲିସ ଟେର ପାଉନାହିଁ | ହେଲେ ଶୁକ୍ରବାର ଅପରାହ୍ନ ସମୟରେ ବରଗଡ଼ ଜିଲ୍ଲା ଅତାବିରା ପୋଲିସ ଦ୍ୱାରା ବିପୁଳ ପରିମାଣରେ ଗଂଜେଇ  ଜବତ କରିଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି  | କୌଣସି ସୂତ୍ରରୁ ଖବର ପାଇ ଅତାବିରା ଥାନା ଅଧିକାରୀ ଅନୀଲ କୁମାର ପ୍ରଧାନ ଙ୍କ ନେତୃତ୍ୱରେ ଏସଡିପିଓ ଦୀପକ କୁମାର ଏବଂ ମାଜିଷ୍ଟ୍ରେଟ ଭାବେ ଅତାବିରା ବ୍ଲକ ବିଡ଼ିଓ ବିଶ୍ୱନାଥ ସାହୁଙ୍କ   ସହିତ ପୋଲିସ ର ଏକ ସ୍ୱତନ୍ତ୍ର ଟିମ ତିଆରି ହୋଇ ଗୋଡ଼ଭଗା ରୁ ସୋନପୁର ରାସ୍ତାରେ ଥିବା ଭାଲୁଡୁଙ୍ଗୁରି ସ୍ଥିତ  ରୁଚି ଢ଼ାବା  ପାଖରେ  ପୋଲିସ ପହଞ୍ଚି ଏକ ଗଂଜେଇ ବୋଝେଇ ସ୍ୱିଫ୍ଟ କାର ଏବଂ ଆପାଚି ମୋଟର ସାଇକଲ କୁ କାବୁ କରିଥିଲେ । ୬ ଜଣ ଯୁବକଙ୍କୁ ଗିରଫ କରିଥିବାବେଳେ ଘଟଣା ସ୍ଥଳରୁ ଏକ ଧଳା ରଙ୍ଗର ସ୍ୱିଫ୍ଟ ଡିଜିଆର କାର ନମ୍ବର ଓଡ଼ି14 ଏ 9611 ଓ ଏକ ଆପାଚି ମୋଟର ସାଇକଲ ନମ୍ବର ଓଡ଼ି 27 ବି 9366 ଗାଡି ଏବଂ 6 ଟି ମୋବାଇଲ ସହିତ 66 କେଜି 100 ଗ୍ରାମ ମାତ୍ରା ରେ ଗଞ୍ଜେଇ ଜବତ  କରିବା ସହ 6 ଜଣଙ୍କୁ କୋର୍ଟ ଚାଲାଣ କରିଥିବା ପୋଲିସ ସୂଚନା ଦେଇଛି । ସମସ୍ତ ଅଭିଯୁକ୍ତ ବୌଦ୍ଧ ଜିଲ୍ଲା ର ହୋଇଥିବା ଏସଡିପିଓ  ଦୀପକ ଗୋଛାୟତ ସୂଚନା ଦେଇଛନ୍ତି । ଏହିପରି ବେଆଇନ କାରବାର  ଅତାବିରା ଅଂଚଳରେ ବୃଦ୍ଧି ପାଉଥିବାବେଳେ ପୋଲିସ କିପରି ଭାବରେ ଟେର ପାଉନାହିଁ ତାହା ଏଠାରେ ପ୍ରଶ୍ନବାଚୀ ସୃଷ୍ଟି କରିଛି | ହେଲେ ଅତାବିରା ପୋଲିସ ଏତେ ପରିମାଣରେ ଗଂଜେଇ ଜବତ କରିଛି ତେଣୁ ତାହା ଅତାବିରା ପୋଲିସ ପାଇଁ ବଡ଼ ସଫଳତା ଅଟେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026

You Might Also Like