-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
16-Nov-2020
ଭୁବନେଶ୍ବର (ପ୍ରେରଣା ଖବର) - ରାଜ୍ଯରେ ଆଜି ପୁଣି କମିଲା କରୋନା ସଂକ୍ରମଣ ଗ୍ରାଫ୍ ।ଆଜି ରାଜ୍ଯରେ ନୂଆ ୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୩୭ ଓ ଅନ୍ୟ ୩୧୨ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୦୯,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*