-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ    (08-Sep-2026)       ||      ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||     

HOME   ଜିଲ୍ଲା

ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୬ତମ ଜନ୍ମଜୟନ୍ତୀ ପାଳନ

06-Mar-2022



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ଝଡ଼ର ଇଗଲ୍ ସେ । ଆଜି ପ୍ରବାଦ ପୁରୁଷ ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ପାଳନ ହୋଇଯାଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର କ.ନୁଆଗାଁ, ବାଲିଗୁଡ଼ା,କୋଟଗଡ଼ ଓ ତୁମୁଡ଼ିବନ୍ଧ ଚାରୋଟି ବ୍ଲକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ଏହି ଅବସରରେ ବିଜୁବାବୁଙ୍କୁ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକର ସଭାପତି,ନେତା, କର୍ମୀ ଓ ନବ ନିର୍ବାଚିତ ସଦସ୍ୟମାନେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଲୋକ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା । ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ବାଭିମାନ ଓ ଗୌରବ ପାଇଁ । ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ

ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି । ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିଛନ୍ତି ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ସମସ୍ତ ନେତା ଓ କର୍ମୀ । ଏହି ଅବସରରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ଅଧ୍ୟକ୍ଷତାରେ କ.ନୁଆଗାଁଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି ।

ଏଥିରେ ବିଧାୟକଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ କୃଷ୍ଣ ମୋହନ ପାଣିଗ୍ରାହୀ, ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସ, ତୁମୁଡ଼ିବନ୍ଧ ବ୍ଲକ ସଭାପତି ପ୍ରମୋଦ କୁମାର ସାହୁ ,ନବ ନିର୍ବାଚିତ ଚାରିଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ଆଶିଷ ଦିଗାଲ, ନନ୍ଦିନୀ ମଳିକ, ନବୀନ ପାତ୍ର ଓ ଅନିତା ମଲ୍ଲିକଙ୍କ ସମେତ ବହୁ ବରିଷ୍ଠ ଓ ଯୁବ ନେତାଙ୍କ ସମେତ ଦଳିୟ ପଦାଧିକାରୀ ଓ କର୍ମକର୍ତ୍ତା ଉପସ୍ଥିତ ରହି ବିଜୁବାବୁଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ବିଜୁବାବୁଙ୍କ ସୃତିଚାରଣ କରିଥିଲେ । ଏଥିସହିତ ବିଜୁବାବୁଙ୍କ ସୁପୁତ୍ର ସାଢ଼େ ଚାରିକୋଟି ଓଡ଼ିଆଙ୍କୁ ନିଜ ପରିବାର ଭାବି ଯେଉଁ ସବୁ ବିକାଶ ମୁଳକ କାର୍ଯ୍ୟ କରୁଛନ୍ତି ସେଥିରେ ସମସ୍ତେ ସହଯୋଗ କରି ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାପାଇଁ ସମସ୍ତେ ସଙ୍କଳ୍ପ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୟସର ଅପରାହ୍ନରେ ମଧ୍ୟ ବେଶ ଚଳଚଞ୍ଚଳ କବି ଙ୍କ ଲେଖନୀ ମୂନ♦️ ବରିଷ୍ଠ କବି ଶଶୀ ଭୂଷଣ ମିଶ୍ର ଙ୍କ ପୁସ୍ତକ ପୁଷ୍ ପୂତର୍ ରାମ୍ ଲୋକାର୍ପିତ   08-Sep-2026
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026

You Might Also Like