-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||     

HOME   ଜିଲ୍ଲା

କିଶୋରି ବାଳିକା ସ୍ବାସ୍ଥ୍ୟ ସଚେତନତା ଶିବିର ଓ ଜାତୀୟ ପ୍ରେସ ଦିବସ ପାଳିତ

16-Nov-2020




ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀ ଙ୍କ ରିପୋର୍ଟ): କୁଚିଣ୍ଡା ଉପଖଣ୍ଡ ଅନ୍ତର୍ଗତ କୁଟୁରାଚୁଆଁ କଲେଜ ରେ  ଅଧକ୍ଷ ସୁବାଷ ନାଏକ ଙ୍କ ସଭାପତିତ୍ବ ରେ କିଶୋରୀ ବାଳିକା ସଚେତନତା ଶିବିର ଓ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଅଛି। କଲେଜ ର ଛାତ୍ରୀ ବର୍ଷା ଦେହୁରୀ ସ୍ବାଗତ ଭାଷଣ ଓ ଅତିିଥି ପରିଚୟ ପ୍ରଦାନ କରିଥିବା ବେଲେ  କୁଚିଣ୍ଡା ଚାଇଡଲାଇନ ର ଟିମ୍ ସଦସ୍ୟା ନମିନି ହେମ୍ରମ ଚାଇଡଲାଇନ ସେ ଦୋସ୍ତି ଉପରେ ମତବ୍ୟକ୍ତ କରିଥିଲେ। ରେଙ୍ଗାଲି ବ୍ଳକ ସାମ୍ବାଦିକ ସଂଘ ର ସଭାପତି ବରିଷ୍ଠ ସାମ୍ବାଦିକ  ହରିହର ନାଥ ଶିବିର କୁ ଉଦଘାଟନ କରିଥିଲେ। ପ୍ରାରମ୍ଭରେ ଖୋର୍ଧା ସ୍ଥିତ ପ୍ରାଣନାଥ ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ବରିଷ୍ଠ ସାମ୍ବାଦିକ  ପ୍ରାଣନାଥ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ  ତୈଳଚିତ୍ର ରେ ଅତିିଥି ମାନେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ। ମୁଖ୍ୟ ଅତିିଥି ସାମ୍ବାଦିକ  ଶ୍ରୀ ନାଥ ଗଣମାଧ୍ୟମର ଭୁମିକା, ଅଧିକାର ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିବା ସଙ୍ଗେ  ସାମ୍ବାଦିକତା ପାଠ୍ୟ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ। କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନା ମେଡିକାଲ ଅଫିସର ଡା଼ ଜୋତ୍ସ୍ନlମୟି ପ୍ରଧାନ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ କରୋନା ସମୟରେ ବାଳିକା ମାନେ କିପରି ନିଜକୁ ସୁରକ୍ଷିତ ରହିବେ ସେ ବିଷୟରେ ପରାମର୍ଶ ଦେଇଥିଲେ।  ଏହି ଅବସରରେ କଲେଜ ର ଅଧ୍ୟାପକ ନିଳାଞଳ ତିଓ୍ବାରୀ, ଅଧ୍ୟାପକ କୃଷ୍ଣଚନ୍ଦ୍ର ପୂଜାରୀ, ଗ୍ରନ୍ତାଗାରିକ ଦେବାନନ୍ଦ ମହାପାତ୍ର , ଶିକ୍ଷା ଡେମୋଷ୍ଟେଟର ପ୍ରତିମା ନାଏକ , ଡିଇଓ ସମିନ ନାଏକ, ଚାଇଲଡଲାଇନ ଟିମ୍ ସଭ୍ୟା ସ୍ବେତାଙ୍ଗିନୀ ବାରିକ ଉପସ୍ଥିତ ଥି୍ଲେ । ଶେଷରେ ଅଧ୍ୟାପିକା ଭାବନା ପାଣ୍ଡେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଉଭୟ ବର୍ଷର ଛାତ୍ରୀ ଉପସ୍ଥିତ ଥି୍ଲେ ଓ ସେମାନଙ୍କ ପାଇଁ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା ଓ ମାଗଣା ଓ୍ୟଷଧ ମଧ୍ୟ  ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026

You Might Also Like