-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   (08-Sep-2026)       ||      *ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||     

HOME   ମହାନଗର

ଶ୍ରୀତମ ଦାସ,ବିଜେପି ର କଟକ ମେୟର ପ୍ରାର୍ଥୀ

06-Mar-2022



କଟକ :- ଶ୍ରୀତମ ଦାସ ଜଣେ ଉଚ୍ଚ ଶିକ୍ଷିତ ଜଣାଶୁଣା ଅଭିନେତା । ସେ ପ୍ରଥମେ ଆଲବମ ରେ ନାୟକ ଭାବେ ଅଭିନୟ କରୁଥିଲେ । " ସାବିତ୍ରୀ" ରେ ସେ ପ୍ରଥମେ ନାୟକ ଭାବେ ଅଭିନୟ ଜୀବନ ଆରମ୍ଭ କରିଥିଲେ । ୧୯୯୭ ରେ ଶ୍ରୀତମ ଦାସ ଙ୍କ ପ୍ରଥମ ଛବି"ଜୀବନସାଥି" ମୁକ୍ତିଲାଭ କରିଥିଲା ।ଏହି ଫିଲ୍ମ ଜରିଆରେ ସେ ଓଲିଉଡ ରେ ଆଗକୁ ବଢ଼ି ଜଣେ ଜଣାଶୁଣା ଅଭିନେତା - ନିର୍ଦ୍ଦେଶକ ଭାବରେ ତାଙ୍କର ପତିଆରା ଜାହିର କରିଥିଲେ । ଏହି ଅଭିନେତା ଙ୍କୁ ରବିବାର ବିଜେପି ମେୟର ପ୍ରାର୍ଥୀ ଘୋଷଣା କରିଛି ।ଶ୍ରୀତମ ଦାସ ଓଡ଼ିଆ ସିନେ ଆର୍ଟିଷ୍ଟ ଆସୋସିଏସନ୍ ର ସମ୍ପାଦକ ଥିବା ବେଳେ ଦୀର୍ଘ ଦିନ ହେବ ବିଜେପି ରେ ଯୋଗଦେଇ ଦଳରେ ସକ୍ରିୟ ଥିଲେ ।ଏବେ ତାଙ୍କୁ କଟକ ମେୟର ପ୍ରାର୍ଥୀ ଭାବେ ବିଜେପି ପୌର ନିର୍ବାଚନ ରେ ଛିଡ଼ା କରିବ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ଅଞ୍ଚଳର ଗର୍ବ ଓ ଗୌରବ, ଏ ମାଟିର ବରପୁତ୍ର ରଚିଲେ ଇତିହାସ ନୂଆ ଦାୟିତ୍ୱରେ ଆରମ୍ଭ ହେଲା ନୂଆ ଯାତ୍ରା — ସହ-ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ଯୋଗଦେଲେ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର   08-Sep-2026
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026

You Might Also Like