-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷରୁ ସଫେଇ ଅଭିଯାନ ଓ ବିଶ୍ୱ ଶାନ୍ତି ପାଈଁ ପ୍ରାର୍ଥନା

06-Mar-2022



ସୁବର୍ଣ୍ଣପୁର- ଆଜି ସୁବର୍ଣ୍ଣପୁର ପଟାଭାଡ଼ି ସ୍ଥିତ ଶ୍ରୀ ରାମଜୀ ମନ୍ଦିର ପ୍ରାଙ୍ଗଣରେ ବିଶ୍ୱ ଶାନ୍ତି ପ୍ରତିଷ୍ଠା  ସକାଶେ ବିଶ୍ୱ ଶାନ୍ତି ମନ୍ତ୍ର ପଠନ ସହିତ  ସାମୁହିକ ପ୍ରାର୍ଥନା କରାଯାଇଛି । ସମଗ୍ର ବିଶ୍ବରେ ମାନବ ସମାଜକୁ  ବର୍ତମାନ ବ୍ୟଥିତ କରିଥିବା  ଋଷ ଓ ୟୁକ୍ରେନ ଯୁଦ୍ଧ ର  ସମାପ୍ତି  ଓ ଦେଶ ତଥା ପୃଥିବୀ  ରେ ଶାନ୍ତି ପ୍ରତିଷ୍ଠା ଓ ସେଠାରେ ଫସି  ରହିଥିବା  ବିଭିନ୍ନ ଦେଶ ର ଛାତ୍ରଛାତ୍ରୀଙ୍କୁ  ସୁରକ୍ଷିତ ଉଦ୍ଧାର  ଲକ୍ଷ ନେଇ ଆଜି ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଏହି କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ସଭାପତି ଶ୍ରୀ ଲଷ୍ମୀ ନାରାୟଣ ମେହେରଙ୍କ ପରାମର୍ଶ କ୍ରମେ ଶ୍ରୀ ଗରିବ ଲୋଇ ,  ରାମଚନ୍ଦ୍ର ଆଗ୍ରୱାଲା ଙ୍କ ତତ୍ୱାବଧାନ ରେ ଓ  ମନୋରଞ୍ଜନ ତ୍ରିପାଠୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ  ଏହି କାର୍ଯ୍ୟକ୍ରମରେ ଇନ୍ଦୁମତୀ ପୁରୋହିତ, ସଂଗୀତl ନାଏକ, ଲଡ଼ୁକିଶୋର ମଲ୍ଲିକ, ମନୋଜ

ପଣ୍ଡା, ,ଅମର ଭୁତ, ପ୍ରମୋଦ ସାହୁ , ଦିଲୀପ ଭୁକ୍ତା,  ସିମlଞ୍ଚଳ ହୋତା, ଗୋପାଳ ମେହେର, ପ୍ରତାପ ଦାଶ, ଚୌଧୀରି ବିଭାର, ଯୋଗେଶ ଅଗ୍ରୱାଲl, ତ୍ରିଲୋଚନ ତରିଆ, କ୍ରିଷ୍ଣା ମେହେର,ପ୍ରମୋଦ ମାହାଣା, ଦିଲ୍ଲୀପ ଭୁକ୍ତା, ଗୋକୁଳ ଠାକୁର, ଜୟ ନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ଥଲେ l ପରେ ପରେ ସଂଗଠନ ର ସକ୍ରିୟ ସଭ୍ୟ ମଝିପଡ଼ା ର ଜୟନ୍ତ ବେହେରାଙ୍କ ପିତାଙ୍କ ଗଙ୍ଗା ଶ୍ରାଦ୍ଧ କାର୍ଯ୍ୟକ୍ରମ ରେ ମା ସମଲେଇଙ୍କ ମନ୍ଦିର ରେ ସମସ୍ତେ ଯୋଗ ଦେଇ  ସ୍ବର୍ଗୀୟ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରି  ଉକ୍ତ ପରିବାର କୁ ସମବେଦନା ଜଣାଇଥିଲେ l ଏବଂ  ୩୫୦୦ ଟଙ୍କା ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ  ସାମୁହିକ ଭାବେ ଆର୍ଥିକ ସହାୟତା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like