-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଉପଚାର ତାଲିମ ଶିବିର ଉଦଘାଟିତ

07-Mar-2022



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ସୋନପୁର ସ୍ଥିତ ସରକାରୀ ବାଳିକା ହାଇସ୍କଲ ସହଯୋଗରେ ମହାରାଜା ହାଇସ୍କୁଲ ପରିସରରେ ୮ ଗୋଟି ଜିଲ୍ଲାର ଜୁନିଅର ରେଡକ୍ରସ କାଉନସିଲର ମାନଙ୍କର ଜୋନ ସ୍ତରୀୟ ଚତୁର୍ଦିବସୀୟ ପ୍ରାଥମିକ ଉପଚାର ଶିବିର ଉଦଘାଟିତ ହୋଇଯାଇଛି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ରାଧାକାନ୍ତ ଗଡ଼ତିଆଙ୍କ ଅଧ୍ୟକ୍ଷତାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଯୋଗଦେଇ ରେଡକ୍ରସ ପତାକା ଉତ୍ତୋଳନ କରି ଶିବିରକୁ ଉଦ୍‌ଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଜୁନିଅର ରେଡକ୍ରସ ସଂପାଦକ ହିମାଂଶୁ ଶେଖର କର, ମାଷ୍ଟର ଟ୍ରେନର ଗୁଲସନ କୁମାର ଦାଶ ଯୋଗଦେଇଥିଲେ। ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ପ୍ରାଥମିକ ଉପଚାରର ଲକ୍ଷ୍ୟ, ସ୍ଵରୁପ, ପରିସର ଓ

ଉପାଦେୟତା ବିଷୟରେ ମତବ୍ୟକ୍ତ କରିଥିଲେ ।  ମହାରାଜ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପଦ୍ମନାଭ କର୍ଣ୍ଣ ସ୍ଵାଗତ ଅଭିଭାଷଣ ଦେଇଥିଲେ। ସୋନପୁର ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷୟତ୍ରୀ ବୈଦ୍ୟନାଥ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ବରିଷ୍ଠ ସାଧନକର୍ମ ଚନ୍ଦ୍ରମଣି ବାଘ ସଂଯୋଜନା କରିଥିଲେ  । ଶିବିରରେ ସୁବର୍ଣ୍ଣପୁର,ବଲାଙ୍ଗିର,ବୌଦ୍ଧ, କନ୍ଧମାଳ, ବରଗଡ, ସମ୍ବଲପୁର, ନୁଆପଡା, ସୁନ୍ଦରଗଡ ଆଦି ୮ଗୋଟି ଜିଲ୍ଲାର ୨୪ଜଣ ଜୁନିଅର

ରେଡକ୍ରସ ପରାମର୍ଶଦାତା ମାନଙ୍କୁ ପ୍ରାଥମିକ ଉପଚାରର ଭାଉଚର କୋର୍ସ ବିଷୟରେ ତାଲିମ ପ୍ରଦାନ କରାଯିବାର ଯୋଜନା କରାଯାଇଛି । ଓଡିଶା ରେଡକକ୍ରସ ସୋସାଇଟିର ରାଜ୍ୟ ସଂପାଦକ ସିଟିଏମ ସୁଗୁଣାଙ୍କ ମାର୍ଗଦର୍ଶନ ଓ ରାଜ୍ୟ ଜୁନିଅର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ବାଇଁଙ୍କ ସଂଯୋଜନାରେ ହେଉଥିବା କାର୍ଯ୍ୟକ୍ରମରେ ବରିଷ୍ଠ ସାଧନ କର୍ମ ଚନ୍ଦ୍ର ଶେଖର ମହାପାତ୍ର, ଜୁନିଅର ରେଡକ୍ରସ  ପରାମର୍ଶଦାତା ଗୋପେଶ ପଣ୍ଡା, ବିଜୟ କୁମାର ପଣ୍ଡା, ଶ୍ୟାମ ସୁନ୍ଦର ନାୟକ ପ୍ରଜ୍ଞାପରିମିତା ମିଶ୍ର, ଦମୟନ୍ତୀ ଜଗଦଲା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like