-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||     

HOME   ଜିଲ୍ଲା

ତୁଷୁରା ପୌରପରିଷଦ ନିର୍ବାଚନ ପାଇଁ ୪ର୍ଥ ଦିନରେ ନାମାଙ୍କନପତ୍ର ଦାଖଲ ଶୂନ୍ୟ

05-Mar-2022



ଗୁଡ଼ଭେଲା,(ପଞ୍ଚାନନ ନାଏକ) -ତୁଷୁରା ଏନସି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଳ ୪ର୍ଥ ଦିନରେ ମଧ୍ଯ ଶୂନ୍ଯ ରହିଥିବା ବେଳେ ୨ଟି ଅଧ୍ୟକ୍ଷ ଓ ୫ଟି କାଉନସେଲଲର ନାମାଙ୍କନପତ୍ର ବିକ୍ରୀ ହୋଇଥିବା ଏନଏସି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପ୍ରଥମ ଓ ୩ୟ ଦିନରେ ଫର୍ମ ବିକ୍ରୀ ହୋଇ ନଥିବା ବେଳେ  ୨ୟ ଦିନରେ ୨ଟି ଲେଖାଏଁ ଅଧ୍ୟକ୍ଷ ଓ  କାଉନସେଲଲର ନାମାଙ୍କନପତ୍ର ବିକ୍ରୀ ହୋଇଥିଲା।  ଏବେ ପର୍ଯ୍ୟନ୍ତ ମୋଟ ୪ଟି ଅଧ୍ୟକ୍ଷ ଓ ୭ଟି କାଉନସେଲଲର ନାମାଙ୍କନପତ୍ର ବିକ୍ରୀ ହୋଇଥିବା ଜଣାପଡିଛି।  ଏନଏସିରେ ୧୧ଟି ୱାର୍ଡ ରହିଥିବା ବେଳେ ୮୨୭୪ ଜଣ ଭୋଟର ରହିଛନ୍ତି । ୪୧୮୭ ପୁରୁଷ , ୪୦୮୬ ଜଣ ମହିଲା ଓ ଜଣେ ଅନ୍ୟନ୍ୟ ବର୍ଗର ଭୋଟର ରହିଥିବା ବେଳେ ବିଜେପିରୁ ରୁଣୁଗୋପାଳସାହୁ, ବିଜେଡି ଅଜୟ କୁମାର ଜୟଶ୍ବାଳଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀଚୟନ କରାଯାଇଥିବା ବେଳେ  କଂଗ୍ରେସ ଦଳ ପକ୍ଷରୁ ଭଳ ପ୍ରାର୍ଥୀ ଖୋଜା ଚାଳିଛି ।ଏନଏସି ଗଠନ ହେବା ଦିନରୁ ଥରେ ମାତ୍ର ନିର୍ବାଚନ ହୋଇଥିବା ବେଳେ ଶାସକ ଦଳକୁ ୮ଟି କାଉନସେଲଲର, ବିଜେପିକୁ ୨ଟି ଓ ଜଣେ ସ୍ୱାଧିନ କାଉନସେଲର ବିଜୟୀ ହୋଇ ଶାସକ ଦଳ ଅଧ୍ୟକ୍ଷ ପଦବୀ ହାସଳ କରିଥିଲେ । କଂଗ୍ରେସ ଦଳ ଖାତା ଖୋଲି ପାରି ନଥିବା ବେଳେ ଏଥର ଅଧ୍ୟକ୍ଷ ପଦ ସିଧା ସଳଖ ନିର୍ବାଚନ ହେଉଥିବାରୁ ଅଧ୍ୟକ୍ଷ ପଦ ନିଜ ଅକ୍ତିଆରେ ରଖିବା ପାଇଁ ରଣନିତି ପ୍ରସ୍ତୁତ ଚାଳିଥିବା ଜଣାପଡିଛି । ଏଥର ତିନୋଟି ଦଳ ମଧ୍ୟରେ ଅଧ୍ୟକ୍ଷ ପଦ ପାଇଁ ଜୋରଦାର ଲଢାଇ ହେବାର ସମ୍ଭାବନା ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026

You Might Also Like