-+91-9937148622 |

prerana_bgr@rediffmail.com |

  Sunday 26th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||      ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (25-Apr-2026)       ||      ଗ୍ରାମୀଣ ଗୃହ ନିର୍ମାଣ ଯୋଜନା କାର୍ଯ୍ୟକାରୀତା ରେ ଆଗଲପୁର ବ୍ଲକ ଓଡ଼ିଶାରେ ଦ୍ଵିତୀୟ, ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ପୁରସ୍କାର ରାଶି ଗ୍ରହଣ କଲେ ବିଡ଼ିଓ ଓ ବ୍ଲକ ଅଧ୍ୟକ୍ଷା            (25-Apr-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      କଣ୍ଟାମାଳ ବ୍ଲକ ହାଇସ୍କୁଲ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ   (25-Apr-2026)       ||      ଜିଲ୍ଲାସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ   (25-Apr-2026)       ||      ବଲାଙ୍ଗିର ଖାଉଟି ଅଦାଲତରେ କେନ୍ଦ୍ରୀୟ ରେଳବାଇ ଦଣ୍ଡିତ   (25-Apr-2026)       ||      ସୋନଗଡ ନଦୀରେ ଆଇଏସଏସ ବ୍ୟାରେଜ ସହ ବିଭିନ୍ନ ପ୍ରକଲ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଉଟ ସୋରର୍ସିଂ ସଂଘ   (25-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗୀର ନାଗରିକ କମିଟିର ଦାବୀପତ୍ର ପ୍ରଦାନ     (25-Apr-2026)       ||     

HOME   ଜିଲ୍ଲା

ଆସନ୍ତା ୧୩ ତାରିଖ ରୁ ରାଜ୍ୟରେ ବଢିବ ତାପମାତ୍ରା

06-Mar-2022




ଭୁବନେଶ୍ୱର - ଶିକ୍ଷ୍ୟା ଓ ଅନୁସନ୍ଧାନ ( ସୋ ଆ) ବିଶ୍ଵ ବିଦ୍ୟାଳୟ ର ପରିବେଶ ଓ ଜଳବାୟୁ କେନ୍ଦ୍ର ( ସି ଇ ସି ) ର ଆକଳନ ରୁ ଜଣାପଡ଼ିଛି,ଆରବ ସାଗର ପଟରୁ ଭାରତ ଆଡ଼କୁ ପ୍ରବାହିତ ହେଉଥିବା ଆଦ୍ର ବାୟୁ ବନ୍ଦ ହେବା ଯୋଗୁ ଏବଂ ବାୟୁ ମଣ୍ଡଳ ର ଉପରିଭାଗ ରେ ଏକ ଟ୍ରଫ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ଆସନ୍ତା ୧୩ ତାରିଖ ରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ଚଳିତ ବର୍ଷ ମାର୍ଚ୍ଚ ଆରମ୍ଭରୁ ଗରମ ର ପ୍ରଭାବ ଜଣା ପଡ଼ିଲାଣି। କେନ୍ଦ୍ର ନିର୍ଦ୍ଦେଶକ ଡ଼ା. ଶରତ ଚନ୍ଦ୍ର ସାହୁ ଙ୍କ ଆକଳନ ଅନୁଯାୟୀ ରାଜ୍ୟର କେତେକ ସ୍ଥାନରେ ତାତି ୩୭ ଡ଼ିଗ୍ରୀରୁ ୩୯ ଡିଗ୍ରୀ ସେଲସିୟସ୍ ପର୍ଯନ୍ତ୍ ବୃଦ୍ଧି ପାଇପାରେ । ଉପକୂଳ ଓଡ଼ିଶା ରେ ବର୍ତ୍ତମାନ ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲସିୟସ ଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲା ମାନଙ୍କରେ ୩୫ ରୁ ୩୭ ଡିଗ୍ରୀ ସେଲସିୟସ ଥିବା ଜଣାପଡିଛି । ଏହି ତାପମାତ୍ରା ଆସନ୍ତା  ୧୨ ତାରିଖ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିବ ବୋଲି କୁହାଯାଇଛି । ଆରବ ସାଗର ରୁ ପ୍ରବାହିତ ଆଦ୍ର ବାୟୁ ପ୍ରଭାବରେ ତାପମାତ୍ରା ବୃଦ୍ଧି ପାଉନାହିଁ ବୋଲି କୁହାଯାଇଛି । ଶନିବାର ରାଜ୍ୟର ୧୩ ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଉପରେ ଥିବା ବେଳେ,ଟିଟିଲାଗଡରେ ସର୍ବାଧିକ ୩୭.୨ ଡିଗ୍ରୀ ,ବଲାଙ୍ଗୀରରେ ୩୭,ଝାରସୁଗୁଡ଼ା ରେ ୩୫.୨, ବୌଦ୍ଧରେ ୩୫, ସମ୍ବଲପୁର ରେ ୩୫.୬, ଭବାନୀପାଟଣାରେ ୩୫, ସୋନପୁର ରେ ୩୬, ବାଲେଶ୍ଵର ରେ ୩୫, ଚାନ୍ଦବାଲି ଓ ଭୁବନେଶ୍ବର ରେ ୩୫.୨, ଏବଂ ଭଦ୍ରକ ରେ ୩୫ ଡିଗ୍ରୀ ସେଲସିୟସ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026
  ଜିଲ୍ଲା  
ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   26-Apr-2026
  ଜିଲ୍ଲା  
ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   26-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   26-Apr-2026
  ରାଜ୍ୟ  
କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ   25-Apr-2026
  ଜିଲ୍ଲା  
କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   25-Apr-2026
  ଜିଲ୍ଲା  
କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ   25-Apr-2026
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Apr-2026
  ଜିଲ୍ଲା  
ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   25-Apr-2026
  ଜିଲ୍ଲା  
ବରପାଲି ପଡ଼ା(ଭାଗବତ ମନ୍ଦିର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   25-Apr-2026

You Might Also Like