-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||     

HOME   ଜିଲ୍ଲା

ଆଇନ୍ ଛାତ୍ରଛାତ୍ରୀଙ୍କ ଦ୍ଵାରା ମାଷ୍ଟର କ୍ୟାଟିନ୍ ଠାରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ

06-Mar-2022



ଭୁବନେଶ୍ବର (ଅମୃତ ନନ୍ଦ ଙ୍କ ରିପୋର୍ଟ) : ଆଜି ଭୁବନେଶ୍ୱର ରାଜଧାନୀ ଆଇନ୍ ମହାବିଦ୍ୟାଳୟର ଆଇନ୍ ଛାତ୍ରଛାତ୍ରୀ ବୃନ୍ଦ ଆଇନ୍ ଛାତ୍ର ପ୍ରକାଶ ଦାସଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ ମାଷ୍ଟର କ୍ୟାଟିନ୍ ଠାରେ ଶାନ୍ତିପୂର୍ଣ୍ଣ "ବିକ୍ଷୋଭ" କରିଛନ୍ତି । ଆଇନ୍ ଛାତ୍ରଛାତ୍ରୀ ମାନଙ୍କ ଦାବି ଥିଲା (୧) ଉଭୟ ଦେଶ ତୁରନ୍ତ ଯୁଦ୍ଧ ବନ୍ଦ କରନ୍ତୁ (୨) ଆମେ ବିଶ୍ୱରେ ଶାନ୍ତି ଚାହୁଁ ଯୁଦ୍ଧ ନୁହେଁ । (୩) ଉଭୟ ଦେଶ ଆପେକ୍ଷ ଆଲୋଚନା କରି ଏହାର ସମାଧାନ ବାହାର କରନ୍ତୁ । ଆଇନ୍ ଛାତ୍ର ପ୍ରକାଶ ଦାସ ଗଣମାଧ୍ୟମ କୁ ପ୍ରତିକ୍ରିୟା ଦେଇ କହିଛନ୍ତି "ଋଷିଆ ଓ ୟୁକ୍ରେନ୍ ତୁରନ୍ତ ଯୁଦ୍ଧ ବନ୍ଦ କରନ୍ତୁ । ଯୁଦ୍ଧ ସମାଧାନ ର ବାଟ ନୁହେଁ । ଯୁଦ୍ଧ ଦ୍ୱାରା ହଜାର ହଜାର ଲୋକ ମୃତ୍ୟୁବରଣ କରୁଛନ୍ତି । ଯେଉଁ ଭାରତୀୟ ଛାତ୍ରଛାତ୍ରୀ ଏବଂ ଲୋକ ମାନେ ଋଷିଆ ଓ ୟୁକ୍ରେନ୍ ରେ ଫସିକି ଅଛନ୍ତି ତାଙ୍କୁ ଯୁଦ୍ଧ କାଳୀନ ଭିତ୍ତିରେ ସରକାର ଭାରତ ଫେରାଇ  ଆଣନ୍ତୁ। ଏହି ଯୁଦ୍ଧ ଦ୍ୱାରା ବିଶ୍ୱ ଅର୍ଥ ନୀତି ଓ ପରିବେଶ ଉପରେ ପ୍ରଭାବ ପଢୁଛି । ଦୁଇ ଦେଶ ଆଲୋଚନା କରି ସମାଧାନ ର ବାଟ ବାହାର କରନ୍ତୁ । ଉଭୟ ଦେଶ ଯୁଦ୍ଧ ବନ୍ଦ କରି ଲୋକ ମାନଙ୍କୁ ଶାନ୍ତି ରେ ବଞ୍ଚିବାକୁ ଦିଅନ୍ତୁ ବୋଲି ପ୍ରକାଶ ଦାସ କହିଛନ୍ତି। ଏହି ବିକ୍ଷୋଭରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ସାମିଲ୍ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026

You Might Also Like