-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ମୁନିସିପାଲିଟି ୧୬ ନମ୍ବର ୱାର୍ଡ ରୁ ଆମ ଆଦମୀ ପାର୍ଟି ତରଫରୁ ପ୍ରାର୍ଥୀନି ରିହାନା ବେଗମ ଙ୍କ ପ୍ରାର୍ଥୀପତ୍ର ଦାଖଲ

08-Mar-2022



ବଲାଙ୍ଗିର(ପୂର୍ଣ୍ଣ ଶଶୀ ଶେଖର ରାଓ): ଗତକାଲି ପୌର ପରିଷଦ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲା ଆବାହକ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ଉପସ୍ଥିତରେ କଳାମଣ୍ଡପ ଠାରୁ ଭାଗରଥି ଛକ୍ ଦେଇ ମୁନିସିପାଲଟି ଅଫିସ ପର୍ଯ୍ୟନ୍ତ ଏକ ରୋଡ ସୋ ମାଧ୍ୟମରେ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଆସି  ବଲାଙ୍ଗୀର 

୧୬ ନମ୍ବର ୱାର୍ଡ ରୁ ଆମ ଆଦମୀ ପାର୍ଟି ତରଫରୁ ପ୍ରାର୍ଥୀନୀ ରିହାନା ବେଗମଙ୍କ ପ୍ରାର୍ଥୀପତ୍ର ଦାଖଲ  କରାଗଲା ।  ଆମ୍ ଆଦମୀ ପାର୍ଟି ନେତା ଆଶିଷ ପାଣ୍ଡେ କହିଥିଲେ ଯଦି ଆମର ପ୍ରାର୍ଥୀନୀ ଜିତିବ ତାହେଲେ ୧୬ ନମ୍ବର ୱାର୍ଡ କୁ ଆଦର୍ଶ ୱାର୍ଡ ଭାବେ ଗଢା ଯିବା ସହ  ଲୋକଙ୍କ ମୌଳିକ ସୁବିଧା ଉପରେ କାମ କରାଯିବ । ଖାଲି ବଲାଙ୍ଗିର ନୁହେଁ ସାରା ଓଡ଼ିଶାରେ ଇତିହାସ ସୃଷ୍ଟି କରିବ । ବଲାଙ୍ଗୀର ୧୬ ନମ୍ବର୍ ୱାର୍ଡ । ପ୍ରାର୍ଥୀନୀ ରୀହନା ବେଗମ୍ ମଧ୍ୟ କହିଥିଲେ ପାର୍ଟି ର ନୀତି ଆଦର୍ଶକୁ ନେଇ କାମ କରିବି ଏବଂ ଲୋକଙ୍କ ସେବା କରିବି ଓ ସମସ୍ୟା ଗୁଡ଼ିକ ଦୂର କରିବି । ରୋଡ ସୋ କୁ ବଲାଙ୍ଗିର ସହରରେ ଲୋକଙ୍କ  ଖୁବ୍ ପ୍ରଶଂସା ଏବଂ ସହଯୋଗ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like