-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ନୁଆଁ-ଖଇରପାଲି ଗ୍ରାମର ରେ ୫୧ ୟୁନିଟ ରକ୍ତ ସଂଗ୍ରହ

06-Mar-2022



ବରଗଡ:- ରକ୍ତଦାନ ଜୀବନ ଦାନ । ଏକ ବିଂଶ ଶତାବ୍ଦୀର ବିଜ୍ଞାନ ଯୁଗରେ ମଣିଷ ଯେତେ ଆଗକୁ ବଢିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ରକ୍ତର କୌଣସି ବିକଳ୍ପ ବ୍ୟବସ୍ଥା ବାହାରି ନାହିଁ । ଯଦି ଜଣେ ମଣିଷକୁ ରକ୍ତର ଅଭାବ ହୁଏ ତେବେ ଆଉ ଜଣେ ମଣିଷ ରକ୍ତଦାନ କଲେ ତାହା ପୂରଣ ହୋଇଥାଏ । ତେବେ ବର୍ତ୍ତମାନ ଯୁଗରେ ସଭ୍ୟ ସମାଜରେ ରକ୍ତଦାନ କ୍ଷେତ୍ରରେ ଲୋକେ ଅନେକ ସଚେତନ ଥିବାବେଳେ ଗ୍ରୀଷ୍ମ ଋତୁରେ ସଧାରଣତଃ ରକ୍ତ ଦାନ ଶିବିର ମାତ୍ର କମ ହେଉଥିବା କାରଣରୁ ବିଭିନ୍ନ ରକ୍ତଭଣ୍ଡାର ମାନଙ୍କରେ ରକ୍ତ ଅଭାବ ଦେଖାଯାଇଥାଏ । ଏହି ରକ୍ତ ଅଭାବକୁ କିଛିମାତ୍ରାରେ ପୂରଣ କରିବାକୁ ଯାଇ ଆଜି ଅତାବିରା ନୁଆଁଖଇରପାଲି ଗ୍ରାମ ରାମ ମନ୍ଦିର ପ୍ରାଙ୍ଗଣରେ ଅତାବିରା କୋଶଲ ଆନ୍ଧ୍ର ୱେଲ-ଫେଆର ଆସୋସିଏସନ ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଏହି ରକ୍ତଦାନ ଶିବିରରେ ଗ୍ରାମର ଦୁଇଜଣ ବରିଷ୍ଠ ବ୍ୟକ୍ତି ସିଏଚ. ଚକ୍ରବର୍ତ୍ତୀ ଓ ବି ସତ୍ୟନାୟନ ଯୋଗଦାନ କରି ଆନୁଷ୍ଠାନିକ ଭାବରେ ରକ୍ତଦାନ ଶିବିରକୁ ଉଦ୍ଘାଟନ କରିଥିବାବେଳେ ରକ୍ତଦାତା ଙ୍କୁ ଉତ୍ସାହିତ କରିଥିଲେ । ଏହି ରକ୍ତଦାନ ଶିବିରରେ ୧୧ ଜଣ ମହିଳା ରକ୍ତଦାତା ଙ୍କ ସମେତ ମୋଟ ୫୧ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।ଏହି ରକ୍ତଦାନ ଶିବିର ରେ ରକ୍ତ ସଂଗ୍ରହ ରେ ସମସ୍ତ ପ୍ରକାର ସାହାଯ୍ୟ କରିଥିଲେ, ବରଗଡ଼ ରକ୍ତ ଭଣ୍ଡାର ର କର୍ମଚାରୀ ବୃନ୍ଦ । 
    ନିସ୍ୱାର୍ଥପର ଭାବରେ ରକ୍ତଦାନ କରିଥିବା ସମସ୍ତ ରକ୍ତଦାତା ତଥା ନୁଆଁ ଖଇରପାଲି ଗ୍ରାମବାସୀଙ୍କୁ କୋଶଲ ଆନ୍ଧ୍ର ୱେଲଫେଆର  ଆସୋସିଏସନ ତରଫରୁ ବହୁତ ବହୁତ ସାଧୁବାଦ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like