-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

କୁଲତା ସମାଜ ସମ୍ବଲପୁରର ୨୪ତମ ବାର୍ଷିକ ବନ୍ଧୁ ମିଳନ ଅନୁଷ୍ଠିତ

06-Mar-2022



ସମ୍ବଲପୁର( ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ) : କୁଲତା ସମାଜ ସମ୍ବଲପୁରର ୨୪ତମ  ବାର୍ଷିକ ବନ୍ଧୁ ମିଳନ ରବିବାର  ସ୍ଥାନୀୟ ରାମଚଣ୍ଡୀ ସେବାସଦନ ଦାନୀପାଲି ଠାରେ  ଅନୁଷ୍ଠିତ ହୋଇଥିଲା I କୁଲତା ସମାଜ ସମ୍ବଲପୁରର ଉପ ସଭାପତି କୃପାସିନ୍ଧୁ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଇଞ୍ଜିନିୟର ଦେବାର୍ଚ୍ଚନ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ l ଜଗଦୀଶ ବିଶ୍ୱାଳ, ନବୀନ ଗୁପ୍ତା, ସୁଷମା ସାହୁ, ଚୂଡ଼ାମଣି

ବାରିକ ପ୍ରମୁଖ ସମ୍ବାନିତ  ଅତିଥି ଭାବେ ଯୋଗଦାନ କରିଥିଲେ l ଡ଼ଃ ଗୋରୀ ଦାଶ ପ୍ରଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଗତ ୨୦୧୯-୨୦ ଏବଂ ୨୦୨୦-୨୧ ଶିକ୍ଷା ବର୍ଷରେ ଦଶମ ଶ୍ରେଣୀରେ ୮୦ ପ୍ରତିଶତରୁ ଉର୍ଦ୍ଧ ମାର୍କ ରଖିଥିବା ସମାଜର ୧୪୭ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଟପ୍ପର ଛାତ୍ର ସୋମ୍ୟରଞ୍ଜନ ଖମାରୀ, ରୋହିଣୀ ପ୍ରଧାନ, ମୋହିତ ପ୍ରଧାନ ଏବଂ ଧନଶ୍ରୀ ସାହୁଙ୍କୁ ଅତିଥି ଗଣ ସମ୍ବର୍ଦ୍ଧିତ କରିଥିଲେ I ସମାଜସେବା ତଥା ଶିକ୍ଷା ଓ କଳା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ହୃଷିକେଶ ବଢ଼େଇ, ରାମଚନ୍ଦ୍ର ଭୋଇ, ବିଦେଶୀ ପ୍ରଧାନ ଏବଂ ସଫଳ ମହିଳା ଚାଷୀ ସରସ୍ବତୀ ବାରିକ, ଚାଷୀ ସୁଦାମ ସାହୁ, ମନବୋଧ ବାରିକ, ଲକ୍ଷ୍ମଣ ଖମାରୀ ଏବଂ ସୁଜିତ ବିଶ୍ୱାଳଙ୍କୁ ମାନପତ୍ର, ଉପ ଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ଚିତ୍ରାଙ୍କନ ପ୍ରତିଯୋଗୀତାରେ କୃତି ପ୍ରତିଯୋଗୀଙ୍କୁ ସ୍ଵIନ୍ତାନା ମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା I ଏହି ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମକୁ ସୁପ୍ରଭା ପ୍ରଧାନ ପରିଚାଳନା କରିଥିଲେ I ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ମହାନଗର ନିଗମ ଅଂଚଳରେ ବସବାସ କରୁଥିବା ୫୦୦ରୁ ଉର୍ଦ୍ଧ ପରିବାରର ୨୫୦୦ରୁ ଉର୍ଦ୍ଧ ଜାତି ଭାଇଙ୍କ ସମାଗମ ହୋଇଥିଲା l ସାଧାରଣ ସମ୍ପାଦକ ଦେଵତ୍ତମ ପ୍ରଧାନ ୨୦୧୯-୨୦ ଏବଂ ୨୦୨୦-୨୧ ଉଭୟ ବର୍ଷର ଆୟ ବ୍ୟୟ ପ୍ରଦାନ ପୂର୍ବକ ସମ୍ପାଦକୀୟ  ବିବରଣୀ ପଠନ କରିଥିଲେ l ଏହି ଅବସରରେ ସକାଳ ୯ ଘଣ୍ଟାରୁ ଯଥା ରୀତି ନୀତି ପୂଜା ପାଠ ଆରମ୍ଭ ହୋଇଥିଲା l କୁଲତା ସମାଜର ବିଶିଷ୍ଟ ପୂଜକ

ପଣ୍ଡିତ ଉପେନ୍ଦ୍ର ନାରାୟଣ ଭୋଇ, ଦେବୀ ପ୍ରସାଦ ଭୋଇ ଓ ନିର୍ମଳ ପ୍ରଧାନ ମା' ରାମଚଣ୍ଡୀଙ୍କ ପୂଜା ପାଠ କରିଥିଲେ l ଏହି ଅବସରରେ ହାରାଧନ ପ୍ରଧାନ, ଲଷ୍ମଣ ପ୍ରଧାନ, ଜଟା ଭୂଷଣ ସାହୁ, ନାରଦ ପାତ୍ର, ମୁରଲୀ ପ୍ରଧାନ,  ଦୟାନିଧି ବିଶ୍ୱାଳ, ଦେବଦତ୍ତ ସାହୁ, କ୍ଷୀରୋଦ ପ୍ରଧାନ,ରଞ୍ଜନ ପାତ୍ର, ଅକ୍ଷୟ ପ୍ରଧାନ,ପ୍ରେମାନନ୍ଦ ସାହୁ, ରବି ନାରାୟଣ ପ୍ରଧାନ, ରଂଜିତ ପ୍ରଧାନ, ସରୋଜ ସାହୁ  ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l ଶେଷରେ ଯୁଗ୍ମ ସମ୍ପାଦକ ଚୂଡ଼ାମଣି ବାରିକ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like