-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷା ପଦ ପାଇଁ ବିଜେଡିରୁ ଶ୍ରୀମତୀ ସାବିତ୍ରୀ ବାଗ

07-Mar-2022



ପଦ୍ମପୁର : ଆଜି ପୌର ନିର୍ବାଚନ ପାଇଁ ନାମାଙ୍କନ କରିବାର ଶେଷ ଦିନ । ବରଗଡ ଜିଲ୍ଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଆଜି ବିଜୁ ଜନତା ଦଳ ପକ୍ଷରୁ ସମସ୍ତ ୱାର୍ଡ ଓ ଅଧ୍ୟକ୍ଷା ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି  । ୧୧ ଗୋଟି ୱାର୍ଡ କୁ ନେଇ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠିତ। ନିର୍ବାଚବନ ପାଇଁ ଶେଷ ଦିବସରେ ବିଜୁ ଜନତା ଦଳ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରାଯାଇଇଛି । ପଦ୍ମପୁର ବିଧାୟକ ତଥା ବିଜୁ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀମାନ ବିଜୟ ରଞ୍ଜନ ସିଂ ବରିହା ଙ୍କ ନେତୃତ୍ୱରେ ଓ ଓଡିଶାର ମାନ୍ୟବର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କ ଉପସ୍ଥିତିରେ ପଦ୍ମପୁର ବିଜୁଜନତା ଦଳ କାର୍ଯ୍ୟାଳୟ ରୁ ଏକ ବିରାଟ ପଟୁଆରରେ ବାହାରି ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ କୁ ଆସି ନାମାଙ୍କନ ପତ୍ର ଦାଖଲ କରିଥିଲେ ।  ୧୧ ଗୋଟି ୱାର୍ଡ  ପାଇଁ  ସମସ୍ତ କାଉନସିଲର ଓ ଅଧ୍ୟକ୍ଷା ପଦପାଇଁ ନାମଙ୍କନ ଦାଖଲ ହୋଇଛି । ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ପଦ ପାଇଁ ଶ୍ରୀମତୀ ସାବିତ୍ରୀ ବାଗ ଓ କାଉନସିଲର ପଦ ପାଇଁ କ୍ଷୀର ସାନବର୍ଷା,ଅରବିନ୍ଦ ପାଣିଗ୍ରାହୀ, ପ୍ରିୟରଞ୍ଜନ ଭୋଇ,ଭାରତୀ ପଟ୍ଟନାୟକ,ଗୌରୀ ସାହୁ,କବିତା ସେଠ, ଯୋଗେନ୍ଦ୍ର ରଣା,ଲତା ମେହେର,ପ୍ରେମଜିତ ମେହେର, ସଂଯୁକ୍ତା ପୃଷ୍ଟି, ଓ ସବିତା ବରିହା ପ୍ରମୁଖ ବିଜୁ ଜନତା ଦଳ ପକ୍ଷରୁ ନାମାଙ୍କନ ପତ୍ରଦାଖଲ କରିଛନ୍ତି । ଶୋଭାଯାତ୍ରା ରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଏନଏସି ଅଧ୍ୟକ୍ଷ ଶ୍ରୀମାନ ପ୍ରିତମ ମେହେର, ବିଧାୟକ ଙ୍କ ପ୍ରତିନିଧି ଶ୍ରୀମାନ ପ୍ରଶାନ୍ତ ମହାନ୍ତି, ଯୁବନେତା ଭୋଜରାଜ ସିଂ ବରିହା,ବିଜୁ ଯୁବ ଜନତା ଦଳ ର ସଭାପତି ସୈାମ୍ୟରଞ୍ଜନ ହୋତା,ବିଜୁ ଯୁବ ଜନତା ଦଳ ର ଉପସଭାପତି ସରଜୁ ପଟ୍ଟନାୟକ ପ୍ରମୁଖ ସାମିଲ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like