-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ଵିଚାର ବିଭାଗୀୟ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ର କର୍ମକର୍ତ୍ତl ଚୟନ

06-Mar-2022



ବଲାଙ୍ଗିର(ପ୍ରେରଣା ଖବର) : ଆଜି ସ୍ଥାନୀୟ ସିଭିଲ କୋର୍ଟ ପରିସର ରେ ଵିଚାର ବିଭାଗୀୟ କର୍ମଚାରୀ ସଂଘ ର କର୍ମକର୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି l ଶ୍ରୀ ପ୍ରକାଶ କୁମାର ନେପାକ ସର୍ବସମ୍ମତ୍ତି କ୍ରମେ ସଂଘ ର ସଭାପତି ପୁଣିଥରେ ମନୋନୀତ ହୋଇଥିବା ବେଳେ ଉପସଭାପତି ଶ୍ରୀ ଲଷ୍ମୀନାରାୟଣ ସିଂ,  ଶ୍ରୀ ଆଶିଷ ଥାନାପତି  ସମ୍ପାଦକ, ସହ ସମ୍ପାଦକ ରୂପେ ସବୀର ହୁସେନ ଓ ଶ୍ରଦ୍ଧାଞ୍ଜଳି ମେହେର ଏବଂ ଶ୍ରୀ ଆକାଶ ତ୍ରିପାଠୀ କୋଷାଧ୍ୟକ୍ଷ ରୂପେ ମନୋନୀତ ହୋଇଥିଲେ l କାର୍ଯ୍ୟନିର୍ବାହୀ କମିଟି ସଭ୍ୟ ରୂପେ  ଦଧିବାବନ ଶତପଥି, ସୁଧୀର ସେଠ, ଜ୍ୟୋତିର୍ମୟୀ ବେଜ, କାଶୀନାଥ ସୁନା, ଶାନ୍ତନୁ ମିଶ୍ର , ଦିଲୀପ ମିଶ୍ର, ସଂଜୀତ ଦାସ , ବାବୁଲାଲ ପାଢ଼ୀ,  ପିଣ୍ଟୁ ମଲ୍ଲିକ , ଅରୁଣ ମିଶ୍ର, ହେମସାଗର ନାଏକ, ଭକ୍ତ ଯୁଏଡ଼, ସୁମିତ ପଟ୍ଟନାୟକ, ଗୋବିନ୍ଦ ବରିହା, ବିବେକ ପଧାନ, ଦୂର୍ଗା ପ୍ରସାଦ ପାଢ଼ୀ, ଯୁବରାଜ ସିଂଘନିନl, କ୍ଷେତ୍ରବାସୀ ମିଶ୍ର, ମାଧବ ନାଗ ମନୋନୀତ ହୋଇଛନ୍ତି l ଉପଦେଷ୍ଟା କମିଟି ରେ ଜିଲ୍ଲା ଜଜ ସିରସ୍ତାଦର ଶ୍ରୀ ରାଜେନ୍ଦ୍ର ଦାସ, ,  ବଳରାମ ମେହେର, ମହେନ୍ଦ୍ର ନାଏକ, ମନୋରଞ୍ଜନ ପଣ୍ଡା, ହରିବନ୍ଧୁ ବଗର୍ତି ମନୋନୀତ ହୋଇଛନ୍ତି l
ଆଜିର ଏହି ନିର୍ବାଚନ ପ୍ରକ୍ରିୟା କୁ ଶ୍ରୀ ରାଜେନ୍ଦ୍ର ଦାସ, ଶ୍ରୀ ମହେନ୍ଦ୍ର ନାଏକ, ବଳରାମ ମେହେର ଓ ସୁଧୀର ସେଠ ପରିଚାଳନା କରିଥିଲେ l ଆଜିର ଏହି କାର୍ଯ୍ୟକ୍ରମେ ରେ ବଲାଙ୍ଗିର ତଥା ସଇଁତଲା, ଟିଟିଲାଗଡ, କଣ୍ଟାବାଞ୍ଜି, ପାଟଣାଗଡ଼, ଲୋଇସିଂହା, ମୁରିବାହାଲ, ବଙ୍ଗୋମୁଣ୍ଡା ର ସମସ୍ତ କର୍ମଚାରୀ ଅଂଶ ଗ୍ରହଣ କରିଥିଲେ lଆସନ୍ତା କାଲି ନୂତନ କାର୍ଯ୍ୟନିର୍ବାହୀ  କମିଟି କାର୍ଯ୍ୟଭାର ଗ୍ରହଣ କଲାପରେ କର୍ମଚାରୀ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରି ଜିଲ୍ଲା ଜଜ ଙ୍କୁ ଅବଗତ କରାଇ ସମସ୍ୟା ର ସମାଧାନ କରାଯିବ ବୋଲି ସଭାପତି ଶ୍ରୀ ନେପାକ ପ୍ରତିଶୃତି ଦେଇଛନ୍ତି l ପରିଶେଷରେ ସମ୍ପାଦକ ଶ୍ରୀ ଥାନାପତି ଧନ୍ୟବାଦ ଅର୍ପଣ କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉମରକୋଟ ରେ ୩୦ ଟି ଦଳ କୁ ନେଇ ଫୁଟବଲ ଟୁର୍ଣ୍ଣାମେଣ୍ଟ*   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026

You Might Also Like