-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   (08-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||     

HOME   ଜିଲ୍ଲା

ତୁଷୁରା ପୌରପରିଷଦ ନିର୍ବାଚନ ପାଇଁ ବିଜେଡି ସମର୍ଥିତ ଅଧ୍ୟକ୍ଷ ଓ ୯ଜଣ କାଉନସେଲ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ

06-Mar-2022



ଗୁଡ଼ଭେଲା-ତୁଷୁରା ଏନସି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଳ ୪ଦିନ ହେଲାଣି କେହି ଦାଖଳ କରିନଥିବା ବେଳେ ରାଜ୍ୟ ମହିଲା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁୁକୁନୀ ସାହୁଙ୍କ ଉପସ୍ଥିତିରେ ରବିବାର ବିଜୁ ଜନତା ଦଳ ସମର୍ଥିତ ଅଧ୍ୟକ୍ଷ ପ୍ରାର୍ଥୀ  ଅଜୟ କୁମାର ଜୟଶ୍ୱାଳ ସମେତ ୯ଜଣ କାଉନସେଲର ନିଜ ନିଜ ପ୍ରାର୍ଥୀପତ୍ର ତୁଷୁରା କାର୍ଯ୍ୟାଳୟରେ ନିର୍ବାଚନ ଅଧିକାରୀ ତଥା ତୁଷୁରା ତହସିଳଦାର ରବିନ୍ଦ୍ର

ପଟେଲଙ୍କ ଠାରେ ଦାଖଳ କରିଛନ୍ତି । ପ୍ରଥମେ ସହର ସ୍ଥିତ ମାଁ ସମଲେଶ୍ୱରୀ ମନ୍ଦିରରେ ପୂଜାଅର୍ଚ୍ଚନା କରିବା ପରେ ଏକ ଶୋଭାଯାତ୍ରାରେ ଦଳିୟ କର୍ମୀଙ୍କ ସହ ଏନଏସି କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚିଥିଲେ । ଅନ୍ୟପକ୍ଷରେ ୧ମ ଓ ୨ୟ ଦିନରେ କୌଣସି ନାମାଙ୍କନ ପତ୍ର ବିକ୍ରୀ ହୋଇ ନଥିବା ବେଳେ ୩ୟ ଦିନରେ ୨ଜଣ ଅଧ୍ୟକ୍ଷ  ଓ ୨ଜଣ କାଉନସେଲର । ୪ର୍ଥ ଦିନରେ ୨ଜଣ ଅଧ୍ୟକ୍ଷ ଓ ୨ଜଣ କାଉନସେଲର, ୫ମ ଦିନରେ ଜଣେ ଅଧ୍ୟକ୍ଷ ଓ ୨୩ଜଣ କାଉନସେଲରଙ୍କ ନାମାଙ୍କନ ପତ୍ର ବିକ୍ରୀ ହୋଇଥିବା ବେଳେ ମୋଟ୫ଜଣ ଅଧ୍ୟକ୍ଷ ଓ ୩୦ଜଣ କାଉନସେଲର ପ୍ରାର୍ଥୀ ନାମାଙ୍କନ ପତ୍ର କ୍ରୟ କରିଥିବା ପ୍ରଶାସନ ପକ୍ଷରୁ ପ୍ରକାଶ । ତୁଷୁରା ଏନଏସିରେ ୧୧ଟି ୱାର୍ଡ ରହିଥିବା ବେଳେ ୮୨୭୪ ଜଣ ଭୋଟର ରହିଛନ୍ତି । ୪୧୮୭ ପୁରୁଷ , ୪୦୮୬ ଜଣ ମହିଲା ଓ ଜଣେ ଅନ୍ୟନ୍ୟ ବର୍ଗର ଭୋଟର ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଜୋନ ଫାଇନାଲ ମ୍ୟାଚ   08-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026

You Might Also Like