-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଞ୍ଚଳ ରେ ଫାଇଲେରିଆ ନିରାକରଣ ଅଭିଯାନ ଆରମ୍ଭ

07-Mar-2022




ବରଗଡ/ପଦ୍ମପୁର/ପାଇକମାଲ(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ରେ ଆଜି ଫାଇଲେରିଆ ନିରାକରଣ ଅଭିଯାନ ସମସ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ସମସ୍ତ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଅନ୍ତର୍ଗତ ଗ୍ରାମ ମାନଙ୍କରେ ନିୟୋଜିତ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ ମାନେ ଘରକୁ ଘର ବୁଲି ଡି.ଇ.ସି ବଟିକା ଏବଂ କୃମି ନାଶକ ଆଲବେଣ୍ଡାଜୋଲ୍ ବଟିକା ର ଗୋଟିଏ ମାତ୍ରା ୨ବର୍ଷ ରୁ ଅଧିକ ବ୍ୟକ୍ତି ବିଶେଷ ଙ୍କୁ ଗୋଟିଏ ମାତ୍ରା ଖୁଆଇବା ଦେଖାଯାଇଛି । ସାର୍ବଜନୀନ ବାତଜ୍ୱର କୁ ରୋକିବା ଲକ୍ଷ୍ୟରେ ଓଡ଼ିଶା ରାଜ୍ୟ ସରକାର ଙ୍କ ଏହା ଏକ ବିରାଟ ପଦକ୍ଷେପ ଅଟେ ।ତା ୦୭.୦୩.୨୦୨୨ରିଖ ଠାରୁ ଆରମ୍ଭ ହୋଇଥିବା ଫାଇଲେରିଆ ନିରାକରଣ ଅଭିଯାନ ଦିର୍ଘ ୯ ଦିନଧରି ଅର୍ଥାତ୍ ତା୧୬.୦୩.୨୦୨୨ରିଖ ପର୍ଯ୍ୟନ୍ତ ଏହି ଅଭିଯାନ ହେବାର କାର୍ଯ୍ୟକ୍ରମ ରହିଥିବାବେଳେ ମୁଖ୍ୟତଃ ୩ ଦିନଧରି ଘରକୁ ଘର ବୁଲି ଓୈାଷଧ ସେବନ କରିବାର କାର୍ଯ୍ୟକ୍ରମ ରହିଛି ।ଏ ଅବସରରେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ୧୬ ଗୋଟି ସ୍ୱାସ୍ଥ୍ୟ ଉପକେନ୍ଦ୍ର ଅଧିନରେ ଥିବା ସମସ୍ତ ଗ୍ରାମମାନଙ୍କରେ ଟିମ୍

ମାନ ଗଠନ କରାଯାଇ ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ ମାନେ ସିଧାସଳଖ ତାଙ୍କ ଉପସ୍ଥିତି ରେ ବଟିକା ଖୁଆଉଥିବାର ଲକ୍ଷ୍ୟ କରାଯାଇଛି । ଓୈାଷଧ ଖୁଆଇବା ସମୟରେ ଓୈାଷଧ ସେବନକାରୀ ବ୍ୟକ୍ତି ଙ୍କୁ ପ୍ରଥମେ ବାମ ହାତର ବିଶି ଆଙ୍ଗୁଠି ରେ ମାର୍କର ପେନ୍ ରେ ନଖଓଚର୍ମ କୁ ଲାଗି ଚିହ୍ନ ଦେଲାପରେ ଓୈାଷଧ ସେବନ କରାଉଥିବା,ଘରକାନ୍ଥରେ କ୍ରମିକ ନଂ, ଗୃହ ନଂ,କେତେଜଣ ଉପସ୍ଥିତ,କେତେଜଣ ଓୈାଷଧ ସେବନ କଲେ ଇତ୍ୟାଦି ଲେଖା ହେଉଥିବା ପରିଲକ୍ଷିତ କରାଯାଇଛି ।ଏହି କାର୍ଯ୍ୟକ୍ରମ ର ବ୍ୟାପକ ସଫଳତା ଏବଂ ତଦାରଖ ଉଦ୍ଦେଶ୍ୟରେ ସୁପରଭିଜନ ପାଇଁ ସମସ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ଓ ପୁରୁଷ ସ୍ୱାସ୍ଥ୍ୟ କର୍ମୀ ମାନଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଛି ବୋଲି ପି.ଏଚ.ଇ.ଓ ତୁଷ କୁମାର ଚନ୍ଦ୍ରକାର ଏବଂ ବୁକୁରାମୁଣ୍ଡା ରେ କାର୍ଯ୍ୟରତ ଭିବିଡିଟିଏସ ସାନୋଜ ଦାଶ ଙ୍କ ଠାରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like