-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ହାଇସ୍କୁଲ ୧୯୭୨ ବ୍ୟାଚର ୫୦ ବର୍ଷ ପୁର୍ତ୍ତି ଉପଲକ୍ଷେ  ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ

06-Mar-2022



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୨ ବ୍ୟାଚର ୫୦ ବର୍ଷ ପୁର୍ତ୍ତି ଉପଲକ୍ଷେ ଜିଲ୍ଲା ସାମ୍ବାଦିକ ଭବନ ଠାରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଓ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ବିଜୟ କୁମାର ଦିକ୍ଷିତ ଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସେ ସମୟରେ ଥିବା ଶିକ୍ଷକ ଲକ୍ଷ୍ମୀ ନାରାୟଣ ଦାଶ, ପ୍ରାଣବନ୍ଧୁ ନାୟକ, ଶ୍ୟାମ ସୁନ୍ଦର ଉଦ୍‌ଗାତା, ଭାବଗ୍ରାହୀ ରଥ, ଘାସିରାମ ବିଶ୍ୱାଳ, ପ୍ରଫୁଲ୍ଲ କୁମାର ମହାନ୍ତି ପ୍ରମୁଖଙ୍କୁ ସ୍ମରଣିକା କମିଟିର ପରିଚାଳନା ସଂପାଦକ ଭବାନୀ ଶଙ୍କର ପଟେଲ, ରାମ ଶଙ୍କର ନନ୍ଦ, ଗୋପବନ୍ଧୁ ଶତପଥୀ, ସୁରେନ୍ଦ୍ର କୁମାର ତ୍ରିପାଠୀ, ଅଶୋକ ଶତପଥୀ ଓ ବିଜୟ କୁମାର ଦିକ୍ଷିତ ମାନପତ୍ର ପାଠ କରିଥିଲେ ଓ ଶିକ୍ଷକମାନେ ପରସ୍ପରକୁ

ମାନପତ୍ର ପ୍ରଦାନ କରିଥିଲେ । ସମ୍ମାନିତ କାର୍ଯ୍ୟକ୍ରମ ପରେ ଶିକ୍ଷକମାନେ ଆଶିର୍ବଚନ ପ୍ରଦାନ କରିଥିଲେ । ପରେ ସ୍ମରଣିକା ଉନ୍ମୋଚିତ ହେଲା ପରେ ସ୍ମରଣିକା କମିଟି ସଦସ୍ୟମାନେ ବକ୍ତବ୍ୟ ରଖିଥିଲେ । ପୂର୍ବରୁ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଉଦ୍‌ଘାଟନ ଓ ସମ୍ମାନିତ କାର୍ଯ୍ୟକ୍ରମ ପରେ ୭୨ ବ୍ୟାଚ ର ପରିବାର ସହ ଯୋଗଦେଇ  ଥିବା ବନ୍ଧୁ ପତ୍ନୀ ସାଙ୍ଗରେ କ୍ରମାନ୍ୱୟରେ ମଞ୍ଚକୁ ନିମନ୍ତ୍ରଣ କରାଯାଇଥିଲା । ସେମାନେ ସପତ୍ନିକ ମଂଚକୁ ଯାଇ ସଂକ୍ଷିପ୍ତ ବକ୍ତବ୍ୟ ରଖିଥିଲେ । ଏଥିରେ ରାଜ୍ୟ ଭିତରୁ ଓ ଦେଶ ବିଦେଶରେ ଥିବା ବ୍ୟାଚ ସାଙ୍ଗ ଯୋଗଦେଇଥିଲେ । ମଧ୍ୟାହ୍ନ ଭୋଜନ ପରେ ଫଟୋ କାର୍ଯ୍ୟକ୍ରମ ଓ ବ୍ୟାଚର କଳାକାରମାନେ ମନୋରଂଜନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଥିଲେ । ଦିନ ତମାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026

You Might Also Like