-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||     

HOME   ଜିଲ୍ଲା

ନାଗରିକ କମିଟୀର ସାଧାରଣ ପରିଷଦ ବୈଠକ

06-Mar-2022



ବଲାଙ୍ଗିର,(ପ୍ରେରଣା ଖବର) ସ୍ଥାନୀୟ ଆଇନ ମହାବିଦ୍ୟାଳୟ ଠାରେ ବଲାଙ୍ଗିର ନାଗରିକ କମିଟିର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମା’ ସମଲେଇଙ୍କ ଫଟୋଚିତ୍ର ଉପରେ, ସଭାପତି ବେଲାର ସିଂ ଭୋଇଙ୍କ ସହ ପୂର୍ବତନ ସଭାପତି ବିକ୍ରମ ବହିଦାର ଓ ରାସବିହାରୀ ମାଝି ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜଳନ କରି ସଭାକୁ ଶୁଭାରମ୍ଭ କରିଥିଲେ । ଦିବଂଗତ ଆତ୍ମାର ସଦ୍‌ଗତି କାମନା ପୂର୍ବକ ଖ୍ୟାତିନାମା ଗାୟୀକା ଲତା ମଙ୍ଗେସ୍କର, ଗାୟକ ବାପି ଲେହେରି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଲ ଓ ସାମ୍ବାଦିକ ରୋହିତ ବିଶ୍ୱାଲଙ୍କ ବିୟୋଗରେ ନିରବ ପ୍ରାର୍ଥନା କରିଥିଲେ । ସଭାପତି ଶ୍ରୀ ଭୋଇଙ୍କ ସଭାପତିତ୍ୱରେ ସାଧାରଣ

ସଂପାଦକ ମନୋରଂଜନ ସାହୁ ସମସ୍ତ ସଭ୍ୟ ସଭ୍ୟାଙ୍କୁ ସ୍ୱାଗତ ଜଣାଇ ବିଗତ ବୈଠକର ବିବରଣୀ ପାଠ କରିଥିଲେ । ଗ୍ରୀଷ୍ମ ଋତୁକୁ ଆଖି ଆଗରେ ରଖି ପିଇବା ପାଣି କୁ ଠିକ୍ ସମୟରେ ଯୋଗାଇବା, ନାଳ ନର୍ଦ୍ଦମା ସଫା ରଖିବା, ସମସ୍ତ ପୋଖରୀମାନଙ୍କର ପୁନରୁଦ୍ଧାର କରିବା, ସମସ୍ତ ଶିକ୍ଷାନୁଷ୍ଠାନରେ ସ୍ଥାନୀୟ ଛାତ୍ରଛାତ୍ରୀ ମାନଙ୍କ ପାଇଁ ୫୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଦାବି କରିବା ବିଷୟରେ ଆଲୋଚନା କରି ସଂପୃକ୍ତ କାର୍ଯ୍ୟାଳୟର ଅଧିକାରୀଙ୍କ ସହ ଶୀଘ୍ର ଯୋଗାଯୋଗ କରି ସମାଧାନ କରିବା ପାଇଁ ମତପ୍ରକାଶ ପାଇଥିଲା ।  ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ ନରେଶ କୁମାର ଦାଶ, ଗୋପଭୂଷଣ ନାଥ, ନିରୁପମା ଉଦ୍‌ଗାତା, ବୃନ୍ଦାବନ ବରାଳ, ଜୟରାମ ମିଶ୍ର, କପିଳେଶ୍ୱର ଖମାରୀ, ତରୁଣ ମିଶ୍ର, ଶତୃଘନ ସିଂହ, ଗୋପବନ୍ଧୁ ପୁରୋହିତ, ଉପସଭାପତି ନିତ୍ୟାନନ୍ଦ ମିଶ୍ର, କୋଷାଧକ୍ଷ  ତ୍ରିଭୂବନଦାଶ ଭମର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ସହ-ସଂପାଦକ ଚକ୍ରପାଣି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026

You Might Also Like