-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||     

HOME   ରାଜନୀତି

ଆଜି ଥିଲା ପ୍ରାର୍ଥୀ ପତ୍ର ଦାଖଲ ର ଶେଷ ଦିନ : ବଲାଙ୍ଗିର ମୁନିସିପାଲିଟି ଅଧ୍ୟକ୍ଷl ଆସନ ପାଇଁ ଭାରତୀୟ ଜନତା ପାର୍ଟି ରୁ ମହିଳା ପ୍ରାର୍ଥୀ ଭlବରେ ପ୍ରାର୍ଥୀ ପତ୍ର ଦାଖଲ କଲେ ସବିତା ବାର୍ଲା, ତିନି ପ୍ରମୁଖ ଦଳ ମଧରେ ହେବ କଡା ମୁକାବିଲା

07-Mar-2022



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ମୁନିସିପାଲିଟି ର ଅଧ୍ୟକ୍ଷl ଆସନ ପାଇଁ ଭାରତୀୟ ଜନତା ପାର୍ଟି ରୁ ମହିଳା ପ୍ରାର୍ଥୀ ଭlବରେ ଜିଲ୍ଲା ଓକିଲ ସଂଘ ର ସମ୍ପାଦକ ଅମନ ନାଗ ଙ୍କ ଧର୍ମପତ୍ନୀ ସବିତା ବାର୍ଲା ଆଜି ନିଜର ସମର୍ଥକ ମାନଙ୍କ ସହିତ ଆସି ବଲାଙ୍ଗିର ମୁନିସିପାଲିଟି କାର୍ଯ୍ୟାଳୟରେ ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି l
ସୂଚନାଯୋଗ୍ୟ ଯେ, ଶ୍ରୀମତୀ ସବିତା ବାର୍ଲା ଜନେ ସମାଜସେବ କା ଭାବରେ ଜଣାଶୁଣା ଅଟନ୍ତି l ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ସ୍ଵଚ୍ଛ ଓ ସୁ ଶାସନ ତାଙ୍କୁ ପ୍ରଭାବିତ କରିଥିଲା ଓ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପି ରେ ଯୋଗଦାନ କରିଛନ୍ତି ବୋଲି ଶ୍ରୀମତୀ ବାର୍ଲା ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l ତେବେ ବଲାଙ୍ଗିର ସହର ର ପରିମଳ ବ୍ୟବସ୍ଥା କୁ ସୁଧାରିବା ସହ ଏକ ସ୍ଵଚ୍ଛ ବଲାଙ୍ଗିର ଗଢିବାର ସ୍ଵପ୍ନ ରଖିଛନ୍ତି ଶ୍ରୀମତୀ ସବିତା ବାର୍ଲା l

ଏଠରେ ସୂଚନଯୋଗ୍ୟ ଯେ ଆଜି ବିଜେଡି ର ମୁନିସିପାଲିଟି ଅଧ୍ୟକ୍ଷା ପ୍ରାର୍ଥୀନୀ ଭବରେ ଶ୍ରୀମତୀ ଲିକା ସାହୁ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ ଗତକାଲି କଂଗ୍ରେସ ସମର୍ଥିତ ପ୍ରାର୍ଥୀନୀ ମିଲନୀ ସାହୁ ପ୍ରାର୍ଥୀ ପତ୍ର ଦାଖଲ କରି ସାରିଛନ୍ତି l ତେବେ ଚଳିତ ପୌର ନିର୍ବାଚନରେ ତିନି ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ଦଳ ମଧ୍ୟରେ କଡା ଟକ୍କର ହେବା ସୁନିଶ୍ଚିତ ହୋଇଥିବା ଜଣାପଡିଛି l ଚଳିତ ପଞ୍ଚାୟତ ନିର୍ବାଚନରେ ବିଜୁ ଜନତା ଦଳ ର ପ୍ରାର୍ଥୀ ମାନେ କେବଳ ବଲାଙ୍ଗିର ନୁହଁ ସାରା ରାଜ୍ୟରେ ନିଜର ବିଜୟ ବାନା ଉଡାଇ ପାରିଥିବା ବେଳେ ଉଭୟ କଂଗ୍ରେସ ଓ ବିଜେପି ର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା l ତେବେ ବଲାଙ୍ଗିର ପୌର ନିର୍ବାଚନ ରେ ଜନାଦେଶ କାହା ସପକ୍ଷରେ ଯିବ, ତାହାକୁ ନେଇ ସମସ୍ତଙ୍କ ଉତ୍କଣ୍ଠା ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026

You Might Also Like