-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||     

HOME   ରାଜନୀତି

ବଲାଙ୍ଗିର ମୁନିସିପାଲିଟି ଅଧୀନସ୍ଥ ୱାର୍ଡ ନମ୍ବର ୧୯ ରୁ କାଉନସିଲର୍ ପଦ ପାଇଁ ମନୋନୟନପତ୍ର ଦାଖଲ କଲେ ବିଶ୍ବମୟ ପୂଜାରୀ

06-Mar-2022



ବଲାଙ୍ଗୀର(ପ୍ରେରଣା ଖବର) : ଆଜି ବଲାଙ୍ଗୀର ମ୍ୟୁନିସିପାଲଟିର ୧୯ ନମ୍ବର ୱାର୍ଡରେ ସ୍ବାଧୀନ ପ୍ରାର୍ଥୀ ଭାବେ ତାଙ୍କର ମନୋନୟନପତ୍ର  ଦାଖଲ କରିଛନ୍ତି ବିଶ୍ବମୟ ପୂଜାରୀ । ନିଜର ବହୁସମର୍ଥକଙ୍କ ସହ ଶ୍ରୀ ପୂଜାରୀ ମ୍ୟୁନିସିପାଲଟିରେ ନିର୍ବାଚନ ଅଧିକାରୀ ତଥା ଉପଜିଲ୍ଲାପାଳ ଓ ନିର୍ବାହୀ ଅଧିକାରୀଙ୍କ ସମ୍ମୁଖରେ ନିଜର ବିଧିବଦ୍ଧ ମନୋନୟନ ପତ୍ର ଦାଖଲ କରିଥିଲେ । ବାବୁ ପୂଜାରୀ ନାମରେ ଜଣାଶୁଣା ଶ୍ରୀ ପୂଜାରୀ ବଲାଙ୍ଗୀରରୁ ପ୍ରକାଶିତ  ସମ୍ଭ୍ରାନ୍ତ ପାକ୍ଷିକ ସମ୍ବାଦପତ୍ର 'ତକ୍ଷକ' ର ସମ୍ପାଦକ, ବଲାଙ୍ଗୀର ଜିଲ୍ଲା ଲେଖକ ପରିଷଦର ଉପସଭାପତି ଓ ଜଣେ ସମାଜସେବୀ ଭାବେ ସମସ୍ତଙ୍କର ପ୍ରିୟପାତ୍ର ଅଟନ୍ତି ।  ବିଶେଷକରି ଏହି ୧୯ ନମ୍ବର ୱାର୍ଡ଼ ରୁଗୁଡିପଡା ତ ସାଗରପଡା ଦୁଇଟି ଜିଲ୍ଲା ସଦର ମହକୁମାର ପୁରୁଣା ସମ୍ଭ୍ରାନ୍ତ ପଡା ହୋଇଥିଲେ ହେଁ , ଦୀର୍ଘବର୍ଷ ଧରି ଏଠାରେ ପୋଲ, ରାସ୍ତାଘାଟ, ନାଳିନର୍ଦ୍ଦମା, ସ୍ବଚ୍ଛତା ବା ପରିଷ୍କାରପରିଚ୍ଛନ୍ନତା ସହ ଅନ୍ୟାନ୍ୟ ମୌଳିକ ସମସ୍ୟା ପ୍ରତି ଅବହେଳା ପ୍ରଦର୍ଶନ କରାଯାଇ ଆସୁଥିବାରୁ ସେ  ଏହି ଅଞ୍ଚଳର ଉପଯୁକ୍ତ ପୌରପ୍ରତିନିଧିତ୍ବ ପାଇଁ ଅଣ୍ଟା ଭିଡିଛନ୍ତି ।  ରୁଗୁଡିପଡା ଓ ସାଗରପଡାର ସର୍ବାଙ୍ଗୀନ ବିକାଶ ଓ ସେବା ପାଇଁ ସେ ପ୍ରତିଶ୍ରୁତିବଦ୍ଧ ବୋଲି ତାଙ୍କଠାରୁ ପ୍ରକାଶ । ସେ କୌଣସି ରାଜନୈତିକଦଳର ଅନୁଗାମୀ ହେବା ବଦଳରେ ସ୍ବାଧୀନଭାବେ ନିର୍ବାଚନ ଲଢିବାକୁ ପସନ୍ଦ କଲେ । ତାଙ୍କୁ ବହୁସଂଖ୍ୟାରେ ଭୋଟଦେଇ ନିର୍ବାଚିତ କରିବାକୁ ସେ ପଡାବାସୀଙ୍କୁ ବିନମ୍ର ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026

You Might Also Like