-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ନିହାଲପ୍ରସାଦ ପୋଲିସ ର ଅଚାନକ ଚଢ଼ାଉ ରେ ବାଲି ଗାଡି ସହିତ ଜଣେ ଗିରଫ

06-Mar-2022



ଢେଙ୍କାନାଳ /ଗଂଦିଆ: ବଲିଘାଟ ନିଲାମ ବନ୍ଦ କିନ୍ତୁ ଚୋରା ବାଲି ଚାଲାଣ ଙ୍କୁ ପ୍ରଶୟ ଦେଉଛି କିଏ, ପିଙ୍ଗୁଆ ରାଜସ୍ୱ କାର୍ଯ୍ୟଳୟ କଣ ନାହିଁରେ ଜଡ଼ାତେଲ ଦେଇ କୁମ୍ଭକର୍ଣ୍ଣ ନିଦ୍ରାରେ ସୋଇଛି ନା ମିଳି ଭଗତ ରେ ଚାଲିଛି ବ୍ରlହ୍ମଣି ରୁ ବାଲି ଓ ପ୍ରଶାସନ ର ଉଦାସୀନତା, ଏହା ଢେଙ୍କାନାଳ ଜିଲ୍ଲା ଗଂଦିଆ ତହସିଲ ର ପିଙ୍ଗୁଆ ରାଜସ୍ୱ ନିରୀକ୍ଷକ ଙ୍କ ଅଧିନସ୍ତ ଖଣ୍ଡବନ୍ଧ ଗ୍ରାମରୁ ଏକ ବାଲି ବୋଝେଇ ଟ୍ରାକ୍ଟର ନମ୍ବର ORo4L-7627ଟ୍ରଲି ନମ୍ବର OR 04L-7628କୁ କୋର୍ଟ ପଠାଇଲା ନିହାଲପ୍ରସାଦ ପୋଲିସ, ପୋଲିସ ଠାରୁ ସୂଚନା ପାଇଁ ଆଜି ପୂର୍ବାହ୍ନ ରେ ଗଂଦିଆ ଅତିରିକ୍ତ ତହସିଲଦାର ଗିତୁ ବେହେରା ସଦଳ ବଳେ କଲୁଣିଗଡା, ଖଣ୍ଡ ବନ୍ଧ ଓ ପିଙ୍ଗୁଆ ଗାଁ ରେ ଚଢ଼ାଉକରୀ 500ଟ୍ରିପ ରୁ ଉର୍ଦ୍ଧ ଚୋରା ଗଛିତ ବାଲି କlଣ୍ଡିକୁ ଜବତ

କରିଛନ୍ତି, ଆଉ ଏକ ଟ୍ରାକ୍ଟର କୁ ଧରି 20000ଟଙ୍କା ର ଜୋରିମାନା ଆଦାୟ କରିଛନ୍ତି, ଚୋରା ରେ ଗଛିତ ବାଲି କlଣ୍ଡିଗୁଡିକୁ ନିଲାମ କରାଇବା ପାଇଁ ନିର୍ଦେଶ ଦେଲେ ଅତିରିକ୍ତ ତହସିଲଦାର, ସମୟକୁ ଅପେକ୍ଷା କେବେ କେଉଁ ଦିନ ଗଛିତ ବାଲି କlଣ୍ଡିକୁ କେତେଟଙ୍କାରେ ନିଲାମ କରୁଛନ୍ତି ଗଂଦିଆ ତହସିଲ, ନାଁ ରାଧେ ରାଧେ ନୀତି ଆପଣେଇ ପକେଟ ଗରମ କରିବ ଗଂଦିଆ ପ୍ରଶାସନ ଏହା ଆଜି ସାଧାରଣ ରେ ଗୁଞ୍ଜରଣ ସୃଷ୍ଟି ହୋଇଛି, ଅପେକ୍ଷା କରନ୍ତୁ ଖୁବ ଶୀଘ୍ର ପିଙ୍ଗୁଆ ରାଜସ୍ୱ ନିରୀକ୍ଷକ କାର୍ଯ୍ୟଳୟ ର ଗୁମର ଖୋଲିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like