-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜନ ଶିକ୍ଷା ସସ୍ଥାନ ତରଫରୁ ଆନ୍ତର୍ଜାତିକ ମହିଳା ଦିଵସ ପାଳିତ

08-Mar-2022



ବଲାଙ୍ଗୀର , ଆଜି ହେଉଛି ଆନ୍ତର୍ଜାତୀୟ ମହିଳା ଦିବସ। ଆନ୍ତର୍ଜାତୀୟ ।  କାହିଁକି ଆଜି ବି ଖବର କାଗଜର କଡ଼ ଲେଉଟାଇଲେ ସାମ୍ନାକୁ ଆସେ ପୁଣି ଆଲୋଡ଼ା ହେଲା ଶିଶୁ କନ୍ୟା ? 
କାହିଁକି ଆଜି ବି ଶୁଣିବାକୁ ମିଳେ କି ଶିକ୍ଷା କ୍ଷେତ୍ରରେ ହେଉ କିମ୍ବା ଚାକିରୀ କ୍ଷେତ୍ରରେ ନାରୀଟିଏ ଅବହେଳିତ ହୁଏ। ହଁ ନାରୀ ସଶକ୍ତିକରଣ ହୋଇଛି ହେଲେ ଆଜି ବି ନାରୀଟିଏ କେଉଁଠି ନା କେଉଁଠି ଅବହେଳିତ ହେଉଛି।
ତେବେ ମହିଳା ଦିବସ ପାଳନ କଲେ ହେବ ନାହିଁ ପ୍ରତ୍ୟକ ଦିନ ମହିଳାଙ୍କୁ ସମ୍ମାନ ଦେବା ଉଚିତ। ଆଜି ର ନାରୀ ପୁରୁଷ ପୁରୁଷ ଙ୍କ ଆଗରେ ଅଛି, ଉଡାଜାହାଜ ଉଡାଣ ,ସୈନ୍ୟ ଵାହିନିରେ ଯୋଗ ଦେଇ, ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛି, ବଲାଙ୍ଗୀର ଜଣଶିକ୍ଷା ସଂସ୍ଥାନ ତରଫରୁ ବଲାଙ୍ଗୀର ଜିଲ୍ଲାର ତୁଷୁରା ନଅଗାଁ ଠାରେ ଅନୁଷ୍ଠିତ ହୋଇଥିଲା lସଙ୍ଘମିତ୍ରା ଜେନା ପୋଗ୍ରାମ ଅଫିସର ଙ୍କ ର ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଵିଷ୍ନୁ ପ୍ରସାଦ ଦାସ (APO),ଵିଦ୍ୟାଧର ସୁନା(APO),ଚରଣପାଣି ଵେଜ (AJY)ଟିମଲିଡର ,ହିରାଦ୍ରି ସାହୁ (ଜଣ ଶିକ୍ଷାସସ୍ଥାନ ଵେନିଫିସିରି ) ହେମନ୍ତ ସାହୁ ,ଭାଗିରଥି ବ୍ରହ୍ମା ,କମନ ଵାରିକ ଓ ତୁଷୁରା ଅନ୍ଚଲ ର ଵହୁ ଵିଶଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ଓ ଗଣମାଧ୍ୟମ ପ୍ରତିନିଧିମାନେ ଵିରନ୍ଚି ନାୟକ, ମୋତିଲାଲ  ମିଶ୍ର, ଅନ୍ତର୍ୟାମି ସାହୁ  ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।ବଲାଙ୍ଗୀର ଜଣଶିକ୍ଷା  ସସ୍ଥାନ ଆଜକୁ ଦିର୍ଘ ବାର ବର୍ଷ ହେଲା ଅନ୍ତର୍ଜାତୀୟ ମହିଳା ଦିଵସ ପାଳନ କରି ଆସୁଛି ବଲାଙ୍ଗୀର ଜିଲ୍ଲାରେ ପ୍ରତି ବର୍ଷ ଭିନ୍ନ ଭିନ୍ନ ଗ୍ରାମରେ।ବଲାଙ୍ଗୀର ଜିଲ୍ଲାରେ ନାରୀ ସଶକ୍ତିକରଣ, ରୋଜଗାର, କରିବା, ସିଲେଇ ଶିଖିବା, ଭିନ୍ନ ଭିନ୍ନ କାର୍ଯ୍ୟ ସମ୍ପାଦନ କରି ଆଜିର ଆଧୁନିକ ଯୁଗରେ ନାରୀ ମାନଙ୍କୁ ସେହି ଦିଗଦର୍ଶନ କରିବା ସହ ବଲାଙ୍ଗୀର ଜିଲ୍ଲାରେ ଜଣ ଶିକ୍ଷା ସସ୍ଥାନ ଅଗ୍ରଣୀ ଭୂମିକା ଗ୍ରହଣ କରୁଛି।ଆଜି ର ଦିନରେ ବଲାଙ୍ଗୀର  ଜନ ଶିକ୍ଷାସସ୍ଥାନ ଚର୍ଚ୍ଚା ର କେନ୍ଦ୍ର ଵିନ୍ଦୁ ପାଲଟିଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like