-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ସ୍ବାଧୀନତା ର ଅମୃତ ମହୋତ୍ସବ ଅବସରରେ ସିଆରପିଏଫ ୧୮୯ବାଟାଲିଅନ ତରଫରୁ ନାଗରିକ ସଂପର୍କ ଅଭିଯାନ

07-Mar-2022



ଖପ୍ରାଖୋଲ (ବସନ୍ତ ମେହେର) : ସ୍ବାଧୀନତା ର ଅମୃତ ମହୋତ୍ସବ ଅବସରରେ ସିଆରପିଏଫ ୧୮୯ବାଟାଲିଅନ ତରଫରୁ ନାଗରିକ ସଂପର୍କ ଅଭିଯାନ ଆୟୋଜିତ ହୋଇଯାଇଛି ।ଦେଶର ସମ୍ବର୍ଦ୍ଧନ,ଦେଶର ସୁରକ୍ଷାକୁ  ନେଇ ବି    ସି ଆର୍ ପି ଏଫ୍  ଖପ୍ରାଖୋଲ  ଓ ଡି ସି ଆର୍ ପି ଏଫ୍   ହରିଶଙ୍କର  ଦ୍ବାରା ଏହି ନାଗରିକ ସଂପର୍କ ଅଭିଯାନ  ଆୟୋଜିତ  ହୋଇଥିଲା । ସିଆରପିଏଫ କମାଣ୍ଡେଣ୍ଟ  ପୱନ କୁମାର ତିୱାରୀଙ୍କ ମାର୍ଗଦର୍ଶନରେ ସେକେଣ୍ଡ ଇନ କମାଣ୍ଡ ପି କେ ସାହୁ,ଡେପୁଟି କମାଣ୍ଡେଣ୍ଟ ରାଜୀବ କୁମାର,ସହକାରୀ କମାଣ୍ଡ ଲଖବିନ୍ଦର ସିଂ, ଙ୍କ  ଉପସ୍ଥିତିରେ  ରେଡିଓ ସେଟ୍ ସୌର ଚାଳିତ ଲାନଟିନ,ଅତ୍ୟାବଶ୍ୟକ ଔଷଧ ଆଦି   ହରିଶଙ୍କର,ଚଞ୍ଚଲବାହାଲି,ନୂଆଁପାଲି,ବାଟିପଥର ,ବୁରୋମାଲ,ବାହ୍ମନୀ, ତୁର୍ଲା,ତାମ୍ବିପଦର,ବାଘଝରନ,
ନାନ୍ଦୁପଲା,ଡୁଡୁଙ୍ଗଧରା,ଭରତିଆ,
ଲୁହୁରାଡୁଙ୍ଗୁରୀ, ଯମୁନାପାଲି, କନ୍ଦରାଭଟା, ମହୁଲପାଲି, ସର୍ଗିପାଲି,ମହରାପଦର,କୁଡୁର୍ଲା,ଗ୍ରାମରେ  ବଣ୍ଟନ କରିଥିଲେ । ଏହି ଅବସରରେ  ସିଆରପିଏଫ କମାଣ୍ଡେଣ୍ଟ ପୱନ କୁମାର ତିୱାରୀ ଗ୍ରାମବାସୀମାନଙ୍କୁ ସଚେତନ କରିବା ସହ ସେମାନେ ଯଦି କୌଣସି  ସମସ୍ୟା ଭୋଗୁଛନ୍ତି ତେବେ ତାହା ସିଆରପିଏଫ ର

କମ୍ପାନୀ  କମାଣ୍ଡର ମାନଙ୍କୁ  ସୂଚୀତ କଲେ ତାର ସମାଧାନ  କରାଯିବ । ଏଥି ପାଇଁ  ସମସ୍ତ ଗ୍ରାମର   ଅଧିବାସୀ ମାନେ  ସଚେତନ ହେବାକୁ  ସେ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ  ବିଭିନ୍ନ  ଗ୍ରାମର ଅଧିବାସୀ ମାନେ ତଥା ଗଣମାନ୍ୟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ । ସୂଚନାଯୋଗ୍ଯ ଯେ ଦେଶର ଆଭ୍ୟନ୍ତରୀଣ ନିରାପତ୍ତା ପାଇଁ  ନିଜକୁ ସମର୍ପିତ  କରି ସିଆରପିଏଫ ୧୮୯ବାଟାଲିଅନ  ଦେଶର ସମ୍ମାନ ବଜାୟ ରଖିବାକୁ  ସର୍ବଦା  ସମର୍ପିତ  ତଥା ବିଭିନ୍ନ ସମୟରେ  ସିଆରପିଏଫ ୧୮୯ବାଟାଲିଅନ  ନିଜର  ସାମାଜିକ ଦାୟିତ୍ୱ ନିର୍ବାହ କରି   ସାଧାରଣ ଲୋକଙ୍କ  ସହ ଏକ ଆତ୍ମିକ ଭାବଗତ  ସଂପର୍କ ରଖି ଆସିଛି । ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରି ବାଣ୍ଟି ଆସିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like