-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ରାଜ୍ୟ

ଆନ୍ତର୍ଜାତିକ ମହିଳା ଦିବସ ରେ ସୁସ୍ମିତା ଦାସ ଙ୍କ ନୂଆ ଗୀତ "ନାରୀ"

08-Mar-2022



 ପୃଥିବୀ ଗୋଟେ ବନ୍ଧନ | ଏଠି ଗଛ ମାଟିରେ ବନ୍ଧା, ଚଢେଇ ବି ଆକାଶରେ, ମାଛ ପାଣିରେ ଆଉ ମୁଁ ନାରୀ ସଂସାରରେ | ନାରୀର ଏଇ ସଂସାରର ଯାତ୍ରା - କିଶୋର ରୁ ଯୌବନ, ଆଉ ଯୌବନରୁ ପରିପକ୍ଵ ବୟସ ଯାଏ ଏହି ଗୀତରେ ଉପସ୍ଥାପନା କରାଯାଇଛି | ନୂଆ ମଣିଷକୁ ସଂସାରକୁ ଆଣେ ନାରୀ | ଜୀବନକୁ ପ୍ରତି ମୁହୁର୍ତ୍ତରେ ଉତ୍ସବରେ ପରିଣତ କରେ ନାରୀ | ଏହି ସଂସାରର ମର୍ମ ବୁଝେ ସେ | ଜୀବନର ଗଭୀର ଦର୍ଶନକୁ ନିଜ ଭିତରେ ଅନୁଭବ କରେ | ବନ୍ଧନ ଭିତରେ ରହି ମୁକ୍ତ ହବାର ସ୍ୱାଦ ଜଣେ ସେ | ନାରୀ ମନର ସେଇ ସବୁ ନରମ,

ଗଭୀର, ମୁକ୍ତ, ପରିପକ୍ବ ଇଛାର ପ୍ରକାଶ କରାଯାଇଛି ଏହି ସଂଗୀତରେ | ଯାହାକୁ ଆମେ ଆପଣ ମାନଙ୍କୁ ଭେଟି ଦଉଚୁ ଏଇ ଆନ୍ତର୍ଜାତିକ ମହିଳା ଦିବସରେ | କଣ୍ଠଶିଳ୍ପୀ ସୁସ୍ମିତା ଦାସ କଣ୍ଠଦାନ କରିଥିବାବେଳେ ସ୍ୱର ସଂଯୋଜନା କରିଛନ୍ତି ସୁମିତ ଦୀକ୍ଷିତ, ଗୀତିକାର ଅଛନ୍ତି ବିୟତପ୍ରଜ୍ଞା ତ୍ରିପାଠୀ l ବାଦ୍ୟ ଯନ୍ତ୍ରରେ ଅଛନ୍ତି ସନ୍ଦୀପ ସାହୁ, ସୀମା, ତାଇ, ହାପି, ଜୟଶ୍ରୀ, ପଦ୍ମ, କସ୍ତୁରୀ l ମିଟୁସ୍ ମ୍ୟୁଜିକ ପକ୍ଷରୁ ପ୍ରସ୍ତୁତ କରାଯାଇଥିବାବେଳେ କଟକର ଜେସିକେ ଷ୍ଟୁଡ଼ିଓ ରେ ରେକର୍ଡ କରାଯାଇଛି ବୋଲି କ୍ରିଏଟିଭ ମୁଖ୍ୟ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି l

ମ୍ୟୁଜିକ ଭିଡିଓ ରେ ଅଭିନେତ୍ରୀ ଅନୁ ଚୌଧୁରୀ,କୁକିସ୍, ପିହୁ ଓ କଣ୍ଠଶିଳ୍ପୀ ସୁସ୍ମିତା ଦାସ ପ୍ରମୁଖ ଅଭିନୟ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like