-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ମହାବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ପ୍ରମିଳାଙ୍କୁ ଏନସିଇଆରଟି ପକ୍ଷରୁ ଜାତୀୟ ଆଇସିଟି ପୁରସ୍କାର

07-Mar-2022



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ପ୍ରାକ୍ତlନ ଛାତ୍ରୀ ପ୍ରମିଳା କୁମାରୀ ସାହୁଙ୍କୁ ନୂଆଦିଲ୍ଲୀରେ ଏନସିଇଆରଟି ପକ୍ଷରୁ ଜାତୀୟ ଆଇସିଟି ପୁରସ୍କାର ପ୍ରଦାନ କରାଯାଇଛି।ସେ ବର୍ତ୍ତମାନ ଜଗତସିଂହପୁର ଜବାହର ନବୋଦୟ ବିଦ୍ୟାଳୟରେ ଗଣିତ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ।କରୋନା କାଳରେ ଅନଲାଇନରେ  ସରଳ ବୋଧଗମ୍ୟ ଭାଷାରେ ବୁଝାଇ ସ୍ଵତନ୍ତ୍ର ଆପ୍ ବ୍ୟବହାର କରି glory with mathematics ୟୁଟ୍ୟୁବ୍ ଚାନେଲ୍ pramilasahoo.com website ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦାନ କରି ଆସୁଛନ୍ତି। ନୂଆ ଜ୍ଞାନ କୌଶଳ ଦ୍ଵାରା ସେ ଗଣିତର ଗହନତତ୍ତ୍ଵକୁ ବୁଝାଇ ପାରିଛନ୍ତି। ତାଙ୍କର ଏହି  ସଫଳତାର ଶ୍ରେୟ ସ୍ଵାମୀ ଇଂ.ଶୁଭେନ୍ଦୁ ଶେଖର ସାହୁ ଶ୍ଵଶୁର ଜାତୀୟ ପୁରସ୍କାର ପ୍ରାପ୍ତ ଟିକାବାଲି ଶିକ୍ଷା ଜିଲ୍ଲା ଅଧିକାରୀ ଉଦୟନାଥ ସାହୁ, ଓଡ଼ିଆ ବିଭାଗ ଅଧ୍ୟାପକ ଡ଼.ବିଭୂତିଭୂଷଣ ଆଚାର୍ଯ୍ୟ, ଶଶାଙ୍କ ଶେଖର ସାହୁ ଙ୍କୁ ପ୍ରଦାନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like